ରିଂ ରୋଡ୍‌, ଆଡ଼ିବନ୍ଧ ନିର୍ମାଣ ଲାଗି ତତ୍ପରତା

ବାରିପଦା ଅଫିସ,୨୧ା୮- ବାରିପଦା ସହରକୁ ବୁଢ଼ାବଳଙ୍ଗ ନଦୀ ବନ୍ୟା ଦାଉରୁ ରକ୍ଷା କରିବା ପାଇଁ ମୟୂରଭଞ୍ଜ ଜଳସେଚନ ବିଭାଗ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ରିଂ ରୋଡ୍‌…

ଘରେ ଅସରପା ହେଉଛନ୍ତି କି… ଆପଣାନ୍ତୁ ଏହି ଘରୋଇ ଉପଚାର

ଘର ଅପରିଷ୍କାର ରହିଲେ ଅସରପା ହେବାର ସମ୍ଭାବନା ଥାଏ। ବର୍ଷା ଏବଂ ଶୀତଦିନେ ଏମାନଙ୍କର ସଂଖ୍ୟା ବଢ଼ିଯାଏ। ଅସରପା ଖାଦ୍ୟ ପଦାର୍ଥରେ ବସିବାଠାରୁ ଆରମ୍ଭ କରି କପଡ଼ା…

ବାଇକ୍‌ ସହ ଚାଳକଙ୍କୁ କ୍ରେନରେ ଉଠାଇ ନେଲେ

ପୁଣେ,୨୧।୮ : ନୋ ପାର୍କିଂ ଜୋନରେ ବାଇକ୍‌ ରଖିବା କାରଣରୁ ଗାଡ଼ି ସହ ଚାଳକଙ୍କୁ କ୍ରେନ ଯୋଗେ ଉଠାଇ ନେଇଛି ପୁଣେ ଟ୍ରାଫିକ ପୋଲିସ। କିନ୍ତୁ ଚାଳକଙ୍କ…

ସଲମାନଙ୍କ ସହ ଏହି ଅଭିନେତ୍ରୀଙ୍କ ଯୋଡ଼ି ଦେଖି ପାଗଳ ହୋଇଯାଇଥିଲେ ଦର୍ଶକ : ଗୋଟିଏ ପରେ ଗୋଟିଏ ଫିଲ୍ମ ଫ୍ଲପ ହେବା ପରେ…

ବଲିଉଡ୍‌ ଅଭିନେତ୍ରୀ ଭୂମିକା ଚାଓ୍ବଲା ୨୧ ଅଗଷ୍ଟ ୧୯୭୮ରେ ଦିଲ୍ଲୀର ଏକ ପଞ୍ଜାବୀ ପରିବାରରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ଜଣେ ସେନା ଅଧିକାରୀ ଏବଂ…

ଉଚ୍ଚ ପାଚେରି ଡେଇଁ ଫାର୍ମ ହାଉସ ଭିତରକୁ ଛାତ୍ରୀ ଗଲେ କିପରି

ଭୁବନେଶ୍ୱର,୨୧।୮(ବ୍ୟୁରୋ): ରାଜଧାନୀର ନନ୍ଦନକାନନ ଅଞ୍ଚଳରେ ଏକ ଫାର୍ମ ହାଉସ ଭିତରେ ଥିବା ପୋଖରୀରୁ ଶୁକ୍ରବାର ଜଣେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଛି। ଛାତ୍ରୀ ଜଣକ ଆତ୍ମହତ୍ୟା କରିଛନ୍ତି…

ପ୍ରେମିକାଙ୍କୁ ମହଙ୍ଗା ଉପହାର ଦେବା ପାଇଁ ଏମିତି ବାଟ ବାଛିଲେ ଯୁବକ

ନୂଆଦିଲ୍ଲୀ,୨୧।୮ : ଛୁରୀ ମୁନରେ ଜଣଙ୍କୁ ଲୁଟିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ୨୨ ବର୍ଷୀୟ ଯୁବକ। ପ୍ରେମିକାଙ୍କ ଜନ୍ମଦିନରେ ମହଙ୍ଗା ଉପହାର ଦେବା ପାଇଁ ଅଭିଯୁକ୍ତ…

ଦୁର୍ଘଟଣାରେ ଗଲା ଶିଶୁକନ୍ୟାଙ୍କ ଜୀବନ, ଟ୍ରକ ଜାଳି ଦେଲେ ଲୋକେ

ଝାରସୁଗୁଡ଼ା ଅଫିସ,୨୦।୮: ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟ ରାସ୍ତାର ଛତ୍ରିଆକଣ୍ଟା ଗ୍ରାମ ନିକଟରେ ଶୁକ୍ରବାର ରାତିରେ ଏକ ମାଲବୋଝେଇ ଟ୍ରକ ବାଇକ୍‌କୁ ଧକ୍କା ଦେଇଥିଲା। ଏଥିରେ ୫…

ବିକାଶ ଦୁବେ ଏନ୍‌କାଉଣ୍ଟରରେ ପୋଲିସର ଭୁଲ ନ ଥିଲା

ଲକ୍ଷ୍ନୌ, ୨୦।୮: ଗ୍ୟାଙ୍ଗଷ୍ଟର ବିକାଶ ଦୁବେ ଏନ୍‌କାଉଣ୍ଟର ମାମଲାର ତଦନ୍ତ କରୁଥିବା ତିନିଜଣିଆ କମିଟି ଉତ୍ତରପ୍ରଦେଶ ପୋଲିସକୁ କ୍ଲିନ୍‌ଚିଟ୍‌ ଦେଇଛି। ଦୁବେଙ୍କ ମୃତ୍ୟୁକୁ ନେଇ ପୋଲିସ ଦର୍ଶାଇଥିବା…

୩ ସନ୍ତାନ ଜନ୍ମ କଲେ ମିଳିବ ଟଙ୍କା

ବେଜିଂ, ୨୦।୮: ଶାସକ କମ୍ୟୁନିଷ୍ଟ ପାର୍ଟି ପକ୍ଷରୁ ଅଣାଯାଇଥିବା ୩ ସନ୍ତାନ ନୀତିକୁ ଶୁକ୍ରବାର ଚାଇନା ଜାତୀୟ ବ୍ୟବସ୍ଥାପକ ସଭା ଆନୁଷ୍ଠାନିକ ଭାବେ ଅନୁମୋଦନ କରିଛି। ବିଶ୍ୱର…

ଭାରତୀୟଙ୍କୁ ଉଦ୍ଧାର କରିବ ବାୟୁସେନାର ସ୍ବତନ୍ତ୍ର ବିମାନ

ନୂଆଦିଲ୍ଲୀ,୨୦।୮ : ଆଫଗାନିସ୍ତାନରୁ ଭାରତୀୟଙ୍କୁ ଉଦ୍ଧାର କରିବା ଲାଗି ଭାରତୀୟ ବାୟୁ ସେନା (ଆଇଏଏଫ୍‌)ର ସ୍ବତନ୍ତ୍ର ପରିବହନ ବିମାନ ସି-୧୭ ପ୍ରସ୍ତୁତ। ରାଜଧାନୀ କାବୁଲରେ ଅଧିକ ସଂଖ୍ୟାରେ…