ଟ୍ରେନିଂ ବେଳେ ଚାଲିଗଲା ଯବାନଙ୍କ ଜୀବନ

ନୂଆଦିଲ୍ଲୀ,୨୧।୮ : ପଞ୍ଜାବର ପଠାନକୋଟସ୍ଥିତ ମାମୁନ ସେନା ଷ୍ଟେଶନଠାରେ ଶନିବାର ଟ୍ରେନିଂ ବେଳେ ଜଣେ ଯବାନଙ୍କ ମୃତ୍ୟୁ ହୋଇଥିବା ବେଳେ କିଛି ଯବାନଙ୍କୁ ଗୁରୁତର ହୋଇପଡ଼ିଛନ୍ତି। ପ୍ରଭାବିତ…

ରୋଷେଇ ଭଲ ନ ହେଲେ ମହିଳାଙ୍କୁ ଜାଳି ଦିଆଯାଉଛି

କାବୁଲ,୨୧।୮ : ତାଲିବାନ ଫାଇଟରଙ୍କ ପାଇଁ ସ୍ବାଦିଷ୍ଟ ରୋଷେଇ ନ କରିପାରିବାରୁ ମହିଳାଙ୍କୁ ଜାଳି ଦିଆଯାଉଛି। ଆଫଗାନିସ୍ତାନର ଉତ୍ତରାଞ୍ଚଳରେ ଏଭଳି ଘଟଣା ଘଟୁଥିବା କହିଛନ୍ତି ପୂର୍ବତନ ବିଚାରପତି…

ଧାର ଟଙ୍କା ମାଗିବାରୁ ମା’ ଝିଅଙ୍କୁ ଆକ୍ରମଣ

ବାସୁଦେବପୁର,୨୧।୮(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଗୁଆଗଡ଼ିଆ ପଞ୍ଚାୟତ କମାରଗଁାରେ ଶନିବାର ମା’ ଝିଅଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ବାସୁଦେବପୁର ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ…

ଜେଲ୍‌ରେ ଥାଇ ଭଉଣୀଙ୍କୁ ରକ୍ଷା କରିବେ କଏଦୀ ଭାଇ, ଉପହାର ଦେବେ ହାତ ତିଆରି ମାସ୍କ

ଲକ୍ଷ୍ନୌ,୨୧ା୮:   ରକ୍ଷାବନ୍ଧନ ହେଉଛି ଭଉଣୀ-ଭାଇଙ୍କ ପବିତ୍ର ଉତ୍ସବ। ଏହିଦିନ ଭଉଣୀ ନିଜ ଭାଇମାନଙ୍କ ଦୀର୍ଘଜୀବନ କାମନା କରି ରାଖୀ ବାନ୍ଧିଥାନ୍ତି। ଭାଇ ମଧ୍ୟ ଭଉଣୀଙ୍କର ରକ୍ଷା କରିବା…

ଏୟାର ଫୋର୍ସ ଅଫିସର ପୋଷାକରେ କଙ୍ଗନା

ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ କଙ୍ଗନା ରାନାୱତ ‘ଧାକଡ’ ଫିଲ୍ମର ଶୁଟିଂ ଶେଷ କରିବା ପରେ କିଛି ଫଟୋକୁ ନେଇ ଆସିଥିଲେ ଚର୍ଚ୍ଚାକୁ । ଏବେ ସେ ତାଙ୍କର…

ଶ୍ରମିକ-ଭୂମିହୀନ କୃଷକଙ୍କ ଋଣ ଛାଡ କରିବେ ପଞ୍ଜାବ ସରକାର

ଚଣ୍ଡିଗଡ,୨୧ ।୮: ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ କ୍ଷେତରେ କାମ କରୁଥିବା ଶ୍ରମିକ, ଭୂମିହୀନ କୃଷକଙ୍କ ପାଇଁ ଏକ ବଡ ଆଶ୍ୱାସନା ଭରା ପ୍ୟାକେଜ ଘୋଷଣା…

ମାଷ୍ଟରକ୍ୟାଣ୍ଟିନ୍‌ରେ ପୁଣି ଝଲସିବ ଐତିହ୍ୟ ଘୋଡା

ଭୁବନେଶ୍ୱର,୨୧।୮(ବ୍ୟୁରୋ): ରାଜଧାନୀର ମାଷ୍ଟରକ୍ୟାଣ୍ଟିନ୍‌ ଛକଠାରେ ଅବସ୍ଥାପିତ ଐତିହ୍ୟ ଘୋଡା ଓ ଯୋଦ୍ଧା ସ୍ଥାପତ୍ୟ ସ୍ଥାନାନ୍ତରଣ ନିଷ୍ପତ୍ତିରେ ପୂର୍ଣ୍ଣଛେଦ ପଡିଛି। ଏହାର ସୌନ୍ଦର୍ଯ୍ୟକରଣ ଉପରେ ଭୁବନେଶ୍ୱର ସ୍ମାର୍ଟ ସିଟି…

ଘର ଉଚ୍ଛେଦ ସମୟରେ ଉତ୍ତେଜନା: ଅଧିକାରୀଙ୍କ ଗୋଡ଼ ଧରିଲେ ମହିଳା

ନିରାକାରପୁର,୨୧ା୮(ଡି.ଏନ୍‌.ଏ.): ତହସିଲଦାର କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ପୁରୀ ଜିଲା ଗଡ଼ିଶାଗୋଦା ଥାନା ଅନ୍ତର୍ଗତ ଗଡ଼ଖାରଦ ପଞ୍ଚାୟତ ଘଣ୍ଟପୁର ଅଞ୍ଚଳରେ ହୋଇଥିବା ବେଆଇନ ଘର, ଗୁହାଳ ଏବଂ ଦୋକାନକୁ ପ୍ରଶାସନ…

କେନ୍ଦ୍ରକୁ ଚେତାବନି ଦେଲେ ମେହେବୁବା

ନୂଆଦିଳ୍ଲୀ,୨୧ ।୮: ଆଫଗାନିସ୍ତାନକୁ ତାଲିବାନ ସମ୍ପୂର୍ଣ୍ଣ ଭାବେ ଅକ୍ତିୟାର କରିସାରିଲାଣି । ଏବେ ଖୁବଶୀଘ୍ର ସେଠାରେ ତାଲିବାନ ସରକାର ଗଠନ କରାଯିବ ବୋଲି ଅନୁମାନ କରାଯାଉଛି ।…

ଆଇପିଏଲ୍‌ ପୂର୍ବରୁ ଆରସିବିକୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୧।୮ : ଆଇପିଏଲ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଦଳର ମୁଖ୍ୟ କୋଚ୍‌ ସାଇମନ କାଟିଚ୍‌ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ତାଙ୍କୁ…