ଅଗଷ୍ଟ ୩୧ ପରେ ତାଲିବାନ ସହ କଥା ହେବ ଆମେରିକା: ବାଇଡେନ

ଓ୍ବାଶିଂଟନ,୨୮ା୮: ଅଗଷ୍ଟ ୩୧ ପରେ ଆଫଗାନିସ୍ତାନର କାବୁଲ ବିମାନବନ୍ଦରରୁ ସୁରକ୍ଷିତ ସ୍ଥାନାନ୍ତର ପାଇଁ ଆମେରିକା ତାଲିବାନ ସହ କଥା ହେବ ବୋଲି ଆମେରିକା ରାଷ୍ଟ୍ରପତି ଜୋ-ବାଇଡେନ କହିଛନ୍ତି।…

ପାରାଲିମ୍ପିକ୍ସରେ ରୌପ୍ୟ ନିଶ୍ଚିତ କଲେ ଭାବିନା

ଟୋକିଓ,୨୮।୮: ଚଳିତ ଟୋକିଓ ପାରାଲିମ୍ପିକ୍ସରେ ଭାରତ ପାଇଁ ରୌପ୍ୟ ପଦକ ନିଶ୍ଚିତ କରିଛନ୍ତି ଭାବିନାବେନ ପଟେଲ। ଶନିବାର ଖେଳାଯାଇଥିବା ଟେବୁଲ ଟେନିସ ଇଭେଣ୍ଟର ସେମିଫାଇନାଲରେ ୩-୨ ବ୍ୟବଧାନରେ…

କାବୁଲ ବିମାନ ବନ୍ଦର ଏଣ୍ଟ୍ରି ଗେଟରେ ଫୁଟିଲା ଗୁଳି

କାବୁଲ,୨୮ ।୮: ଆଫଗାନିସ୍ତାନକୁ ତାଲିବାନ କବଜା କରିବା ପରଠାରୁ ସେଠାରେ ବେଳକୁ ବେଳ ସ୍ଥିତି ବିଗିଡିବାରେ ଲାଗିଛି । ଏବେ ସେଠାରେ ଆଫଗାନସ୍ତାନବାସୀ ନିଜକୁ ସୁରକ୍ଷିତ ନ…

ବଙ୍ଗୋପସାଗରରେ ଲଘୁଚାପ: ୪ ଦିନ ବର୍ଷିବ

ଭୁବନେଶ୍ବର,୨୮।୮: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଶନିବାର ଲଘୁଚାପରେ ପରିଣତ ହୋଇଛି । ଏହାର ପ୍ରଭାବରେ ୨୮ରୁ ୩୧ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ସମେତ ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା,…

ନୀତୀଶ କୁମାର ଜେଡିୟୁର ବିଗବସ୍‌: ପୋଷ୍ଟର ଦେଉଛି ପ୍ରମାଣ

ପାଟନା,୨୮ ।୮: ଜନତା ଦଳ ୟୁନାଇଟେଡ(ଜେଡିୟୁ)ରେ ଅସଲ ବିଗବସ୍ କିଏ ତାହା ଏବେ ସ୍ଥିର ହୋଇଯାଇଛି । ଜେଡିୟୁ କାର୍ଯ୍ୟାଳୟ ବାହାରେ ଲାଗିଥିବା ପୋଷ୍ଟରରୁ ଏହା ବୁଝା…

ଆସିଲା ସେପ୍ଟେମ୍ବର ଗାଇଡ୍‌ଲାଇନ୍‌, ଏସବୁ ଉପରେ ଗୁରୁତ୍ୱ ଦେଲେ ସରକାର

ନୂଆଦିଲ୍ଲୀ,୨୮ା୮: କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ସେପ୍ଟେମ୍ବର ପାଇଁ କେନ୍ଦ୍ର ସରକାର ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି।  ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟ ସଚିବଙ୍କୁ…

ମୁହଁ ମାଡ଼ି ପଡ଼ିଲା ଟିମ୍‌ ଇଣ୍ଡିଆ

ଲିଡ୍ସ,୨୮।୮: ଲଡର୍‌ସ ଟେଷ୍ଟରେ ଚମତ୍କାର ବିଜୟ ହାସଲ କରିଥିବା ଭାରତୀୟ ଦଳକୁ ତୃତୀୟ ଟେଷ୍ଟ ମ୍ୟାଚ୍‌ରେ ଏକ ଇନିଂସ ଓ ୭୬ ରନ୍‌ରେ ହରାଇ ଦେଇଛି ଘରୋଇ…

୧୦ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୮ା୮(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ଟି ଜିଲାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର…

ମନି ଲଣ୍ଡରିଂ ମାମଲା: ଅଭିଶେକଙ୍କୁ ଇଡିର ନୋଟିସ, ପଚରା ଉଚରା ପାଇଁ ପତ୍ନୀଙ୍କୁ ଡାକରା

କୋଲକାତା,୨୮ ।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଭଣଜା ଏମପି ଅଭିଶେକ ବାନାର୍ଜୀଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ମନି ଲଣ୍ଡରିଂ ମାମଲାରେ ନୋଟିସ ଜାରି କରାଯାଇଛି ।…

ହାତୀ ଉପଦ୍ରବ: ୨ ବନ କର୍ମଚାରୀଙ୍କୁ ଅଟକାଇଲେ ଗ୍ରାମବାସୀ

ହିନ୍ଦୋଳ,୨୮ା୮(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଉଁଶପୋଖରୀ ପଞ୍ଚାୟତ ଗ୍ରାମବାସୀ ହାତୀ ଉପଦ୍ରବ ଯୋଗୁ ଶନିବାର ଦୁଇ ବନ କର୍ମଚାରୀଙ୍କୁ ଅଟକ ରଖିବା ସହ ହିନ୍ଦୋଳ-ଅନୁଗୋଳ ରାସ୍ତାକୁ…