ବର୍ବର ତାଲିବାନ୍‌, ବିବ୍ରତ ଆଫଗାନ୍‌

କାବୁଲ/ଓ୍ବାଶିଂଟନ/ ନୂଆଦିଲ୍ଲୀ,୨୧।୮: ଅଗଷ୍ଟ ୧୫ରେ କାବୁଲ ଦଖଲ ପରଠାରୁ ତାଲିବାନ୍‌ ଆଫଗାନ୍‌ ଜାତୀୟ ପତାକାକୁ ଅଚଳ କରିଦେଇଛି। ହେଲେ ୧ଫ ତାରିଖରେ ୧୦୨ତମ ସ୍ବାଧୀନତା ଦିବସ ପାଳନ…

ବ୍ୟାପକ ହେଉଛି ଆନ୍ଦୋଳନ

କେନ୍ଦ୍ରାପଡ଼ା ଅଫିସ,୨୧।୮: ଖରସ୍ରୋତାରୁ ଭଦ୍ରକକୁ ପାଣି ଦେବା ବିବାଦ ଦିନକୁଦିନ ବ୍ୟାପକ ହେବାରେ ଲାଗିଛି। ଜିଲା ଓ ଜିଲା ବାହାରେ ଏହାର ସମର୍ଥକଙ୍କ ସଂଖ୍ୟା ବଢି ଚାଲିଛି।…

ଐତିହ୍ୟ ଅଞ୍ଚଳରେ ବିପର୍ଯ୍ୟସ୍ତ ସ୍ଥିତି

ଭୁବନେଶ୍ୱର,୨୧।୮(ବ୍ୟୁରୋ): ଭୁବନେଶ୍ୱରର ଐତିହ୍ୟ ଅଞ୍ଚଳରେ ଏବେ ବିପର୍ଯ୍ୟସ୍ତ ସ୍ଥିତି ଦେଖିବାକୁ ମିଳୁଛି। ସ୍ମାର୍ଟସିଟିର ପୂର୍ଣ୍ଣାଙ୍ଗ ରୂପ ଦେବାକୁ ବିଭିନ୍ନ ଉନ୍ନୟନ କାର୍ଯ୍ୟ ସହ ସଫେଇ ଓ ସଚେତନତା…

ମନ ଜିଣୁଛି ବିହନ ରାଖୀ

ପୁରୁଣା ଭୁବନେଶ୍ୱର,୨୧।୮(ଡି.ଏନ୍‌.ଏ.): ଆଉ ଦିନକ ପରେ ସ୍ନେହ ଓ ଶ୍ରଦ୍ଧାର ପର୍ବ ରକ୍ଷାବନ୍ଧନ। କରୋନା ସମୟରେ ଅନେକ ଲୋକ ଜୀବିକା ହରାଇଥିବା ବେଳେ ପୋଖରୀପୁଟ ଅଞ୍ଚଳର ପରିବେଶବିତ୍‌…

କାଉଣ୍ଟର ଦସ୍ତଖତ ଜାଲ୍‌ ଥିଲା

ନୟାଗଡ଼ ଅଫିସ,୨୧।୮: ଜାଲ୍‌ ଦସ୍ତଖତରେ ୮୦କୋଟି ଟଙ୍କା ଆତ୍ମସାତ୍‌ ହୋଇଥିବା ତତ୍କାଳୀନ ଭାପୁର ବ୍ଲକ୍‌ ଅଧ୍ୟକ୍ଷା ଶାନ୍ତିଲତା ବେହେରା ଅଭିଯୋଗ କରିଥିଲେ ା ଯାହାକୁ ନେଇ ଅନାସ୍ଥା…

ବେଆଇନ ପାର୍କିଂ ରୋକିବ ‘ମୋ ପାର୍କିଂ’ ଆପ୍‌

ଭୁବନେଶ୍ୱର,୨୧।୮(ବ୍ୟୁରୋ): ସ୍ମାର୍ଟସିଟି ଭୁବନେଶ୍ୱରରେ ଆଉ ହେବନି ପାର୍କିଂ ସମସ୍ୟା। ବେଆଇନ ପାର୍କିଂ ଓ ଫି ବାଟମାରଣା ରୋକିବା ପାଇଁ ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଡ୍‌ (ବିଏସ୍‌ସିଏଲ୍‌) ପକ୍ଷରୁ…

ଲ୍ୟାମ୍ପସ୍‌ ଆଗରେ ୟୁରିଆ ପାଇଁ ଧସ୍ତାଧସ୍ତି

ଝରିଗାଁ, ୨୧।୮ସ୍ବ.ପ୍ର.):  ନବରଙ୍ଗପୁର ଜିଲାରେ ସାର ଅଭାବ ଲାଗି ରହିଛି। ଝରିଗାଁ ବ୍ଲକ ଲ୍ୟାମ୍ପସ୍‌ରେ ଶୁକ୍ରବାର ସାର ବଣ୍ଟନବେଳେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଛି। େ କତେଜଣ…

ଏସ୍‌ଡିଆଇ ସ୍ଥାୟୀ କ୍ୟାମ୍ପସ ଲୋକାର୍ପିତ

ଭୁବନେଶ୍ୱର, ୨୧।୮(ବ୍ୟୁରୋ): ଖୋର୍ଦ୍ଧା ଜିଲା ଜଟଣୀ ତରାବୋଇଠାରେ ଦକ୍ଷତା ବିକାଶ ପ୍ରତିଷ୍ଠାନ (ଏସ୍‌ଡିଆଇ)ର ସ୍ଥାୟୀ କ୍ୟାମ୍ପସର ଲୋକାର୍ପଣ ଓ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ କେମିକାଲ ଟେକ୍ନୋଲୋଜି (ଆଇସିଟି)-ଇଣ୍ଡିଆନ ଅଏଲ…

ମୁଁ ନୁହେଁ, ସେମାନେ ଚକ୍ରାନ୍ତକାରୀ

ଓଡ଼ିଶା ରାଜନୀତିର ଜଣାଶୁଣା ଚେହେରା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା ନିଜର ବ୍ୟକ୍ତିଗତ ରାଜନୈତିକ ଶୈଳୀ ପାଇଁ ବେଶ୍‌ ପରିଚିତ। ୧୯୬୮ ମସିହାରୁ ଛାତ୍ର ରାଜନୀତିରେ…

ପ୍ରାଚୁର୍ଯ୍ୟ ଭିତରେ ଦରିଦ୍ର ଆଫଗାନ୍‌

ମାଟିତଳେ ରତ୍ନ ସମ୍ପଦର ପ୍ରାଚୁର୍ଯ୍ୟ, ଉପରେ ଉତ୍କଟ ଦାରିଦ୍ର୍ୟର ଅଖଣ୍ଡ ରାଜୁତି। ଏହା ହେଉଛି ସମ୍ପ୍ରତି ତାଲିବାନ ନିୟନ୍ତ୍ରଣରେ ଥିବା ପଡ଼ୋଶୀ ଆଫ୍‌ଗାନିସ୍ତାନର ପରିଚୟ। ପାଶ୍ଚାତ୍ୟ ସମର୍ଥତ୍ତ…