କରୋନା ପାଇଁ ବୟସ୍କଙ୍କ ପ୍ରତି ଅତ୍ୟାଚାର ଆଶଙ୍କା ବଢ଼ିଛି

ଭୁବନେଶ୍ୱର, ୧୬।୬(ବ୍ୟୁରୋ):‘ବିଶ୍ୱ ବୟସ୍କଙ୍କ ପ୍ରତି ଦୁର୍ବ୍ୟବହାର ସଚେତନତା ଦିବସ’ ଅବସରରେ ମଙ୍ଗଳବାର ହେଲ୍ପ ଏଜ୍‌ ଇଣ୍ଡିଆର ସର୍ଭେ ରିପୋର୍ଟ ‘ଦ ସାଇଲେଣ୍ଟ ଟର୍‌ମେଣ୍ଟର୍‌: କୋଭିଡ୍‌-୧୯ ଆଣ୍ଡ୍‌ ଏଲ୍ଡର୍‌ଲି’…

୭ ବର୍ଷ ପ୍ରତୀକ୍ଷାର ଅନ୍ତ: ଭାରତ- ଇଂଲଣ୍ଡ ମହିଳା ଟେଷ୍ଟ

ବ୍ରିଷ୍ଟଲ,୧୬।୬(ପି.ଟି.): ଦୀର୍ଘ ୭ ବର୍ଷ ପରେ ଭାରତ ଓ ଇଂଲଣ୍ଡ ମହିଳା ଦଳ ଟେଷ୍ଟ କ୍ରିକେଟରେ ପରସ୍ପରକୁ ଭେଟିବେ। ସ୍ଥାନୀୟ କାଉଣ୍ଟି ଗ୍ରାଉଣ୍ଡରେ ଦୁଇ ଦେଶ ମଧ୍ୟରେ…

ରାଜ୍ୟରେ ଆଜି ୩,୫୩୫ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୬।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୩,୫୩୫ କରୋନା ଆକ୍ରାନ୍ତ ଚିହ୍ନଟ…

ସ୍ପେନ୍‌- ସ୍ବିଡେନ ମ୍ୟାଚ୍‌ ଗୋଲ ଶୂନ୍ୟ

ସେଭିଲେ,୧୬।୬: ୟୁରୋକପ୍‌ରେ ଗ୍ରୁପ୍‌ ଇ’ରେ ସୋମବାର ସ୍ପେନ୍‌ ଓ ସ୍ବିଡେନ ପରସ୍ପରକୁ ଭେଟିଥିଲେ। କଡ଼ା ସଂଘର୍ଷପୂର୍ଣ୍ଣ ଏହି ମ୍ୟାଚ୍‌ ଗୋଲ ଶୂନ୍ୟ ଭାବେ ଶେଷ ହେବା ସହ…

ୟୁରୋ କପ୍‌ ଫୁଟ୍‌ବଲ: ସ୍ଲୋଭାକିଆର ବିଜୟ ଅଭିଯାନ

ସେଣ୍ଟ ପିଟର୍ସବର୍ଗ,୧୬।୬(ଏପି): ୟୁରୋ କପ୍‌ ଫୁଟ୍‌ବଲରେ ସ୍ଲୋଭାକିଆ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ସ୍ଥାନୀୟ କ୍ରେସୋଭସ୍କି ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ମ୍ୟାଚ୍‌ରେ ସ୍ଲୋଭାକିଆ ୨-୧ ଗୋଲରେ…

ପାରାଗୁଏଠାରୁ ହାରିଲା ବଲିଭିଆ

ରିଓ ଡି ଜାନେଇରୋ,୧୬।୬: କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ ସୋମବାର ଅନୁଷ୍ଠିତ ଅନ୍ୟ ଏକ ମ୍ୟାଚ୍‌ରେ ପଛରେ ଥାଇ ପ୍ରତ୍ୟାବର୍ତ୍ତନ କରି ପାରାଗୁଏ ୩-୧ ଗୋଲରେ ବଲିଭିଆକୁ…

ମ୍ୟାଚ୍‌ ପୂର୍ବରୁ ମାରାଡୋନାଙ୍କୁ ଶ୍ରଦ୍ଧାଞ୍ଜଳି

ରିଓ ଡି ଜାନେଇରୋ,୧୬।୬: ଚିଲି ବିପକ୍ଷରେ ଆର୍ଜେଣ୍ଟିନା ତା’ର ପ୍ରଥମ ମ୍ୟାଚ୍‌ରେ କିମ୍ବଦନ୍ତୀ ଫୁଟ୍‌ବଲର ଡିଏଗୋ ମାରାଡୋନାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲା। ମ୍ୟାଚ୍‌ ପୂର୍ବରୁ ମାରାଡୋନାଙ୍କ ଜୀବନୀକୁ…

ବେଦାନ୍ତ ପାଉଁଶ ଡମ୍ପିଂ ବିରୋଧରେ ମହିଳା ଏକାଠି

ଝାରସୁଗୁଡ଼ା ଅଫିସ,୧୬ା୬: ଝାରସୁଗୁଡ଼ା ଭୁର୍କାମୁଣ୍ଡାଠାରେ ଥିବା ବେଦାନ୍ତ କମ୍ପାନୀର ପାଉଁଶ ଡମ୍ପିଂ ଜିଲାବାସୀଙ୍କୁ ଅତିଷ୍ଠ କରିଛି। ପରିସ୍ଥିତି ଏପରି ହୋଇଛି ଯେ ଏହା ବିରୋଧରେ ଝାରସୁଗୁଡ଼ା ବ୍ଲକ୍‌…

କୋପା ଆମେରିକା ଫୁଟ୍‌ବଲ: ଆର୍ଜେଣ୍ଟିନା- ଚିଲି ମ୍ୟାଚ୍‌ ଡ୍ର

ରିଓ ଡି ଜାନେଇରୋ,୧୬।୬(ଏପି): ଦକ୍ଷିଣ ଆମେରିକାର ସର୍ବବୃହତ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟ କୋପା ଆମେରିକାରେ ଲିଓନେଲ ମେସିଙ୍କ ଆର୍ଜେଣ୍ଟିନା ଡ୍ର’ରୁ ଅଭିଯାନ ଆରମ୍ଭ କରିଛି। ମେସିଙ୍କ ଜବରଦସ୍ତ ପ୍ରଦର୍ଶନ…

ବ୍ଲାକ୍‌ ଫଙ୍ଗସ୍‌: ଔଷଧ ପାଇଁ କେନ୍ଦ୍ର ଉପରେ ନିର୍ଭର କରିବନି ଓଡ଼ିଶା

ଭୁବନେଶ୍ୱର,୧୬ା୬(ବ୍ୟୁରୋ):ରାଜ୍ୟ ସରକାର ମ୍ୟୁକୋରମାଇକୋସିସ୍‌ (ବ୍ଲାକ୍‌ ଫଙ୍ଗସ) ଚିକିତ୍ସା ପାଇଁ କେନ୍ଦ୍ର ଉପରେ ଆଉ ନିର୍ଭର କରିବେ ନାହିଁ। ରାଜ୍ୟ ସରକାର ନିଜେ ସିଧାସଳଖ ଏଥିପାଇଁ ଔଷଧ କ୍ରୟ…