କାମ ଦେଲା ୪ ପେସର ଷ୍ଟ୍ରାଟେଜି

ନଟିଂହାମ,୪।୮: ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲରେ ୪ ପେସରଙ୍କୁ ନ ଖେଳାଇ ଭୁଲ କରିଥିଲା ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ। କିନ୍ତୁ…

ନଦୀ କୂଳରେ ବଜ୍ରପାତ ନେଲା ୧୭ ଜୀବନ

ଢାକା, ୪ା୮: ବାଂଲାଦେଶର ଚପାଇନଓ୍ବାଗଞ୍ଜ ଜିଲାର ପଦ୍ମ ନଦୀକୂଳରେ ବୁଧବାର ଘଟିଛି ଏକ ଦୁଃଖଦ ଘଟଣା। ଏକ ବିବାହ ଉତ୍ସବରେ ଯୋଗଦେବା ପାଇଁ କନ୍ୟାପକ୍ଷ ଲୋକେ ନଦୀ…

ଲାଞ୍ଚ ନେଇ ଧରାପଡ଼ିଲେ ସରକାରୀ ଯନ୍ତ୍ରୀ

ଯାଜପୁର ଟାଉନ,(ଡି.ଏନ୍‌.ଏ.)/କଟକ ଅଫିସ,୪ା୮: ଭିଜିଲାନ ହାତରେ ଧରାପଡିଛନ୍ତି ଯାଜପୁର ଟାଉନସ୍ଥିତ ଡ୍ରେନେଜ ଅଧୀକ୍ଷଣ ଯନ୍ତ୍ରୀ ଚଣ୍ଡିପ୍ରସାଦ ମହାପାତ୍ର। ବୁଧବାର ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ତିହାର ଜେଲରୁ ମିଳିଲା ମୋଷ୍ଟ ଓ୍ବାଣ୍ଟେଡ୍‌ ଅପରାଧୀର ମୃତଦେହ

ନୂଆଦିଲ୍ଲୀ,୪।୮: ଦିଲ୍ଲୀର ତିହାର ଜେଲର ଏକ ସେଲରୁ ମିଳିଛି ଜଣେ ଗ୍ୟାଙ୍ଗଷ୍ଟରର ମୃତଦେହ। ବୁଧବାର ସକାଳେ ଜେଲର ୩ ନଂ ସେଲରେ ଅଙ୍କିତ ଗୁଜରଙ୍କ ମୃତଦେହ ଠାବ…

ଟର୍ଚ ଲାଇଟ୍‌ ଲଗାଇ ଶିଶୁର ଚିକିତ୍ସା

ପାଟନା,୪।୮: ପୁଣି ଥରେ ପଦାରେ ପଡ଼ିଛି ବିହାରର ସ୍ବାସ୍ଥ୍ୟ ସେବା। ସୋସିଆଲ ମିଡିଆରେ ଏବେ ଏକ ଭିଡିଓ ଘୁରି ବୁଲିଛି, ଯେଉଁଥିରେ ଡାକ୍ତର ଟର୍ଚ ଲାଇଟ୍‌ ଲଗାଇ…

ସତର୍କ ନ ରହିଲେ ପୁଣି ଲକ୍‌ଡାଉନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୮(ବ୍ୟୁରୋ): କରୋନା ସ୍ଥିତି ସମ୍ପର୍କରେ ବୁଧବାର ସନ୍ଧ୍ୟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟରେ କରୋନା ଯୁଦ୍ଧ ଶେଷ ହୋଇନାହିଁ। ଅନ୍ୟ ରାଜ୍ୟଗୁଡିକରେ…

୨୩ରୁ ସାଧାରଣ ଭକ୍ତଙ୍କ ପାଇଁ କାଳିଆ ଦର୍ଶନ

ପୁରୀ ଅଫିସ୍‌,୪।୮: ଆସନ୍ତା ୧୬ତାରିଖ ଖୋଲିବ ଶ୍ରୀମନ୍ଦିର। ୧୬ରୁ ୨୦ ପର୍ଯ୍ୟନ୍ତ ୫ ଦିନ ଧରି ପୁରୀବାସୀଙ୍କୁ କାଳିଆ ଦର୍ଶନ ପାଇଁ ଛଡାଯିବ। ୨୧ ଓ ୨୨…

ଓଡ଼ିଶା: ଆଜିର ଫଟୋ (ଅଗଷ୍ଟ ୪, ୨୦୨୧)

ଚକ୍ରବୁଲା ଏକାଦଶୀରେ ପୁରୀରେ ଶ୍ରୀ ସୁଦର୍ଶନ ମହାପ୍ରଭୂ ଚାରି ଆଶ୍ରମ ବିଜେ କରୁଛନ୍ତି   ଓଡ଼ିଶାର ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ପୂଣ୍ୟତିଥିରେ ଭୁବନେଶ୍ୱର ରାଜଭବନ…

ହାଇ ଜମ୍ପରେ ଦୁଇ ଜଣ ବାଣ୍ଟିନେଲେ ସ୍ବର୍ଣ୍ଣ ପଦକ

ଟୋକିଓ,୪।୮: ଟୋକିଓ ଅଲିମ୍ପିକ୍ସର ହାଇ ଜମ୍ପ ଇଭେଣ୍ଟରେ ଇଟାଲିର ଗିଆନମାର୍କୋ ତାମ୍ବେରି ଓ କାତାରର ମୁତାଜ ଏସା ବାର୍ଶିମ ସ୍ବର୍ଣ୍ଣ ପଦକ ଶେୟାର କରିଛନ୍ତି। ଦୁହେଁ ଫାଇନାଲରେ…

ପୁଅରେ, ତୁ ଏବେ ଯାଏ ମୋ ରାଗ ଦେଖିନାହୁଁ: କୁଲଦୀପଙ୍କ ଉପରେ ରାଗି ଯାଇ…

ନୂଆଦିଲ୍ଲୀ,୪।୮: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ତାଙ୍କର ଶାନ୍ତ ସ୍ବଭାବ ପାଇଁ ସମସ୍ତେ ଜାଣନ୍ତି। ଏହାକୁ ନେଇ ତାଙ୍କୁ କ୍ୟାପଟେନ୍‌ କୁଲ୍‌…