ବେଆଇନ ଟେଲିଫୋନ୍‌ ଏକ୍ସଚେଞ୍ଜକୁ କଲ୍‌

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୧୧ା୬(ପି.ଟି.):ପାକିସ୍ତାନର ଗୁପ୍ତଚର ସଂସ୍ଥାଠାରୁ ପୂର୍ବ ଭାରତରେ ଥିବା ଏକ ସାମରିକ ପ୍ରତିଷ୍ଠାନକୁ ନେଇ ଫୋନ୍‌ କଲ୍‌ କରାଯିବା ପରେ ଏବେ ବେଙ୍ଗାଲୁରୁସ୍ଥିତ ଏକ ଅବୈଧ ଟେଲିଫୋନ୍‌ ଏକ୍ସଚେଞ୍ଜ…

ମାଲାଲାଙ୍କୁ ଧମକ ଦେଇ ପାକ୍‌ ମୌଲବୀ ଗିରଫ

ପେଶାଓ୍ବର, ୧୧।୬(ପି.ଟି.):ନୋବେଲ ପୁରସ୍କାର ବିଜେତା ମାଲାଲା ୟୁସୁଫ୍‌ଜାଇଙ୍କୁ ଆକ୍ରମଣ ଧମକ ଦେଇଥିବା ପାକିସ୍ତାନର ଜଣେ ମୌଲବୀଙ୍କୁ ଗିରଫ କରାଯାଇଛି। ଖାଇବର ପଖ୍‌ତୁନ୍‌ଖ୍ବା ପ୍ରଦେଶ ମରଓ୍ବାତ ଜିଲାର ମୌଲବୀ…

ଦିଲ୍ଲୀରେ ଡ୍ୟାମେଜ୍‌ କଣ୍ଟ୍ରୋଲ୍‌

ନୂଆଦିଲ୍ଲୀ,୧୧ା୬:ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୁରୁବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହାଙ୍କୁ ଭେଟିଛନ୍ତି। ସେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସାକ୍ଷାତ କରିବା କାର୍ଯ୍ୟକ୍ରମ ରହିଛି।…

ଆମେରିକାରେ ୫୦% ଭାରତୀୟ ବୈଷମ୍ୟର ସମ୍ମୁଖୀନ

ଓ୍ବାଶିଂଟନ, ୧୧।୬:ଆମେରିକାରେ ଦ୍ୱିତୀୟ ସର୍ବାଧିକ ପ୍ରବାସୀ ଭାବେ ଜଣାଶୁଣା ଭାରତୀୟମାନେ ନିୟମିତ ଭାବେ ବୈଷମ୍ୟ ଓ ଧ୍ରୁବୀକରଣର ଶିକାର ହେଉଥିବା ଏକ ସର୍ଭେରୁ ଜଣାପଡ଼ିଛି। ୟୁଏସ୍‌ରେ ପ୍ରାୟ…

ବିହାର ବଢ଼ାଇଦେଲା ମୃତ୍ୟୁସଂଖ୍ୟା

ନୂଆଦିଲ୍ଲୀ,୧୧ା୬:ଦେଶରେ ବୁଧବାର କାରୋନା ଭାଇରସ୍‌ ସଂକ୍ରମଣଜନିତ ୬,୧୪୮ ମୃତ୍ୟୁ ଘଟିଛି। ମହାମାରୀ ଆସିବା ପରଠାରୁ ଦିନକ ଭିତରେ ସଂକ୍ରମିତଙ୍କ ଜୀବନ ଯିବାରେ ଏହା ସର୍ବାଧିକ। ତେବେ ଏହାଠାରୁ…

ଟ୍ରିବ୍ୟୁନାଲ ଅବଧି ଆଉ ୨ ବର୍ଷ ବଢ଼ିଲା

ଭୁବନେଶ୍ୱର,୧୧ା୬(ବ୍ୟୁରୋ):ମହାନଦୀ ଜଳ ବିବାଦ ସମାଧାନ ପାଇଁ ଗଠିତ ଟ୍ରିବ୍ୟୁନାଲର ଅବଧି ଆଉ ୨ ବର୍ଷ ପାଇଁ ବୃଦ୍ଧି କରାଯାଇଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ର ସରକାର ୨୦୧୮ ମାର୍ଚ୍ଚ…

ଆବର୍ଜନାକୁ ନେଇ ବଢ଼ୁଛି ଆପତ୍ତି

ଅନୁଗୋଳ ଅଫିସ, ୧୧ା୬ ନୂଆ ଠିକା ସଂସ୍ଥା ସଫେଇ ଦାୟିତ୍ୱ ନେବା ପରେ ଅନୁଗୋଳ ସହରର ଆବର୍ଜନା ସମସ୍ୟା ଦୂର ହୋଇଯିବ ବୋଲି ଅନେକେ ଆଶା କରୁଥିଲେ।…

ବିଦେଶରେ ମୟୂରଭଞ୍ଜ ଛତୁ

ବାରିପଦା ଅଫିସ,୧୧।୬-ରାଜ୍ୟ ତଥା ବିଦେଶକୁ ଏବେ ରପ୍ତାନୀ ହେଉଛି ‘ମୟୂରଭଞ୍ଜ ମସୃମ’। ଜିଲା ତଥା ରାଜ୍ୟ ବାହାରେ ଛତୁ ଓ ମଞ୍ଜିର ବେଶ୍‌ ଚାହିଦା ରହଛି। ଛତୁ…

କସିବଣୀ ଗାଁକୁ ଛୁଇଁନି କରୋନା

କୁଆମରା,୧୧।୬(ଡି.ଏନ.ଏ.)- ଦୁଇବର୍ଷ ହେଲା ମହାମାରୀ କରୋନା ସାରା ବିଶ୍ୱକୁ କବଳିତ କରିଥିବା ବେଳେ ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ କୁଆମରା ପଞ୍ଚାୟତ ଅନ୍ତର୍ଗତ…

ଏସବୁ ଖାଦ୍ୟ ଖାଉଥିବା ଲୋକଙ୍କୁ କରୋନା ସଂକ୍ରମଣ ଆଶଙ୍କା ଅଧିକ

କରୋନା ସଂକ୍ରମଣ ହେବା ଆପଣଙ୍କ ଡାଏଟ୍‌ ସହିତ ଏକ ସଂଯୋଗ ମଧ୍ୟ ଅଛି। ସ୍ବାସ୍ଥ୍ୟ ବିଶେଷଜ୍ଞମାନେ କୁହନ୍ତି, ଶାକାହାରୀଙ୍କ ତୁଳନାରେ ମାଂସାହାରୀଙ୍କୁ କରୋନା ସଂକ୍ରମଣ ହେବାର ଅଧିକ…