ପଡ଼ିଲା ରୋହିତଙ୍କ ଉଇକେଟ

ଟ୍ରେଣ୍ଟ ବ୍ରିଜ,୫।୮:ଏଠାରେ ଭାରତ ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟର ଦ୍ୱିତୀୟ ଦିନରେ ଇଂଲଣ୍ଡ ବୋଲରଙ୍କୁ ମିଳିଛି ପ୍ରଥମ ସଫଳତା। ଭାରତୀୟ ଓପନର ରୋହିତ ଶର୍ମା ୩୬ ରନ୍‌…

କିମ୍‌-ଜୋଙ୍ଗ୍‌-ଉନ୍‌ଙ୍କ ମୁଣ୍ଡରେ ବ୍ୟାଣ୍ଡେଜ୍‌ ପଡ଼ିଥିବା ନେଇ ଚର୍ଚ୍ଚା

ପ୍ୟୋଙ୍ଗ୍‌ୟାଙ୍ଗ୍‌,୫ା୮: ଉତ୍ତରକୋରିଆ ଶାସକ କିମ୍‌-ଜୋଙ୍ଗ-ଉନ୍‌ ତାଙ୍କର କ୍ରୁର ଶାସନ ପାଇଁ ସବୁବେଳେ ଚର୍ଚ୍ଚାରେ ଥାନ୍ତି। କିନ୍ତୁ ଏବେ ସେ ତାଙ୍କ ସ୍ବାସ୍ଥ୍ୟକୁ ନେଇ ଚର୍ଚ୍ଚାରେ ରହିଛନ୍ତି। କିମ୍‌ଙ୍କ…

ରୌପ୍ୟ ଜିତିଲେ ରବି କୁମାର: ଭାରତ ଖାତାକୁ ଆସିଲା ପଞ୍ଚମ ପଦକ

ଟୋକିଓ,୫।୮: ଭାରତୀୟ କୁସ୍ତି ଯୋଦ୍ଧା ରବି କୁମାର ଦହିୟା ଟୋକିଓ ଅଲିମ୍ପିକ୍ସରେ ରୌପ୍ୟ ପଦକ ଜିତିଛନ୍ତି। ସେ ୫୭ କିଲୋଗ୍ରାମ ଫାଇନାଲରେ ଜାଭୁର ଉଗୁଏଭ୍‌ଙ୍କଠାରୁ ୪-୭ରେ ପରାସ୍ତ…

ଆସନ୍ତାକାଲିଠାରୁ ଖୋଲିବ ଧବଳେଶ୍ୱର ମନ୍ଦିର

ଆଠଗଡ଼,୫।୮: କଟକ ଜିଲାର ପ୍ରସିଦ୍ଧ ଶୈବ ପୀଠ ଧବଳେଶ୍ୱର ମନ୍ଦିର ଶୁକ୍ରବାରଠାରୁ ଖୋଲିବ । କୋଭିଡ୍‌ ଗାଇଡ୍‌ଲାଇନରେ ମନ୍ଦିର ଖୋଲିବାକୁ ନିଷ୍ପତ୍ତି ହୋଇଛି। ରାଜ୍ୟ ସରକାର ଅଗଷ୍ଟ…

ପ୍ରଥମଥର ଲାଗି ଟୋକିଓରେ ସର୍ବାଧିକ କରୋନା ପଜିଟିଭ ଚିହ୍ନଟ

ଟୋକିଓ,୫ ।୮: ଜାପାନର ରାଜଧାନୀ ଟୋକିଓ ଏବେ ଖୁବ୍ ଚର୍ଚ୍ଚାରେ । ସେଠି ଅନୁଷ୍ଠିତ ହେଉଛି ଅଲିମ୍ପିକ୍ସ ୨୦୨୦ । ଗୋଟିଏ ପଟେ କରୋନା ଭୟକୁ ଅନ୍ୟପଟେ…

ରବିନ୍ଦ୍ର ଜାଡେଜାଙ୍କ ସମର୍ଥନରେ ବାହାରିଲେ ହରଭଜନ; ଅଶ୍ୱିନଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୫।୮: ରବିନ୍ଦ୍ର ଜାଡେଜାଙ୍କ ସମର୍ଥନରେ ବାହାରିଲେ ଭାରତର ପୂର୍ବ ସ୍ପିନର ହରଭଜନ ସିଂହ। ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ରବିଚନ୍ଦ୍ରନ ଅଶ୍ୱିନଙ୍କୁ ନ ଖେଳାଇବାର ନିଷ୍ପତ୍ତି…

ପୁଣି ମୋଦିଙ୍କୁ ଚିଠି ଲେଖିଲେ ଦିଦି

କୋଲକତା,୫।୮: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କରୋନା ଟିକା ଅଭାବ ନେଇ ପୁଣି ଥରେ ଅଭିଯୋଗ କରିଛନ୍ତି। ଏହି ପରିପ୍ରେକ୍ଷୀରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ…

ନଟିଂହାମ କ୍ରିକେଟ ପଡ଼ିଆରେ ଭାରତ-ଇଂଲଣ୍ଡ ମ୍ୟାଚ୍‌ ବେଳେ ଖାଲି ପଡ଼ିଥିଲା ଏହି ଚୌକି; ଭାବୁକ କରୁଛି କାରଣ…

ନଟିଂହାମ,୫।୮: ଭାରତ-ଇଂଲଣ୍ଡ ମଧ୍ୟରେ ଖେଲାଯାଉଥିବା ପାଞ୍ଚ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍‌ ସ୍ଥାନୀୟ ଟ୍ରେଣ୍ଟ ବ୍ରିଜ୍‌ ଗ୍ରାଉଣ୍ଡରେ ଖେଳାଯାଉଛି। ମ୍ୟାଚ୍‌ର ପ୍ରଥମ ଦିନ ଷ୍ଟାଡିୟମରେ…

ମୁଣ୍ଡିଆ ପାହାଡ ପଛପଟୁ ମିଳିଲା ବୃଦ୍ଧଙ୍କ ମୃତଦେହ: କେହି ମାରି ଫୋପାଡ଼ି ଥିବା ସନ୍ଦେହ

ଖୋର୍ଦ୍ଧା ଅଫିସ,୫।୮: ଖୋର୍ଦ୍ଧା ଜିଲା ନିଜିଗଡ ତାପଙ୍ଗ ହାତିଆ ମୁଣ୍ଡିଆ ପାହାଡ ଏକ ମନ୍ଦିର ପଛପଟୁ ସଦର ପୋଲିସ ଜଣେ ବୃଦ୍ଧଙ୍କ ମୃତଦେହ ଜବତ କରିଛି। ମୃତକ…

ଦେଶ ପାଇଁ ୫ ଅଗଷ୍ଟ ଶୁଭଦିନ: ଭାଜପା

ନୂଆଦିଲ୍ଲୀ,୫ ।୮: ଟୋକିଓ ଅଲିମ୍ପିକରେ ଭାରତୀୟ ପୁରୁଷ ହକି ଦଳ ବ୍ରୋଞ୍ଚ ପଦକ ଜିତି ଦେଶର ଗୌରବ ବୃଦ୍ଧି କରିଛନ୍ତି । ଦୀର୍ଘ ୪୧ ବର୍ଷ ପରେ…