ଆଉଟ୍‌ ହେଲେ ନାହିଁ ରୁଟ୍‌; ୨୪ ରନ୍‌ରେ ଆଗୁଆ ଇଂଲଣ୍ଡ

ଲଣ୍ଡନ,୧୪।୮: ଶେଷ ପର୍ଯ୍ୟନ୍ତ କେହି ଆଉଟ୍‌ କରିପାରିଲେ ନାହିଁ। ଅଧିନାୟକ ଜୋ ରୁଟ୍‌ ଏକାକୀ ପ୍ରଥମ ଇନିଂସରେ ଇଂଲଣ୍ଡକୁ ଆଣି ଦେଇଛନ୍ତି ୨୪ ରନ୍‌ର ଅଗ୍ରଣୀ। ରୁଟ୍‌ଙ୍କ…

ଭାରତୀୟ ଜର୍ସି ପିନ୍ଧି ଗ୍ରାଉଣ୍ଡରେ ପଶିଲେ ପ୍ରଶଂସକ

ଲଣ୍ଡନ,୧୪।୮: ଭାରତ ଓ ଇଂଲଣ୍ଡ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟେଷ୍ଟର ୩ୟ ଦିନରେ ଗ୍ରାଉଣ୍ଡ ଭିତରେ ଏକ ଅଜବ ଘଟଣା ଘଟିଥିଲା। ଶନିବାର ଲଞ୍ଚ ପରେ ଭାରତୀୟ…

ରାହୁଲଙ୍କ ଉପରେ କ’ଣ କାର୍ଯ୍ୟାନୁଷ୍ଠାନ ନିଆଯାଇଛି

ନୂଆଦିଲ୍ଲୀ,୧୪।୮: ବଳାତ୍କାର ପୀଡ଼ିତାଙ୍କ ପରିଚୟ ପ୍ରଘଟ କରିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଇନଷ୍ଟାଗ୍ରାମ ପ୍ରୋଫାଇଲ ଉପରେ କ’ଣ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଫେସବୁକ ଅଧିକାରୀଙ୍କୁ ଏଭଳି ପ୍ରଶ୍ନ…

ଜଙ୍ଗଲର ସୁରକ୍ଷା ପାଇଁ ଅସ୍ତ୍ର ଧରିଲେ ଆଦିବାସୀ

ମାଲକାନଗିରି,୧୪ା୮(ଡି.ଏନ୍‌.ଏ.): ଜଙ୍ଗଲ ଆମର ମା’। ବର୍ଷବର୍ଷ ଧରି ଆମେ ବନାଞ୍ଚଳରେ ବସବାସ କରୁଛୁ। ଏହା ଆମର ଜୀବନ ଜୀବିକାର ଉତ୍ସ। ଜଙ୍ଗଲ ଫଳମୂଳ ଓ ପୋଡୁଚାଷ ଆମକୁ…

‘ଝିଅଙ୍କୁ ସୁଯୋଗ ଦେଲେ ଦେଶ ଆଗେଇବ’

ନୂଆଦିଲ୍ଲୀ, ୧୪।୮: ଝିଅମାନଙ୍କୁ ସୁଯୋଗ ଦେଲେ ହିଁ ଦେଶ ଆଗେଇବ। ୭୫ତମ ସ୍ବାଧୀନତା ଦିବସର ପୂର୍ବ ସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧିତ କରି ଏଭଳି କହିଛନ୍ତି ରାଷ୍ଟ୍ରପତି ରାମନାଥ…

୧୬ରୁ ପ୍ରବଳ ବର୍ଷା

ଭୁବନେଶ୍ୱର,୧୪।୮(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ଏବେ ବର୍ଷା ଜାରି ରହିଛି। ଶନିବାର ବାରିପଦାରେ ସର୍ବାଧିକ ୧୦୮.୮ ମି.ମି ବର୍ଷା ରେକର୍ଡ କରାଯାଇଛି। ଜିଲାରେ ପ୍ରବଳ ବର୍ଷା ହୋଇ…

ଦଳରେ ସାମିଲ ହେଲେ ସୂର୍ଯ୍ୟ-ପୃଥ୍ବୀ

ଲଣ୍ଡନ,୧୪।୮: ଯୁବ ଓପନର ପୃଥ୍ବୀ ଶ’ ଓ ମିଡ୍‌ଲ ଅର୍ଡର ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବ ଶନିବାର ଭାରତୀୟ ଦଳରେ ସାମିଲ ହୋଇଛନ୍ତି। ବହୁ ପୂର୍ବରୁ ୟୁକେରେ ପହଞ୍ଚି…

ରେଜଲ୍ଟରେ ତ୍ରୁଟି ଥିଲେ ୨୩ ସୁଦ୍ଧା ଅଭିଯୋଗ

ଭୁବନେଶ୍ୱର,୧୪।୮(ବ୍ୟୁରୋ): ଚଳିତ ବର୍ଷ କରୋନା ଯୋଗୁ ଯୁକ୍ତ ୨ ପରୀକ୍ଷା ବାତିଲ କରାଯାଇଥିଲା। ଛାତ୍ରୀଛାତ୍ରଙ୍କୁ ଅଲଟରନେଟିଭ୍‌ ଆସେସମେଣ୍ଟ ସ୍କିମ୍‌ ଅନୁଯାୟୀ ମାର୍କ ପ୍ରଦାନ କରାଯାଇଛି। ରେଜଲ୍ଟରେ ତଥ୍ୟ…

ଓଡ଼ିଶା: ଆଜିର ଫଟୋ ( ଅଗଷ୍ଟ ୧୪, ୨୦୨୧)

ଭୁବନେଶ୍ୱର ଦୂରଦର୍ଶନ ରାସ୍ତା ପାର୍ଶ୍ୱ ପ୍ରାଚୀରରେ ଡେଙ୍ଗୁ ସଚେତନତା     ସ୍ୱାଧୀନତା ଦିବସ ସମାରୋହ ଲାଗି ଭୁବନେଶ୍ୱର ପ୍ରଦର୍ଶନୀ ପଡିଆରେ ଚାଲିଛି ପ୍ରସ୍ତୁତି   ଭୁବନେଶ୍ୱର…

ପୋଲିସ ଅଧିକାରୀଙ୍କୁ ଘୋଷାଡ଼ି ନେଲା କାର୍‌

ପଟିଆଲା,୧୪।୮: ପଞ୍ଜାବର ପଟିଆଲାରେ ଗାଡ଼ି ଚେକିଂ ବେଳେ ଏକ କାର୍‌ ଜଣେ ପୋଲିସ କର୍ମୀଙ୍କୁ ଘୋଷାଡ଼ି ନେଇଥିଲା। ଏହି ଘଟଣାରେ ଜଣେ ପୋଲିସ କର୍ମୀ ଆହତ ହୋଇଛନ୍ତି।…