କେକ୍‌-ପେଷ୍ଟ୍ରିରେ ଡ୍ରଗ୍ସ୍‌ ମିଶାଇ ବିକ୍ରି: ଏନ୍‌ସିବିର ତନାଘନା…

ମୁମ୍ବାଇ,୧୩।୬: ଡ୍ରଗ୍ସ୍‌ ଚୋରା କାରବାରର ପର୍ଦ୍ଦାଫାଶ୍‌ ମୁମ୍ବାଇରେ ହୋଇଛି। ଏନ୍‌ସିବି ପକ୍ଷରୁ ଏନେଇ ତନାଘନା ଆରମ୍ଭ ହୋଇଛି। ଅଭିଯୁକ୍ତମାନେ କେକ୍‌ ଏବଂ ପେଷ୍ଟ୍ରିରେ ଡ୍ରଗ୍ସ୍‌ ମିଶାଇ ବିକ୍ରି…

ଧୋନୀ ଘୋଡ଼ା ସହିତ ଲଗାଇଲେ ରେସ୍‌ : ସାକ୍ଷୀ କଲେ ଭିଡ଼ିଓ ଶେୟାର…

ରାଞ୍ଚି,୧୩।୬: ଆପିଏଲ୍‌ ସ୍ଥଗିତ ହେବା ପରେ ଟିମ୍‌ ଇଣ୍ଡିଆର ପୂର୍ବତନ ଅଧିକାୟକ ଏମ୍‌.ଏସ୍‌. ଧୋନୀ ରାଞ୍ଚିସ୍ଥିତ ନିଜ ଫାର୍ମ ହାଉସ୍‌ରେ ଛୁଟି ବିତାଉଛନ୍ତି। ଧୋନୀ ଫାର୍ମରେ ପୋଷା…

କରୋନାରୁ ସୁସ୍ଥ ହୋଇ ଓ୍ବାର୍କଆଉଟ୍‌ରେ ମନ ଦେଲେ କ୍ୟାଟ୍ରିନା

ମୁମ୍ବାଇ: କରୋନାରେ ଆକ୍ରାନ୍ତ ହୋଇଥିଲେ ବଲିଉଡ୍‌ ସୁନ୍ଦରୀ କ୍ୟାଟ୍ରିନା କୈଫ୍‌। ତେବେ ସେ ଏପ୍ରିଲରୁ ସୁସ୍ଥ ହୋଇସାରିଲେଣି। ଏବେ ଅଭିନେତ୍ରୀ ନିଜର ଫିଟ୍‌ନେସ୍‌କୁ ଫେରିଛନ୍ତି। କ୍ୟାଟ୍‌ ଏବେ…

ରାତିରେ ଘରେ ଶୋଇଥିଲେ, ଏପଟେ ଲାଗିଗଲା ନିଆଁ

ଆରଡ଼ି,୧୩।୬(ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ଓଳଗ ପଞ୍ଚାୟତର ବୋଡକ ଗାଁରେ ୩ ଭାଇଙ୍କର ୪ ବଖରା ଘର ଶନିବାର ବିଳମ୍ବିତ ରାତିରେ ସଂପୂର୍ଣ୍ଣ ଜଳିଯାଇଛି…

ଜୀବନ ସହ ସଂଘର୍ଷ କରୁଛନ୍ତି ଯଦୁମଣି

ବାଣପୁର,୧୩ା୬(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବାଣପୁର ବ୍ଲକ ଆୟତପୁର ପଞ୍ଚାୟତର ପାତ୍ରପୁର ଗ୍ରାମର ଯଦୁମଣି ନାୟକ(୪୫)। ସ୍ତ୍ରୀ ସୁକୁମାରୀ, ଗୋଟିଏ ଝିଅ ଓ ପୁଅ ଏବଂ ବିଧବା ମା’ଙ୍କୁ…

ବିଦେଶୀ ମିଡ଼ିଆକୁ ଜବାବ୍‌: ୭ ଗୁଣା ନୁହେଁ କରୋନା ମୃତ୍ୟୁ ସଂଖ୍ୟା, କହିଲେ କେନ୍ଦ୍ର ସରକାର…

ନୂଆଦିଲ୍ଲୀ,୧୩।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଭାରତରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଛି। ଏହା ସରକାରୀ ରିପୋର୍ଟଠାରୁ ୭ ଗୁଣା ଅଧିକ ବୋଲି ବିଦେଶୀ ମିଡ଼ିଆ ଦ…

୪ବର୍ଷର ପ୍ରତିଭା ସାଇସାଗର

ଖୋର୍ଦ୍ଧା ଅଫିସ/ବେଗୁନିଆ, ୧୩ା୬(ଡି.ଏନ୍‌.ଏ.): କଥାରେ ଅଛି ତୁଳସୀ ଦୁଇପତ୍ରରୁ ବାସେ। ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଦୁର୍ଗାପୁର ପଞ୍ଚାୟତ ଅନ୍ତର୍ଗତ ଗୁଡୁମ ଗଁାର କୃପାସିନ୍ଧୁ ବରାଡ଼ଙ୍କ ପୁଅ…

ଗୁଣିଗାରେଡ଼ି ସନ୍ଦେହରେ ବାପ-ପୁଅଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୩ା୬(ଡି.ଏନ୍‌.ଏ.): ଗଜପତି ଜିଲା ଅଡ଼ବା ଥାନା ମୁଠାଗୁଡ଼ା ଗାଁରେ ଘଟିଛି ଏହି ହତ୍ୟାକାଣ୍ଡ। ବାପପୁଅଙ୍କୁ ଅତି ନିର୍ମମ ଭାବେ ଗାଁର କିଛି ଲୋକ ହତ୍ୟା କରିଥିବା ଅଭିଯୋଗ…

ଆଇୟୁସିଏନ୍‌ ପୋର୍ଟାଲ୍‌ରେ ‘ପୃଥିବୀ ମନ୍ଥନ’

ଭୁବନେଶ୍ୱର, ୧୩।୬(ବ୍ୟୁରୋ): ଜାତିସଂଘ ସମର୍ଥିତ ସଂସ୍ଥା ଆଇୟୁସିଏନ୍‌ର ପୋର୍ଟାଲ୍‌ରେ ଅରୋମିରା ଏଣ୍ଟରଟେନ୍‌ମେଣ୍ଟର ଭାଇରାଲ୍‌ ମ୍ୟୁଜିକ୍‌ ଭିଡିଓ ‘ପୃଥିବୀ ମନ୍ଥନ’ ସ୍ଥାନ ପାଇଛି। ବିଶ୍ୱ ପରିବେଶ ସୁରକ୍ଷା ଉପରେ…

ଡଙ୍ଗରିଆ କନ୍ଧ ଜନଜାତିଙ୍କ ‘ଶ୍ରମ ସମବାୟ’ ସମ୍ପର୍କରେ ଜାଣିବେ ଦର୍ଶକ

ଭୁବନେଶ୍ୱର, ୧୩।୬ (ବ୍ୟୁରୋ): ଡଙ୍ଗରିଆ କନ୍ଧମାନେ ସାଧାରଣତଃ ରାୟଗଡ଼ା ଜିଲାର ବିଷମକଟକ, କଲ୍ୟାଣସିଂପୁର ଓ ମୁନିଗୁଡ଼ା ବ୍ଲକ୍‌ରେ ବସବାସ କରିଥାନ୍ତି । ସେମାନଙ୍କର ମୁଖ୍ୟ ପେସା ହେଉଛି…