ଯେଉଁଘରେ ପଡ଼ିଥିଲା ବିବାହ ପ୍ରସ୍ତାବ, ସେହି ଘର କୁଅରୁ ମିଳିଲା ମୃତଦେହ

ଖୋର୍ଦ୍ଧା ଅଫିସ,୩୦।୮: ଖୋର୍ଦ୍ଧା ଜିଲା ବାଣପୁର ଥାନା ଅନ୍ତର୍ଗତ ରଘୁନାଥପୁର ଗ୍ରାମରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଯେଉଁ ଘରେ ଯୁବକଙ୍କ ବିବାହ ପ୍ରସ୍ତାବ ପଡ଼ିଥିଲା…

ମା’ ତାରାତାରିଣୀଙ୍କ ଦର୍ଶନ ଲାଗି ଯାଇଥିଲେ ବିଜେଡି ମନ୍ତ୍ରୀ-ବିଧାୟକ: ଗାଡ଼ି ଅଟକାଇ ଭାଜପାର ବିକ୍ଷୋଭ

ପୁରୁଷୋତ୍ତମପୁର,୩୦।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ପୀଠକୁ ସର୍ବସାଧାରଣଙ୍କୁ ଦର୍ଶନ ଲାଗି ପ୍ରଶାସ ବାରଣ କରିଥିଲେ। ତେବେ ବିଜେଡି ମନ୍ତ୍ରୀ, ବିଧାୟକ ଓ…

ସ୍ବାୟତ୍ତ ଶାସନ ଦିବସ ନିରାଡମ୍ବରରେ ପାଳିବ ବିଏମ୍‌ସି

ଭୁବନେଶ୍ୱର,୩୦।୮ (ବ୍ୟୁରୋ): ମଙ୍ଗଳବାର ସ୍ବାୟତ୍ତ ଶାସନ ଦିବସ। କରୋନା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି ) ଗତବର୍ଷ ଭଳି ଏ ବର୍ଷ ମଧ୍ୟ ନିରାଡମ୍ବର ଭାବେ…

କୋରିଅରରେ ଦିଲ୍ଲୀକୁ ଗଞ୍ଜେଇ ଚାଲାଣ

ଭୁବନେଶ୍ୱର,୩୦।୮(ବ୍ୟୁରୋ): ଟ୍ରେନ୍‌ରେ ଯାଞ୍ଚ କଡ଼ାକଡ଼ି ହେଉଥିବାରୁ କୋରିଅରରେ ଗଞ୍ଜେଇ ଚାଲାଣ ହେଉଛି। ଭୁବନେଶ୍ୱରରେ ଭଡ଼ାରେ ରହି ଅଣଓଡ଼ିଆ ଯୁବକମାନେ ଏହି ବେଆଇନ ବେପାର କରୁଛନ୍ତି। ଗଜପତିରୁ ଭାୟା…

୨୫୦୦ ଦିନର ସଫଳତା ହିସାବ ଦେଲେ ମୁଖ୍ୟମନ୍ତ୍ରୀ…

ଚଣ୍ଡିଗଡ଼,୩୦।୮: ହରିୟାଣାର ମୁଖ୍ୟମନ୍ତ୍ରୀ ମନୋହର ଲାଲ୍‌ ଖଟ୍ଟରଙ୍କ ସଫଳତାର ରିପୋର୍ଟ କାର୍ଡ ଜାରି ହୋଇଛି। ଖୋଦ୍‌ ମୁଖ୍ୟମନ୍ତ୍ରୀ କ୍ଷମତାକୁ ଆସିବାର ୨୫୦୦ ଦିନର ସଫଳତା ହିସାବ ଦେଇଛନ୍ତି।…

କଟକରେ ବଢୁଛି ଡେଙ୍ଗୁ ସଂକ୍ରମଣ

କଟକ ଅଫିସ,୩୦ା୮: କଟକ ମହାନଗର ନିଗମ(ସିଏମ୍‌ସି) ଅଞ୍ଚଳରେ ଦିନକୁ ଦିନ ଡେଙ୍ଗୁ ସଂକ୍ରମଣ ବଢିବାରେ ଲାଗିଛି ା ସହରରେ ବର୍ତ୍ତମାନ ଡେଙ୍ଗୁ ସଂକ୍ରମିତଙ୍କ ସଂଖ୍ୟା ୩୮ରେ ପହଞ୍ଚିଛି।…

ଓ୍ବେବ୍‌ ପୋର୍ଟାଲ ମୁଖ୍ୟଙ୍କ ଗୁମର ଫିଟୁଛି

ଭୁବନେଶ୍ୱର,(ବ୍ୟୁରୋ)/ବାରଙ୍ଗ, ୩୦।୮(ଡି.ଏନ.ଏ.): ଦୁଇ ବ୍ୟବସାୟୀଙ୍କୁ ମୁଣ୍ଡଜାମିନ ରଖି ଅମାନୁଷିକ ନିର୍ଯାତନା ଘଟଣାରେ ନନ୍ଦନକାନନ ଥାନା ପୋଲିସ ଶନିବାର ଲାଇଭ୍‌ କଳିଙ୍ଗ ୱେବ୍‌ ପୋର୍ଟାଲର ସମ୍ପାଦିକାଙ୍କ ସମେତ ୫ଜଣଙ୍କୁ…

ଟ୍ରେନ୍‌ ଧକ୍କାରେ ଚାଲିଗଲା ୩ ଶ୍ରମିକଙ୍କ ଜୀବନ, ବର୍ତ୍ତିଗଲେ ୪

ଗୋପାଳପୁର,୩୦ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଧିନସ୍ଥ ହଳଦିଆପଦର ଗ୍ରାମ ରେଳ ଫାଟକଠାରେ ରବିବାର ରାତିରେ ଏକ ହୃଦୟ ବିଦାରକ ଘଟଣା ଘଟିଯାଇଛି। ଟ୍ରେନ ଧକ୍କାରେ ୩…

ବସ୍‌ ଓଲଟି ୪ ଗୁରୁତର

କୋରାପୁଟ,୩୦।୮(ସ୍ବ.ପ୍ର.): କୋରାପୁଟ ଜିଲା ପଞ୍ଚଡ଼ା ଗ୍ରାମ ନିକଟରେ ଏକ ଘରୋଇ ବସ (ଆର ବି କୋଚ୍‌) ସୋମବାର ଭୋରରୁ ଦୁର୍ଘଟଣା ଗ୍ରସ୍ତ ହୋଇଛି। ବସ୍‌ରେ ଥିବା ପ୍ରାୟ…

କାଜଲଙ୍କୁ ଶାହାରୁଖଙ୍କ ସ୍ତ୍ରୀ ଭାବୁଥିଲେ ଏହି ଅଭିନେତା, କବାଟ ଖୋଲୁ ଖୋଲୁ ଯାହା ଦେଖିଲେ ଚାହିଁ ରହିଗଲେ

କିଛି ବଲିଉଡ ଅଭିନେତା ଅଛନ୍ତି, ଯାହାଙ୍କ କେମେଷ୍ଟ୍ରି ଦର୍ଶକଙ୍କୁ ବହୁତ ପସନ୍ଦ ଆସିଥାଏ। ପରଦାରେ ସେମାନଙ୍କୁ ଏକାଠି ଦେଖି ପ୍ରଶଂସକମାନେ ବହୁତ ଖୁସି ହୋଇଥାନ୍ତି। ଏଭଳି ପରିସ୍ଥିତିରେ…