ଅମାନବୀୟ: ପଥରରେ ଛେଚି ପ୍ରେମିକାଙ୍କ ଗର୍ଭପାତ, ବିବାହିତ ଥିବା କଥା ଲୁଚାଇଥିଲେ

ପରଜଙ୍ଗ, ୧୩।୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ ଫାଣ୍ଡି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମିକଙ୍କ ମରଣାନ୍ତକ ଆକ୍ରମଣରେ ୯ମାସର ଗର୍ଭବତୀ ଥିବା ପ୍ରେମିକାଙ୍କ…

୩ ଜିଲାରେ ହେବ ଚତୁର୍ଥ ସେରୋ ସର୍ଭେ

ଭୁବନେଶ୍ୱର, ୧୩।୬(ବ୍ୟୁରୋ): ଆସନ୍ତା ୧୬ କିମ୍ବା ୧୭ ତାରିଖରୁ ଆରମ୍ଭ ହେବ ନ୍ୟାଶନାଲ ସେରୋ ସର୍ଭେ। ଦେଶର ଯେଉଁ ୭୦ ଜିଲାରେ ପୂର୍ବରୁ ପ୍ରଥମ, ଦ୍ୱିତୀୟ ଓ…

ବଢୁଛି ଅନ୍‌ଲକ୍‌ ସମ୍ଭାବନା

ଭୁବନେଶ୍ୱର, ୧୩ା୬(ବ୍ୟୁରୋ): ରାଜ୍ୟରେ ତଳମୁହାଁ ହେଉଛି କରୋନା ସଂକ୍ରମଣ। ଅନେକ ଜିଲାରେ ସଂକ୍ରମଣ ହାର କମ୍‌ ରହୁଥିବାରୁ ଆସନ୍ତା ୧୭ତାରିଖ ସକାଳ ୫ଟାରେ ଲକ୍‌ଡାଉନ ଶେଷ ହେବା…

ରାଜ୍ୟରେ ୫ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର, ୧୩।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଥିବା ବେଳେ ରବିବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୪,୪୬୯ ଜଣ କରୋନା…

ପ୍ରଥମ ଦେଖାରେ ପତ୍ରଲେଖାଙ୍କୁ ହୃଦୟ ଦେଇ ବସିଥିଲେ ରାଜକୁମାର, ଏବେ…

ବମ୍ବେ: ପ୍ରଥମ ଦେଖାରେ ପ୍ରେମ। ଏଭଳି କିଛି ଘଟିଛି ବଲିଉଡ୍‌ ଅଭିନେତା ରାଜକୁମାର ରାଓଙ୍କ କ୍ଷେତ୍ରରେ। ଏକ ବିଜ୍ଞାପନ ଶୁଟିଂ ସମୟରେ ଅନ୍ବିତା ପଲ୍‌ ଓରଫ ପତ୍ରଲେଖାଙ୍କୁ…

ଭାଜପାରେ ଫାଟ: ୨୦ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଦଳୀୟ ପୋଷ୍ଟରରୁ ବସୁନ୍ଧରା ହଟିଲେ…

ଜୟପୁର,୧୩।୬: ରାଜସ୍ଥାନ ଭାଜପାରେ ଧୀରେ ଧୀରେ ଫାଟ ବଢ଼ିବାରେ ଲାଗିଛି। ଗତ ୨୦ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଦଳୀୟ ପୋଷ୍ଟରରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରାରାଜେ…

ପାଲଲହଡ଼ାକୁ ଅଣଦେଖା

ପାଲଲହଡ଼ା,୧୩।୬(ଡି.ଏନ୍‌.ଏ.)  ଅନୁଗୋଳ ଜିଲାର ସମସ୍ତ ପେଟ୍ରୋଲ ପମ୍ପରେ କରୋନା ସଂକ୍ରମିତଙ୍କ ଲାଗି ନିଃଶୁଳ୍କ ଅକ୍ସିଜେନ ବ୍ୟବସ୍ଥା କରାଯାଇଥିବା ପ୍ରଶାସନ ପକ୍ଷରୁ ସ୍ପଷ୍ଟ କରାଯାଇଛି। ହେଲେ ଏଥିରେ ପାଲଲହଡ଼ା ଉପଖଣ୍ଡକୁ…

ପୁରୁଣା ଉପରେ ନୂଆ ସେତୁ

ଭଦ୍ରକ ଅଫିସ, ୧୩।୬-ସାଳନ୍ଦୀ ନଦୀ ପାର ହେବା ପାଇଁ ଭଦ୍ରକ ଜିଲା କୁଆଁସଠାରେ ପୂର୍ବତନ ଏମ୍‌ପି ସ୍ବର୍ଗତ ଅର୍ଜୁନ ସେଠୀ ୨୦୦୨ରୁ ଏକ ସେତୁ ନିର୍ମାଣ କରିଥିଲେ।…

ଚୁମ୍ବକମ୍ୟାନ ରାଜେନ୍ଦ୍ର

ସଜନାଗଡ଼, ୧୩।୬ (ଡି.ଏନ.ଏ.)-ତାଙ୍କ ଦେହରୁ ବାହାରୁଛି ଚୁମ୍ବକୀୟ ଶକ୍ତି। ଶରୀରରେ ଷ୍ଟିଲ ଚାମଚ, କଏନ ଯାହା ଲଗାଇଲେ ସେସବୁ ଲାଖି ରହୁଛି। କଥାଟା ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ…

ବର୍ଷାରେ ଧୋଇଗଲା ଡାଇଭର୍ସନ

କେନ୍ଦୁଝର, ୧୩।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଖଡ଼ିବାହାଳୀ ଛକ ନିକଟସ୍ଥ କଙ୍କଡାନାଳ ରାସ୍ତା ଲଘୁଚାପ ବର୍ଷାରେ ଧୋଇଯାଇଛି। ଏନେଇ ନରଣପୁର ବ୍ରାହ୍ମଣୀପାଳ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି।…