ରାଣେଙ୍କୁ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଥିବା ମନ୍ତ୍ରୀଙ୍କୁ ଇଡିର ନୋଟିସ

ମୁମ୍ବାଇ,୨୯।୮: ଗତ ସପ୍ତାହରେ କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେଙ୍କୁ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଥିଲେ ମହାରାଷ୍ଟ୍ରର ପରିବହନ ମନ୍ତ୍ରୀ ଅନୀଲ ପରବ। ଏହାର କିଛି ଦିନ ପରେ…

ଜନ୍ମାଷ୍ଟମୀ ଲାଗି ଜଲେଶପଟାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଫୁଲବାଣୀ ଅଫିସ/ଚକାପାଦ/ତୁମୁଡିବନ୍ଧ,୨୯ା୮: କନ୍ଧମାଳ ଜିଲା ଚକାପାଦ ଏବଂ ତୁମୁଡିବନ୍ଧସ୍ଥିତ ଜଲେଶପଟା ଆଶ୍ରମରେ ସୋମବାର ଜନ୍ମାଷ୍ଟମୀ ଓ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୩ତମ ଶ୍ରାଦ୍ଧଦିବସ ପାଳନ କରାଯିବ। କୋଭିଡ୍‌…

ସରକାରୀ ଅଧିକାରୀଙ୍କୁ ତାଲିବାନୀଙ୍କ ସହ ତୁଳନା କଲେ କୃଷକ ନେତା

ଚଣ୍ଡିଗଡ଼,୨୯।୮: କୃଷକଙ୍କ ମୁଣ୍ଡକୁ ମାରି ପଠାଇଦେବା ପାଇଁ ପୋଲିସକର୍ମୀଙ୍କୁ ଜଣେ ଅଧିକାରୀ ନିର୍ଦ୍ଦେଶ ଦେଇଥିଲେ। ସେମାନେ ଆମକୁ ଖଲିସ୍ତାନୀ କହୁଛନ୍ତି। ଯଦି ତୁମେ ଆମକୁ ଖଲିସ୍ତାନୀ ଓ…

ଜେଲ ଗଲେ ବିଜେପୁର ବିଡିଓ

ସୋନପୁର/ବିଜେପୁର,୨୯।୮(ନି.ପ୍ର./ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ(ବିଡିଓ) ପଦ୍ମନାଭ ସାମନ୍ତରାୟଙ୍କୁ ଭିଜିଲାନ୍ସ ବିଭାଗ ରବିବାର ଗିରଫ କରିଛି। ସନ୍ଧ୍ୟାରେ ତାଙ୍କୁ ବଲାଙ୍ଗୀରର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ…

ଖୋର୍ଦ୍ଧାରେ ଜାରି ରହିପାରେ ଶଟ୍‌ଡାଉନ

ଭୁବନେଶ୍ୱର,୨୯।୮(ବ୍ୟୁରୋ): ଆଉ ଗୋଟିଏ ଦିନ ରାଜ୍ୟରେ ଅଗଷ୍ଟ ମାସର କରୋନା ଗାଇଡ଼ଲାଇନ ଶେଷ ହେବ। ସେପ୍ଟେମ୍ବର ମାସରେ ରାଜ୍ୟ ସରକାର କ’ଣ ପଦକ୍ଷେପ ନେବେ ତାହା ଏବେ…

ଆତ୍ମଘାତୀ ବମ୍ବରଙ୍କୁ ରକେଟ୍‌ ମାଡ଼ କଲା ଆମେରିକା

ଓ୍ବାଶିଂଟନ,୨୯।୮: କାବୁଲ ବିମାନ ବନ୍ଦରରେ ପୁଣି ଥରେ ଆତ୍ମଘାତୀ ବିସ୍ଫୋରଣ ଘଟାଇବା ଚକ୍ରାନ୍ତରେ ଥିଲା ଇସ୍ଲାମିକ ଷ୍ଟେଟ୍‌- ଖାରସାନ (ଆଇଏସ୍‌-କେ)। ହେଲେ ଏହାକୁ ପଣ୍ଡ କରି ଦେଇଛି…

ବର୍ଷେ ତିଷ୍ଟିଲାନି ପ୍ରେମ ବିବାହ: ଦଉଡି ଦେଲେ ମହିଳା କନଷ୍ଟେବଳ

ଗୋପାଳପୁର,୨୯ା୮(ଡି.ଏନ.ଏ.): ଗୋପାଳପୁର ଥାନା ଅଧୀନ ଆମ୍ବପୁଆ ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ମହିଳା କନଷ୍ଟେବଳ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଯାଜ୍ଞସିନୀ ବେହେରା(୨୭)। ବ୍ରହ୍ମପୁର ପୋଲିସ…

କାବୁଲରେ ପୁଣି ବିସ୍ଫୋରଣ

କାବୁଲ,୨୯।୮: ଆଫଗାନିସ୍ତାନରେ ଫସି ରହିଥିବା ଲୋକଙ୍କୁ ଉଦ୍ଧାର କରିବା ପାଇଁ ବିଭିନ୍ନ ଦେଶ ଉଦ୍ୟମ ଚଳାଇଥିବାବେଳେ ରବିବାର କାବୁଲ ବିମାନବନ୍ଦର ନିକଟ ଖୱାଜା ବୁଗ୍‌ରା ଅଞ୍ଚଳରେ ରକେଟ…

ମୁସଲିମ ବ୍ୟକ୍ତିଙ୍କୁ ‘ଜୟ ଶ୍ରୀରାମ’ କହିବାକୁ ବାଧ୍ୟ କରାଗଲା

ଭୋପାଳ,୨୯।୮: “ଜୟ ଶ୍ରୀରାମ କହିବାରେ କ’ଣ ଅଛି। ମୋ କଥା ଶୁଣ। ଜୟ ଶ୍ରୀରାମ କହିବାକୁ ପଡ଼ିବ”। ଏଭଳି କହି ଦୁଇ ଜଣ ବ୍ୟକ୍ତି ଜଣେ ମୁସଲିମ…

ଶାଶୁ ଘରେ ଛାଡିଦେବାକୁ କହି ମହିଳାଙ୍କୁ ଗଣବଳାତ୍କାର

ବନ୍ତ,୨୯।୮(ଡି.ଏନ.ଏ.): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଗଣବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ବନ୍ତ ଥାନା ପୋଲିସ ଶନିବାର…