ଆରସିବିକୁ ଲାଗିଲା ବଡ଼ ଝଟ୍‌କା: ଆଇପିଏଲ୍‌ରୁ ବାଦ୍‌ ପଡ଼ିଲେ ଏହି ଖେଳାଳି

ଦୁବାଇ,୩୦।୮: ଆଇପିଏଲ ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟ ଆସନ୍ତା ମାସରେ ୟୁଏଇରେ ଆରମ୍ଭ ହେବ। ଏହି ଟୁର୍ନାମେଣ୍ଟ ପାଇଁ ଅଧିକାଂଶ ଦଳ ୟୁଏଇରେ ପହଞ୍ଚିଛନ୍ତି। ବିରାଟ କୋହଲି, ରୋହିତ…

ହିତାଧିକାରୀଙ୍କ ସଂଖ୍ୟାରେ ହେରଫେର

କେନ୍ଦ୍ରାପଡ଼ା ଅଫିସ,୩୦।୮: ଖରସ୍ରୋତା ନଦୀରୁ ଭଦ୍ରକକୁ ପାଣି ଦେବା ବିବାଦ ଏବେ ଆଇନଗତ କାର୍ଯ୍ୟାନୁଷ୍ଠାନ ଆଡ଼କୁ ମୁହଁାଉଛି। ଭିତରକନିକା ଇକୋ ସେନ୍ସିଟିଭ ଜୋନ୍‌ ମିଟିଂ ପ୍ରୋସିଡିଂ, ଆଇଆଇଟି…

ଜୀବିକା ପାଇଁ ବିପଦରେ ଜୀବନ

ମହାକାଳପଡ଼ା,୩୦ା୮( ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ପ୍ରବାହିତ ନଦୀ, ନାଳ ଓ ଜୋରି ଆଦିରେ ବଉଳା କୁମ୍ଭୀରଙ୍କ ସଂଖ୍ୟା ବୃଦ୍ଧି ପାଇଛି। କୁମ୍ଭୀର…

୧୦ ଦିନରେ ୪୦ ଶିଶୁଙ୍କ ମୃତ୍ୟୁ…

ଲକ୍ଷ୍ନୌ,୩୦।୮: ଉତ୍ତରପ୍ରଦେଶ ଫିରୋଜାବାଦରେ ଭାଇରାଲ ଫିଭର ଏବଂ ଡେଙ୍ଗୁ ଆତଙ୍କ ଦେଖାଦେଇଛି। ଏଥିରେ ଅଧିକ ସଂଖ୍ୟକ ଶିଶୁ ଆକ୍ରାନ୍ତ ହେଉଛନ୍ତି। ଗତ ୧୦ ଦିନ ମଧ୍ୟରେ ଫିରୋଜାବାଦ…

ଦିନେ ଭାରତୀୟ ଦଳକୁ କରୁଥିଲେ ହଇରାଣ: ଏବେ ଦେଶ ଛାଡି ଭାରତ ପାଇଁ ଖେଳିବେ କ୍ରିକେଟ୍‌

ନୂଆଦିଲ୍ଲୀ,୩୦।୮: ଏସିଆ କପ ୨୦୧୮ର ଏକ ମ୍ୟାଚ ପ୍ରତ୍ୟେକ ଭାରତୀୟ ପ୍ରଶଂସକଙ୍କ ପାଇଁ ସ୍ମରଣୀୟ। କ୍ରିକେଟ୍‌ର ଶିଶୁ କୁହାଯାଉଥିବା ହଂକଂ ଭଳି ଦଳ ଗ୍ରୁପ ମ୍ୟାଚରେ ଭାରତକୁ…

ସେଦିନର ବିଭୀଷିକାକୁ ଭୁଲିନାହାନ୍ତି ବରୀବାସୀ

ବରୀ,୨୯ା୮(ଡି.ଏନ.ଏ.): ୨୦୨୦ ଅଗଷ୍ଟ ମହାବନ୍ୟାର କରାଳ ରୂପକୁ ବର୍ଷେ ପରେ ବି ବରୀବାସୀ ଭୁଲି ପାରିନାହାନ୍ତି। ବ୍ରାହ୍ମଣୀ ଓ ଖରସ୍ରୋତା ନଦୀରେ ୧୦ରୁ ଊର୍ଦ୍ଧ୍ୱ ଘାଇ ସୃଷ୍ଟି…

ଉପେକ୍ଷିତ ହୀରକ ତ୍ରିଭୁଜ: ଭିତ୍ତିଭୂମି ବିକାଶ ବହୁ ପଛରେ

ଯାଜପୁର ଅଫିସ,୩୦।୮: ବୌଦ୍ଧ କୀର୍ତ୍ତିରାଜିର ପ୍ରମୁଖ ପର୍ଯ୍ୟଟନ କ୍ଷେତ୍ର ତଥା ହୀରକ ତ୍ରିଭୁଜ ବଳୟ ରତ୍ନଗିରି-ଉଦୟଗିରି-ଲଳିତଗିରିର ଭିତ୍ତିଭୂମି ବିକାଶ ବହୁ ପଛରେ ରହିଯାଇଛି। ପ୍ରାୟ ପ୍ରତିବର୍ଷ ରକ୍ଷଣାବେକ୍ଷଣ…

୩ ନୂଆ ରୁଟ୍‌ରେ ଚାଲିବ ମୋ ବସ୍‌

ଭୁବନେଶ୍ୱର,୩୦।୮: ସେପ୍ଟେମ୍ବର ପହିଲାରୁ ରାଜଧାନୀରେ ତିନୋଟି ନୂଆ ରୁଟ୍‌ରେ ‘ମୋ ବସ୍‌’ ସେବା ଆରମ୍ଭ ହେବାକୁ ଯାଉଛି। ରୁଟ୍‌ ନଂ ୭୧ (ବରମୁଣ୍ଡାରୁ ରସୁଲଗଡ଼ ଦେଇ କୋଣାର୍କ),…

ସେପ୍ଟେମ୍ବର ୧ ରୁ ସ୍ବାଭାବିକ ଭାବେ କାର୍ଯ୍ୟ କରିବ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୩୦।୮: ସୁପ୍ରିମ୍‌କୋର୍ଟ ସେପ୍ଟେମ୍ବର ୧ଠାରୁ ସ୍ବାଭାବିକ ଭାବେ କାର୍ଯ୍ୟ କରିବ। ଦୀର୍ଘ ୧୭ମାସ ଧରି ସୁପ୍ରିମ୍‌କୋର୍ଟରେ ପୁଣି ସାଧାରଣ ଭାବେ ଶୁଣାଣି କରାଯିବ। ତେବେ ଭର୍ଚ୍ୟୁଆଲ୍‌ ମାଧ୍ୟମରେ…

ରାଜନୀତି ଖେଳର ଶିକାର ହୋଇଗଲି: କୁମ୍‌କୁମ୍‌ ମହାନ୍ତି

ଓଡ଼ିଶୀ ନୃତ୍ୟ ଜଗତର ପ୍ରତିଷ୍ଠିତ ବ୍ୟକ୍ତିତ୍ୱ ହେଉଛନ୍ତି ପଦ୍ମଶ୍ରୀ କୁମ୍‌କୁମ୍‌ ମହାନ୍ତି। ଓଡ଼ିଶୀ ନୃତ୍ୟର ବିଶିଷ୍ଟ ଗୁରୁ କେଳୁଚରଣ ମହାପାତ୍ରଙ୍କର ସେ ପଟ୍ଟଶିଷ୍ୟା। ବହୁ ଉଦ୍ୟମ କରି…