ସହଜ ନୁହେଁ ୨୦୨୨ ନିର୍ବାଚନ

ନୂଆଦିଲ୍ଲୀ/ଲକ୍ଷ୍ନୌ,୫ା୬ କରୋନା ମହାମାରୀ ମୁକାବିଲାରେ ଉତ୍ତରପ୍ରଦେଶ(ୟୁପି)ର ଯୋଗୀ ଆଦିତ୍ୟନାଥ ସରକାରଙ୍କ ବିଫଳତାକୁ ନେଇ ଭାଜପା ଚିନ୍ତିତ। ୨୦୨୨ ବିଧାନସଭା ନିର୍ବାଚନକୁ ଆଉ କିଛି ମାସ ବାକି ଥିବାବେଳେ…

ଅନ୍‌ଲାଇନରେ ଆବେଦନ କରିବେ କ୍ଷତିଗ୍ରସ୍ତ ଜମାକାରୀ

ଭୁବନେଶ୍ୱର,୫।୬(ବ୍ୟୁରୋ): ବିଭିନ୍ନ ଆର୍ଥିକ ପ୍ରତିଷ୍ଠାନରେ କ୍ଷତିଗ୍ରସ୍ତ ହୋଇଥିବା ଜମାକାରୀମାନଙ୍କୁ ଚିହ୍ନଟ ଓ ସେମାନଙ୍କର ଜମା ରାଶିର ପରିମାଣ ନିରୂପଣ ସକାଶେ ସମ୍ପୃକ୍ତ ଜମାକାରୀମାନଙ୍କଠାରୁ ଅନ୍‌ଲାଇନରେ ଦାବି ଦରଖାସ୍ତ…

ସମାଲୋଚକଙ୍କୁ ନିର୍ବାଚନ ଲଢ଼ିବା ମନା

ମସ୍କୋ, ୫।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ଶୁକ୍ରବାର ଏକ ନୂଆ ବିଲ୍‌ରେ ସ୍ବାକ୍ଷର କରିଛନ୍ତି। କୌଣସି ବ୍ୟକ୍ତି ରାଷ୍ଟ୍ରପତିଙ୍କୁ ସମାଲୋଚନା କଲେ ଉକ୍ତ ଆଇନ ବଳରେ…

୩.୫ ଘଣ୍ଟାରେ ନ୍ୟୁୟର୍କରୁ ଲଣ୍ଡନ

ନ୍ୟୁୟର୍କ, ୫।୬: ଆମେରିକାର ନ୍ୟୁୟର୍କରୁ ବ୍ରିଟେନ ରାଜଧାନୀ ଲଣ୍ଡନକୁ ବିମାନରେ ଯାତ୍ରା କରିବାକୁ ହେଲେ ମାତ୍ର ୩.୫ ଘଣ୍ଟା ଲାଗିବ। ଏହି ଅନ୍ତର୍ଜାତୀୟ ଯାତ୍ରାକୁ ସୁଗମ କରିବା…

ବ୍ୟବସାୟୀଙ୍କୁ ଅତିରିକ୍ତ ତହସିଲଦାର ପିଟିବା ଘଟଣା: ପ୍ରଶାସନ ପକ୍ଷରୁ ତଦନ୍ତ ଆରମ୍ଭ

ଝାରସୁଗୁଡ଼ା ଅଫିସ,୫।୬: କୋଭିଡ୍‌ ତଦାରଖ ମାଜିଷ୍ଟ୍ରେଟ୍‌ ଦାୟିତ୍ୱରେ ଥିବା ଝାରସୁଗୁଡ଼ା ଅତିରିକ୍ତ ତହସିଲଦାର ଯୋଗୀତା ତିର୍କୀ ଗତ ବୁଧବାର ଜଣେ ବୃଦ୍ଧ ତରଭୁଜ ବିକାଳି ଓ ତାଙ୍କ…

ମହାନଦୀକୁ ଡେଇଁପଡ଼ିଲେ ଦମ୍ପତି

କଟକ ଅଫିସ,୫।୬: କଟକ ଯୋବ୍ରା ଆନିକଟ୍‌ ବ୍ରିଜରୁ ମହାନଦୀକୁ ଡେଇଁ ଶୁକ୍ରବାର ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତାଙ୍କୁ ବଞ୍ଚାଇବାକୁ ଯାଇ ସ୍ବାମୀ ମଧ୍ୟ ମହାନଦୀକୁ…

ଟିକା ପ୍ରାଇସ୍‌ ବିଡିଂ ୯ରେ

ଭୁବନେଶ୍ୱର,୫।୬(ବ୍ୟୁରୋ): ଟିକା ପାଇଁ ଓଡ଼ିଶା ରାଜ୍ୟ ଔଷଧ ନିଗମ (ଓଏସ୍‌ଏମ୍‌ସିଏଲ) ପକ୍ଷରୁ ଡକାଯାଇଥିବା ଗ୍ଲୋବାଲ ଇ-ଟେଣ୍ଡରରେ ୨ ଜଣ ବିଡର ଅଂଶଗ୍ରହଣ କରିଛନ୍ତି। ସେମାନଙ୍କର ବିଡ୍‌କୁ ମୂଲ୍ୟାୟନ…

ରେସଲର ସୁମିତ ଡୋପ୍‌ ଟେଷ୍ଟରେ ବିଫଳ

ନୂଆଦିଲ୍ଲୀ, ୫ା୬ (ପି.ଟି.): ଟୋକିଓ ଅଲିମ୍ପିକ୍ସ ହେବାକୁ ଆଉ କିଛି ସପ୍ତାହ ବାକି ରହିଥିବାବେଳେ ଏଥିରେ ଭାଗ ନେବାକୁଥିବା ଭାରତୀୟ ରେସ୍‌ଲର ସୁମିତ୍‌ ମଲିକ ଡୋପ୍‌ ଟେଷ୍ଟରେ…

ଅଲିମ୍ପିକ ଚାମ୍ପିୟନ ରୋଲିନ୍ସମ୍ୟାକ୍‌ନିଲ ୫ବର୍ଷ ବାସନ୍ଦ

ମୋନାକୋ, ୫ା୬ (ଏପି)-ଅଲିମ୍ପିକ ହର୍ଡଲ୍ସ ଚାମ୍ପିୟନ ବ୍ରାଏନା ରୋଲିନ୍ସମ୍ୟାକ୍‌ନିଲ ଏକ ଡୋପିଂ ମାମଲାରେ ୫ବର୍ଷ ବାସନ୍ଦ ହୋଇଛନ୍ତି। ଫଳରେ ସେ ଚଳିତବର୍ଷର ଟୋକିଓ ଗେମ୍ସ ଓ ୨୦୨୪…