ମୁଖ୍ୟ ଶାସନ ସଚିବଙ୍କ ସହ ମାରପିଟ୍‌ ମାମଲାରେ କେଜରିଓ୍ବାଲ, ସିସୋଡିଆ ନିର୍ଦ୍ଦୋଷ ସାବସ୍ତ୍ୟ

ନୂଆଦିଲ୍ଲୀ,୧୧।୮: ଦିଲ୍ଲୀର ତତ୍କାଳୀନ ମୁଖ୍ୟ ଶାସନ ସଚିବ ଅଂଶୁ ପ୍ରକାଶଙ୍କ ଉପରେ ହୋଇଥିବା ଆକ୍ରମଣ ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ, ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ସମେତ ଅନ୍ୟ…

ଅଭିନେତ୍ରୀ ନୁହନ୍ତି ସ୍ତ୍ରୀ, ମା’ ହୋଇ ଜୀବନ ବିତାଇବାକୁ ଚାହୁଁଥିଲେ ରେଖା

ରେଖା ବଲିଉଡର ଏପରି ଜଣେ ଅଭିନେତ୍ରୀ, ଯାହାଙ୍କୁ ଲକ୍ଷ ଲକ୍ଷ ଦର୍ଶକ ପସନ୍ଦ କରନ୍ତି। ତାଙ୍କ ଅଭିନୟକୁ ପ୍ରଶଂସକ ଖୁବ ପସନ୍ଦ କରନ୍ତି। ତାଙ୍କ ଫିଲ୍ମ ଯାତ୍ରା…

ଅଲିମ୍ପିକ୍ସରେ ଚମକିଥିବା ଓଡ଼ିଶାର ହକି ଖେଳାଳିଙ୍କୁ ୨.୫ କୋଟି ପୁରସ୍କାର ସହ ଡିଏସ୍‌ପି ଚାକିରି

ଭୁବନେଶ୍ୱର,୧୧।୮(ବ୍ୟୁରୋ): ଟୋକିଓ ଅଲିମ୍ପିକ୍ସରେ ଇତିହାସ ସୃଷ୍ଟି କରିଥିଲା ଭାରତୀୟ ହକି ଦଳ। ଏଥିରେ ସାମିଲ ଥିବା ଓଡ଼ିଶାର ଖେଳାଳିମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି। ବୁଧବାର…

ନୂଆରୂପରେ ଖୁବ୍‌ଶୀଘ୍ର ଆରମ୍ଭ ହେବ ‘ଦ କପିଲ ଶର୍ମା ଶୋ’

ମୁମ୍ବାଇ: ଲୋକପ୍ରିୟ କମେଡି ଶୋ ‘ଦ କପିଲ ଶର୍ମା ଶୋ’ ପୁଣି ଥରେ ଆରମ୍ଭ ହେବାକୁ ଯାଉଛି। ଏନେଇ କମେଡି କିଙ୍ଗ୍‌ କପିଲ ଶର୍ମା ନିଜେ ଟୁଇଟ୍‌…

ଆଜିଠୁ ମାଟ୍ରିକ ଖାତାଦେଖା ଆରମ୍ଭ : ଅଗଷ୍ଟ ଶେଷ ସୁଦ୍ଧା ପ୍ରକାଶ ପାଇବ ଫଳ

କଟକ ଅଫିସ,୧୧।୮: ମାଟ୍ରିକ ଅଫଲାଇନ ଖାତାଦେଖା ବୁଧବାରଠାରୁ ଆରମ୍ଭ ହୋଇଛି। ୭ଟି ଜିଲାର ୯ଟି କେନ୍ଦ୍ରରେ ଖାତା ଦେଖାହେଉଛି। କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡା, ଖୋର୍ଦ୍ଧା, ନୟାଗଡ଼…

ପରଦାରେ ଯୋଡ଼ି ଥିଲା ସୁପରହିଟ୍‌; ହେଲେ ଏହି ସାମାନ୍ୟ କଥାକୁ ନେଇ ଅକ୍ଷୟ କୁମାରଙ୍କ ମୁହଁ ଦେଖିବାକୁ ଚାହୁଁ ନ ଥିଲେ ସୁନିଲ ସେଟ୍ଟୀ…

ବମ୍ବେ: ଏକ ସମୟରେ ପରସ୍ପରର ଭଲ ବନ୍ଧୁ ଥିଲେ ବଲିଉଡ୍‌ ଅଭିନେତା ସୁନିଲ ସେଟ୍ଟୀ-ଅକ୍ଷୟ କୁମାର। ପରଦାରେ ଉଭୟଙ୍କ ଯୋଡ଼ି ସୁପରହିଟ୍‌ ହୋଇଥିଲା। ‘ମୋହରା’, ‘ହେରାଫେରି’, ‘ଫିର…

ତାଲିବାନ ପୁଣି ଦଖଲ କଲା ଆଉ ୩ସହର: ବିଶ୍ୱର ସହାୟତା ଲୋଡିଲେ ଏହି କ୍ରିକେଟର

କାବୁଲ,୧୧।୮: ଦିନକୁ ଦିନ ଆଫଗାନିସ୍ତାନ ସ୍ଥିତି ବିଗିଡ଼ିବାରେ ଲାଗିଛି। ଆଫଗାନିସ୍ତାନ ସେନାଙ୍କୁ ତାଲିବାନଙ୍କ ସହ ମୁକାବିଲା କରିବା ଏବେ କଷ୍ଟକର ହୋଇପଡ଼ିଛି। କାରଣ ଗତ ୩ରୁ୪ ଦିନ…

ସ୍ପେସ୍‌ରେ ହେବ ପିଜା ପାର୍ଟିି, ରକେଟ ବୋହି ନେଲା ଆବଶ୍ୟକ ସାମଗ୍ରୀ…

ୱାଶିଂଟନ,୧୧।୮: ଅନ୍ତର୍ଜାତୀୟ ସ୍ପେସ ଷ୍ଟେସନକୁ ପିଜା ନେଇ ଏକ ରକେଟ ଯାତ୍ରା କରିଛି। ଏଥିରେ ୭ ଜଣ ମହାକାଶଚାରୀଙ୍କ ପାଇଁ ଆବଶ୍ୟକ ଖାଦ୍ୟ ସାମଗ୍ରୀ ରହିଛି। ଏବେ…

ଶ୍ରୀମନ୍ଦିର ଖୋଲିବା ନେଇ ଜାରି ହେଲା ଏସ୍‌ଓପି: ୧୬ରୁ ଜଗା ଦର୍ଶନ

ପୁରୀ ଅଫିସ,୧୧ା୮: ଶ୍ରୀମନ୍ଦିର ଖୋଲିବା ନେଇ ଏସ୍‌ଓପି ଜାରି ହୋଇଛି। ଗୁରୁବାରଠୁ ଦୁଇଦିନ ସେବାୟତମାନଙ୍କ ପରିବାରକୁ ଦର୍ଶନ ପାଇଁ ଅନୁମତି ରହିଛି। ଆସନ୍ତା ୧୬ରୁ ୨୦ ତାରିଖ…

କାଲି ରାତିରେ ଶୋଇପାରି ନାହିଁ, ଭାବୁକ ହୋଇ ଏମିତି କହିଲେ ଉପରାଷ୍ଟ୍ରପତି

ନୂଆଦିଲ୍ଲୀ,୧୧।୮: ଉପରାଷ୍ଟ୍ରପତି ତଥା ରାଜ୍ୟ ସଭା ସଭାପତି ଏମ୍‌ ଭେଙ୍କେୟା ନାଇଡୁ ବୁଧବାର ଗୃହରେ ଭାବପ୍ରବଣ ହୋଇପଡିଛନ୍ତି। ଗୃହରେ ବିରୋଧୀଙ୍କ ବିରୋଧ ପ୍ରଦର୍ଶନରେ ଦୁଃଖିତ ହୋଇ ସଭାପତି…