ଭାରତ-ପାକିସ୍ତାନ ଖେଳାଳିଙ୍କ ପାରିଶ୍ରମିକ ଭିତରେ ପାର୍ଥକ୍ୟ ଜାଣି ହେବେ ଆଶ୍ଚର୍ଯ୍ୟ

ଇସଲାମାବାଦ,୧୩।୮: ପାକିସ୍ତାନ ଅଧିନାୟକ ବାବର ଆଜମ ନିକଟରେ ନିଜର ଦରମା ବଢାଇବା ପାଇଁ ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି)କୁ ଅନୁରୋଧ କରିଛନ୍ତି। ବିଶ୍ୱର ନମ୍ବର ୧ନମ୍ବର ବ୍ୟାଟ୍ସମ୍ୟାନ ବାବର…

ସ୍ତନ୍ୟପାନର ଉପକାରିତା

ସ୍ତନ୍ୟପାନ କରାଇବା ଦ୍ୱାରା ମା’ ଦେହରୁ ଅଯଥା ଚର୍ବିଅଂଶ ହ୍ରାସ ହୁଏ। ଫଳରେ ପ୍ରସବ ପରବର୍ତ୍ତୀ ମୋଟାପଣ ଦୂର ହୋଇଥାଏ। କ୍ଷୀର ଖୁଆଇବା ଦ୍ୱାରା ମା’ର ମସ୍ତିଷ୍କରୁ…

ଟସ୍‌ ଜିତିବା ପରେ ବି ନିରାଶ ହେଲା ଇଂଲଣ୍ଡ

ଲଡର୍‌ସ, ୧୨।୮: ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ଗୁରୁବାର ଠାରୁ ଇଂଲଣ୍ଡ ବିପକ୍ଷରେ ଆରମ୍ଭ ହୋଇଥିବା ଦ୍ୱିତୀୟ ଟେଷ୍ଟରେ ପ୍ରଥମ ଦିନରେ ସମ୍ପୂର୍ଣ୍ଣ ପ୍ରଭାବୀ ପ୍ରଦର୍ଶନ କରିଛି ଭାରତୀୟ…

ଶତକ ସହ ମହାନ ବ୍ୟାଟ୍ସମ୍ୟାନଙ୍କ ତାଲିକାରେ ରାହୁଲ

ଲଡର୍‌ସ, ୧୨।୮: ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ଗୁରୁବାର ଠାରୁ ଆରମ୍ଭ ହୋଇଥିବା ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଭାରତୀୟ ଓପନର ଲୋକେଶ ରାହୁଲ ଖେଳିଛନ୍ତି ଶତକୀୟ ପାଳି।…

ପାହାଡ଼ରୁ ଏବେ ବି ଖସୁଛି ପଥର, ଅଟକିଛି ଉଦ୍ଧାର କାର୍ଯ୍ୟ

କିନ୍ନୌର, ୧୨।୮: ହିମାଚଳ ପ୍ରଦେଶର କିନ୍ନୌର ଜିଲାରେ ଘଟିଥିବା ଭୂସ୍ଖଳନ ସ୍ଥାନରୁ ଆହୁରି ୪ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଫଳରେ ୧୪ରେ ପହଞ୍ଚିଛି ମୃତ୍ୟୁ ସଂଖ୍ୟା।…

ଦୁଇଖଣ୍ଡ ହୋଇଗଲା ଜାହାଜ

ଟୋକିଓ,୧୨ା୮: ପାନାମା ପଞ୍ଜୀକୃତ ଏକ ଜାହାଜ ଜାପାନର ଉତ୍ତର ଉପକୂଳରେ ଭାଙ୍ଗି ଦୁଇଖଣ୍ଡ ହୋଇଯାଇଛି। ସେଥିରୁ ତେଲ ଲିକ୍‌ ହେବାରୁ ସାମୁଦ୍ରିକ ଜୀବଙ୍କ ପ୍ରତି ବିପଦ ସୃଷ୍ଟି…

ଓଡ଼ିଶା: ଆଜିର ଫଟୋ (ଅଗଷ୍ଟ ୧୨, ୨୦୨୧)

ଶ୍ରୀମନ୍ଦିର ଆକାଶରେ ସୂର୍ଯ୍ୟଙ୍କୁ ଘୋଟିଯାଇଛି କଳାବାଦଲ ଭୁବନେଶ୍ୱରର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ବିଶ୍ୱ ହାତୀ ଦିବସ ପାଳନ କଟକସ୍ଥିତ ରାଜବାଗୀ ମ୍ୟୁନିସିପାଲିଟି ହାଇସ୍କୁଲ ଖେଳ ପଡିଆରେ ବର୍ଷା…

ଖେଳୁ ଖେଳୁ ବୁଡ଼ି ଗଲେ ଦୁଇ ଭଉଣୀ

କେନ୍ଦୁଝର, ୧୨।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ଥାନା ଜଗମୋହନପୁର ଗ୍ରାମ ମଣ୍ଡା ସାହିରେ ଗୁରୁବାର ଏକ ଦୁଃଖଦ ଘଟଣା ଘଟିଛି। ଦୁଇ ଭଉଣୀ ଖେଳୁଥିବା ବେଳେ ଅସାବଧାନତାବଶତଃ…

ଓଡ଼ିଶାର ୪ ପୋଲିସ ଅଫିସରଙ୍କୁ ସ୍ବରାଷ୍ଟ୍ରମନ୍ତ୍ରୀ ମେଡାଲ

ନୂଆଦିଲ୍ଲୀ, ୧୨।୮: ଅପରାଧ ତଦନ୍ତ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଦେଶର ୧୫୨ ଜଣ ପୋଲିସ ଅଫିସରଙ୍କୁ ୨୦୨୧ ବର୍ଷ ନିମନ୍ତେ ସ୍ବରାଷ୍ଟ୍ର ମନ୍ତ୍ରୀ ମେଡାଲ ପ୍ରଦାନ…

ଝିଅ ଆଗରେ ମୁସଲିମ ବ୍ୟକ୍ତିଙ୍କୁ ‘ଜୟ ଶ୍ରୀରାମ’ କହିବାକୁ ବାଧ୍ୟ କରାଗଲା

ଲକ୍ଷ୍ନୌ, ୧୨।୮: ଇ-ରିକ୍ସା ଚଲାଉଥିବା ଜଣେ ୪୫ ବର୍ଷୀୟ ମୁସଲିମ ବ୍ୟକ୍ତିଙ୍କୁ ନିର୍ଯାତନା ଦିଆଯିବା ସହ ‘ଜୟ ଶ୍ରୀରାମ’ କହିବାକୁ ବାଧ୍ୟ କରାଇଥିଲା। ଦୟା ପାଇଁ ପୀଡ଼ିତଙ୍କ…