ତୁର୍କି ଜଙ୍ଗଲରେ ନିଆଁ: ୩ ମୃତ ୫୮ ଆହତ

ଅଙ୍କାରା,୩୧ ।୭: ଦକ୍ଷିଣ ତୁର୍କିର ଜଙ୍ଗଲରେ ନିଆଁ ଲାଗିବା ଫଳରେ ୩ ଜଣଙ୍କ ମଅତ୍ୟୁ ହେବା ସହ ଅତିକମରେ ୫୮ ଜଣ ଆହତ ହୋଇଥିବା ସୂଚନା ମିଳିଛି…

କଳାହାଣ୍ଡି ଗସ୍ତରେ ୫ଟି ସଚିବ

କେସିଙ୍ଗା,୩୧।୭(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଗସ୍ତରେ ୫ଟି ସଚିବ ଭି.କେ ପାଣ୍ଡିଆନ। ଶନିବାର ସକାଳେ ଉତକେଲାଠାରେ ଅବତରଣ କରି ପ୍ରଥମେ ଏୟାରଷ୍ଟ୍ରିପର ସମୀକ୍ଷା କରିଥିଲେ। ପରେ ଭବାନୀପାଟଣା ଅଭିମ୍ମୁଖେ…

ଭାରତ ବିପକ୍ଷ ସିରିଜ ପୂର୍ବରୁ ଇଂଲଣ୍ଡକୁ ବଡ ଝଟ୍‌କା; ଅନିଶ୍ଚିତକାଳ ପାଇଁ କ୍ରିକେଟରୁ ବିରତି ନେଲେ…

ନୂଆଦିଲ୍ଲୀ,୩୧।୭: ଭାରତ-ଇଂଲଣ୍ଡ ମଧ୍ୟରେ ଖେଳାଯିବାକୁ ଥିବା ଟେଷ୍ଟ ସିରିଜର ଠିକ୍‌ ପୂର୍ବରୁ ଇଂଲଣ୍ଡ ଟିମ୍‌କୁ ଲାଗିଛି ବଡ଼ ଝଟ୍‌କା। ଇଂଲଣ୍ଡ ଟିମ୍‌ର ଷ୍ଟାର ଅଲରାଉଣ୍ଡର ବେନ ଷ୍ଟୋକ୍ସ…

ଗୁଣିଗାରେଡ଼ି ସନ୍ଦେହ: ଘରେ ପଶି ନିସ୍ତୁକ ପିଟିଲେ

ପାରଳାଖେମୁଣ୍ଡି:୩୧।୭: ଗଜପତି ଜିଲା ପାରଳାଖେମୁଣ୍ଡିଠାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଗୁଣିଗାରେଡି ସନ୍ଦେହରେ ଗ୍ରାମବାସୀ ଜଣଙ୍କୁ ଆକ୍ରମଣ କରିଛନ୍ତି। ପରେ ତାଙ୍କ ଘରର…

ଏହି ୩ ଖେଳାଳିଙ୍କ ବିନା ଶ୍ରୀଲଙ୍କାରୁ ଫେରିଲା ଭାରତୀୟ କ୍ରିକେଟ ଟିମ୍‌; ୨ ଜଣ ଯିବେ ଇଂଲଣ୍ଡ

ନୂଆଦିଲ୍ଲୀ,୩୧।୭: ଶ୍ରୀଲଙ୍କା ଗସ୍ତରୁ ଫେରିଛି ଶିଖର ଧାଓ୍ବନଙ୍କ ନେତୃତ୍ୱାଧୀନ ଭାରତୀୟ କ୍ରିକେଟ ଟିମ୍‌। ହେଲେ କରୋନା ସଂକ୍ରମିତ ହୋଇଥିବା କୃଷ୍ଣପା ଗୌତମ, ୟୁଜବେନ୍ଦ୍ର ଚହଲ ଏବଂ କ୍ରୁନାଲ…

ଆସିଲା ଅଗଷ୍ଟ ଗାଇଡ୍‌ଲାଇନ୍‌: ଜାଣନ୍ତୁ କ’ଣ ହେବ ଖୋଲା, କ’ଣ ରହିବ ବନ୍ଦ

ଭୁବନେଶ୍ୱର,୩୧ା୭(ବ୍ୟୁରୋ): ଆଂଶିକ ଲକ୍‌ଡାଉନ୍‌ ସରୁଥିବାରୁ ଅଗଷ୍ଟ ମାସ ପାଇଁ ଶନିବାର ନୂଆ ଗାଇଡ୍‌ଲାଇନ ଘୋଷଣା କରିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ପ୍ରଦୀପ ଜେନା।  ଏହା ସେପ୍ଟେମ୍ବର ପହିଲା…

ରବି ଶାସ୍ତ୍ରୀ-ବିରାଟ କୋହଲିଙ୍କୁ ଏହି କ୍ଷେତ୍ରରେ ସର୍ବାଧିକ ଧ୍ୟାନ ଦେବାର ଆବଶ୍ୟକତା ରହିଛି: ଭିଭିଏସ୍‌ ଲକ୍ଷ୍ମଣ

ନୂଆଦିଲ୍ଲୀ,୩୧।୭: ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ ପୂର୍ବତନ ଭାରତୀୟ କ୍ରିକେଟର ଭିଭିଏସ୍‌ ଲକ୍ଷ୍ମଣ ଦଳକୁ ଏକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ଷ୍ଟାର ସ୍ପୋଟ୍ସର ଶୋ’ ଗେମ୍‌…

ବେଦୀରେ ଅପେକ୍ଷା କରିଥିଲେ କନ୍ୟା, ବରଗାଡ଼ିକୁ ଅଧା ରାସ୍ତାରେ ଅଟକାଇଲା ପୋଲିସ; କାରଣ ଜାଣିଲେ…

ଲକ୍ଷ୍ନୌ,୩୧ା୭: ଉତ୍ତରପ୍ରଦେଶର ପିଲଭିତ ଜିଲାର ଜଣେ ବର କନ୍ୟା ଆଣିବା ପାଇଁ ଉତ୍ତରାଖଣ୍ଡ ଯାଉଥିବା ବେଳେ ପୋଲିସ ସୀମାରେ ଅଟକାଇଥିଲା। ଯାଞ୍ଚ କରିବା ପରେ ବରଯାତ୍ରୀ ସହ…

ଛେଳିକୁ ବିବାହ କଲେ ଯୁବକ

ଇସଲାମାବାଦ,୩୧ା୭: ପାକିସ୍ତାନର ସିଂଘ ରାଜ୍ୟର ମୀରପୁରଖାସ ଜିଲାରେ ଏକ ଆଶ୍ଚର୍ଯ୍ୟଚକିତ କଲା ପରି ଘଟଣା ଘଟିଛି। ଡିଗରୀ ସହରର ଭିଲ ସମ୍ପଦ୍ରାୟର ଜଣେ ଯୁବକ ଏକ ଛେଳିକୁ…

କରୋନା ସଂକ୍ରମିତଙ୍କ ଘର ଜଗିବେ ସେନା!

ସିଡ୍‌ନୀ,୩୧ ।୭: କରୋନା ମହାମାରୀର ଗୋଟିଏ ପରେ ଗୋଟିଏ ଲହର ଶେଷ ହେଉଥିବା ବେଳେ ପୁଣି ମାଡି ଆସୁଥିବା ତୃତୀୟ ଓ ଚତୁର୍ଥ ଲହର ଏବେ କୋକୁଆ…