ସବ୍ୟସାଚୀଙ୍କ ପାଇଁ ବଞ୍ଚିଲା ୨ ଜୀବନ

ଭୁବନେଶ୍ୱର, ୮।୬(ବ୍ୟୁରୋ): କରୋନା ସମୟରେ ଅସହାୟଙ୍କୁ ସାହାଯ୍ୟ କରି ସମସ୍ତଙ୍କ ଆଦର୍ଶ ପାଲଟିଥିବା ଅଭିନେତା ସବ୍ୟସାଚୀ ମିଶ୍ର ଦେବଦୂତ ସାଜି ପୁଣି ଆଉ ୨ ଜୀବନ ବଞ୍ଚାଇଛନ୍ତି।…

ପାଣି ତଳେ ଧାରଣା ଦେଇ ପ୍ରଶାସକଙ୍କୁ ହଟାଇବା ପାଇଁ ଦାବି…

କାଭର୍ତ୍ତିି,୮।୬: ପ୍ରଶାସକଙ୍କୁ ହଟାଇବା ପାଇଁ ଲୋକେ ପାଣିତଳେ ଧାରଣା ଦେଇଛନ୍ତି। ଏଭଳି ନିଆରା ଘଟଣା ଲାକ୍ଷାଦ୍ୱୀପରେ ଘଟିଛି। ପ୍ରଶାସକ ପ୍ରଫୁଲ୍ଲ ପଟେଲଙ୍କୁ ଦାୟିତ୍ୱରୁ ହଟାଇବା ଲାଗି ସୋମବାର…

ୱାର୍ଡମେମ୍ବରଙ୍କ ଘର ଉପରେ ବୋମାମାଡ଼

ସାଲେପୁର, ୮।୬(ଡି.ଏନ୍‌.ଏ.): ସାଲେପୁର ଥାନା ଅଧୀନ ବାରିଗୋଳ ଗ୍ରାମର ଓ୍ବାର୍ଡମେମ୍ବରଙ୍କ ଘର ଉପରେ ରବିବାର ବିଳମ୍ବିତ ରାତିରେ ବୋମାମାଡ଼ ହୋଇଛି। ଏଥିରେ ମୋକିମ୍‌ ଖାଁଙ୍କ ଘର କ୍ଷତିଗ୍ରସ୍ତ…

ଦ୍ୱିତୀୟ ଡୋଜ୍‌ ପାଇଁ ହିତାଧିକାରୀ ହଟହଟା

ଭୁବନେଶ୍ୱର, ୮।୬ (ବ୍ୟୁରୋ):  ଟିକା ଅଭାବର ବିକଳ୍ପ ପନ୍ଥା ବାହାର କରାଯିବା ପରେ ୧୮ରୁ ୪୪ ବର୍ଷୀୟ ହିତାଧିକାରୀଙ୍କ ପାଇଁ ସୋମବାରଠାରୁ ଟିକାକରଣ ଆରମ୍ଭ ହୋଇଛି। ପ୍ରଥମ…

ମୁହଁରେ ବଲ୍‌ ବାଜିବାରୁ ବ୍ୟାଟ୍ସମ୍ୟାନ୍‌ଙ୍କ ପଡିଲା ୭ ଷ୍ଟିଚ୍‌

କରୋନା କାରଣରୁ ସ୍ଥଗିତ ରଖାଯାଇଥିବା ପାକିସ୍ତାନ ସୁପର ଲିଗ (ପିଏସଏଲ)ର ଏହି ସିଜିନର ଅବଶିଷ୍ଟ ମ୍ୟାଚ ବୁଧବାରଠାରୁ ଆରମ୍ଭ ହେଉଛି। କିନ୍ତୁ ଏହାପୂର୍ବରୁ ଲାହୋର କଲନ୍ଦର୍ସ ଦଳକୁ…

ଭାକ୍ସିନ୍‌ର ୨ ଡୋଜ୍‌ ନେଲା ପରେ ବି ସୃଷ୍ଟି ହେଉନି ଆଣ୍ଟିବଡ଼ି, ବିଶେଷଜ୍ଞଙ୍କ ଚିନ୍ତା ବଢ଼ିଲା…

ଲକ୍ଷ୍ନୌ,୮।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ…

ମାଗଣା ଟିକା ଘୋଷଣା: ପ୍ରଧାନମନ୍ତ୍ରୀଙ୍କ ନିଷ୍ପତ୍ତିକୁ ଧର୍ମେନ୍ଦ୍ରଙ୍କ ସ୍ବାଗତ

ଭୁବନେଶ୍ୱର,୮।୬(ବ୍ୟୁରୋ): ଦେଶବାସୀଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତଙ୍କୁ ମାଗଣା ଟିକା ପ୍ରଦାନ ଏବଂ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାର ସମ୍ପ୍ରସାରଣ ଘୋଷଣା କରିଛନ୍ତି।…

ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀ ଗୁରୁତର

କଟକ ଅଫିସ,୮।୬: କରୋନାରେ ଆକ୍ରାନ୍ତ ହୋଇ କଟକ ଅଶ୍ୱିନୀ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର ରହିଛି। ଉନ୍ନତ ଚିକିତ୍ସା ପାଇଁ…

କରୋନାରେ ୩୦ ହଜାର ପିଲା ଅନାଥ

ନୂଆଦିଲ୍ଲୀ, ୮ା୬: କରୋନାରେ ଦେଶର ୩୦,୦୭୧ ପିଲା ଅନାଥ ହୋଇଛନ୍ତି। ଜୁନ୍‌ ୫ ସୁଦ୍ଧା ରାଜ୍ୟଗୁଡ଼ିକ ପକ୍ଷରୁ ଏ ନେଇ ତଥ୍ୟ ଦାଖଲ ହୋଇଥିବା ଜାତୀୟ ଶିଶୁ…

ହାରିସ୍‌ଙ୍କ ବିମାନରେ ଯାନ୍ତ୍ରିକ ତ୍ରୁଟି

ଆମେରିକା ଉପରାଷ୍ଟ୍ରପତି ହେବା ପରେ ପ୍ରଥମ କରି ବିଦେଶ ଯାତ୍ରାରେ ବାହାରିଥିବା କମଲା ହାରିସ୍‌ଙ୍କ ବିମାନ ଯାନ୍ତ୍ରିକ ତ୍ରୁଟି ଯୋଗୁ ଅଧା ବାଟରୁ ଫେରିଆସିଛି। ହାରିସ୍‌ ରବିବାର…