ପରାଜିତ ହୋଇ ବି ଆଦିତିଙ୍କୁ ନେଇ ମିଡ଼ିଆରେ ଚର୍ଚ୍ଚା, ପ୍ରଧାନମନ୍ତ୍ରୀ ବଢାଇଲେ ମନୋବଳ…

ନୂଆଦିଲ୍ଲୀ,୭।୮: ଟୋକିଓ ଅଲିମ୍ପିକ୍ସରେ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଇତିହାସ ସୃଷ୍ଟି କରିବାରେ ଗଲ୍ଫର୍‌ ଆଦିତି ଅଶୋକ ବଞ୍ଚିତ ହୋଇଛନ୍ତି। ଆଦିତି ଗଲ୍ଫ ଇଭେଣ୍ଟରେ କମ୍‌…

ତ୍ରିପୁରା ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ କରିଥିବା ୩ ଗିରଫ

ଅଗରତାଲା,୭ ।୮: ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଳବ ଦେବଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ୩ ଜଣଙ୍କୁ ଗିରଫ କରାଯାଇଛି । ଶନିବାର ପୋଲିସ ଏହି ସୂଚନା ଦେଇ…

ପୋଲିସ ଡିଜିଙ୍କ ଖବରଦାତା ସମ୍ମିଳନୀକୁ ବର୍ଜନ

ବଲାଙ୍ଗୀର ଅଫିସ,୭।୮: ବଲାଙ୍ଗୀର ଜିଲା ଗସ୍ତରେ ଶନିବାର ପୋଲିସ ଡିଜି ଅଭୟ ଆସିଛନ୍ତି। ଏ ନେଇ ପୂର୍ବାହ୍ନ ୧୧ଟା ୧୫ରେ ମନୋହରପୁର ରିଜର୍ଭ ପୋଲିସ କାର୍ଯ୍ୟାଳୟରେ ଖବରଦାତା…

ମାନବ ସମାଜ ଉପରେ ଆସିଛି ମହାମାରୀ ସଙ୍କଟ, ତେବେ ବି ଭାରତ ଆତ୍ମନିର୍ଭରଶୀଳ, କହିଲେ ମୋଦି…

ନୂଆଦିଲ୍ଲୀ,୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ମଧ୍ୟପ୍ରଦେଶରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ଭିଡ଼ିଓ କନଫରେନ୍ସିରେ ଏହି ଯୋଜନାର ହିତାଧିକାରୀଙ୍କ…

୨ଗାଈ,୪ଛେଳି ଜୀବନ୍ତ ଦଗ୍ଧ

ପଦ୍ମପୁର,୭।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧିନ ଗୋବିନ୍ଦପୁର ଗ୍ରାମପଞ୍ଚାୟତ କଷିମଳାଗୋଠ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଉକ୍ତ ଗାଁର ନରି ଜେନାଙ୍କ ଗୁହାଳ ଘରେ…

୪୦ଲିଟର ଦେଶୀ ମଦ ଜବତ, ଜଣେ ଗିରଫ

ପଦ୍ମପୁର,୭।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧିନ ନାୟକାଣିଡିହ ପୋଲିସ କିସ୍ମତ କୃଷ୍ଣପୁର ଗ୍ରାମର ଅରୁଣ ମାଝି ନାମକ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି। ଚୋରା ମଦ…

ଆପଣଙ୍କର ଅଛି କି ଗ୍ୟାସ୍‌ କନେକ୍ସନ୍‌, ମିଳିବ ଏସବୁ ସୁବିଧା…

ନୂଆଦିଲ୍ଲୀ,୭।୮: ପୂର୍ବରୁ ଏଲ୍‌ପିଜି ସଂଯୋଗ ପାଇବା ଏକ ସମୟରେ କଷ୍ଟସାଧ୍ୟ ଥିଲା। କିନ୍ତୁ ବର୍ତ୍ତମାନ ଏହା ସହଜ ହୋଇଯାଇଛି। ଯଦି ଆପଣଙ୍କ ପାଖରେ ପୂର୍ବରୁ ଏକ ଗ୍ୟାସ…

ପର୍ଯ୍ୟଟକ ୯୬%, ରାଜସ୍ଵ ୪୬% ଅଭିବୃଦ୍ଧି

ଭୁବନେଶ୍ୱର, ୭।୮(ବ୍ୟୁରୋ): ଓଡ଼ିଶାରେ ଇକୋ-ଟୁରିଜମ୍‌ ଉଲ୍ଲେଖନୀୟ ସଫଳତା ହାସଲ କରିଛି। କୋଭିଡ୍‌ ମହାମାରୀ ପ୍ରଭାବିତ ଆର୍ଥିକ ମାନ୍ଦାବସ୍ଥା ସତ୍ତ୍ୱେ ଗତ ୨ ବର୍ଷରେ ଇକୋ ଟୁରିଜମ କେନ୍ଦ୍ରଗୁଡ଼ିକରେ…

ଏମକେସିଜି କୋଭିଡ ହସ୍ପିଟାଲରୁ କଏଦୀ ଚମ୍ପଟ

ବ୍ରହ୍ମପୁର ଅଫିସ,୭।୮: ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲର କୋଭିଡରେ ଚିକିତ୍ସାଧୀନ ଥିବା ଜଣେ କଏଦୀ ଶନିବାର ଭୋରୁ ଚମ୍ପଟ ମାରିଛନ୍ତି। ଫେରାର କଏଦୀ ଜଣଙ୍କ…

ଜେଲରେ କଏଦୀଙ୍କୁ ନିର୍ଯାତନା ନେଇ ଓଏଚ୍‌ଆର୍‌ସିରେ ଅଭିଯୋଗ

ଭୁବନେଶ୍ୱର,୭।୮(ବ୍ୟୁରୋ): ଢେଙ୍କାନାଳ ଜେଲରେ ଜଣେ ବିଚାରାଧୀନ କଏଦୀଙ୍କୁ ନିର୍ଯାତନା ଦିଆଯାଉଛି। ଜେଲ କର୍ମଚାରୀଙ୍କ ମାଡ଼ରେ ତାଙ୍କ ଆଖି ନଷ୍ଟ ହୋଇଥିବା ନେଇ ଶୁକ୍ରବାର ରାଜ୍ୟ ମାନବାଧିକର କମିଶନ(ଓଏଚ୍‌ଆରସି)ରେ…