ବିଜେଡିରେ ଚାଲିଛି କ’ଣ? ଆଲୋଚନାରେ…

ଭୁବନେଶ୍ୱର,୩୧ା୮(ସୁନିତ୍‌ ମିଶ୍ର): ବିଜେଡି ଯୁବ ଓ ଛାତ୍ର ସଭାପତି ଚୟନକୁ ନେଇ ଲାଗି ରହିଥିବା ଦ୍ୱନ୍ଦ୍ୱ ଦୂରହେବାର ନାଁ ଧରୁନାହିଁ। ଏନେଇ ଉଭୟ ଛାତ୍ର ଓ ଯୁବ…

ମାମୁଙ୍କ ବରଯାତ୍ରୀରେ ନାଚୁଥିବା ବେଳେ ୬ ବର୍ଷର ଝିଅକୁ ନେଇ କରିଥିଲେ ବଳାତ୍କାର, ଆସିଲା ବଡ଼ ରାୟ

ସମ୍ବଲପୁର,୩୦ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମହୁଲପାଲି ଥାନା ଅଞ୍ଚଳରେ ୨୦୨୪ରେ ସଂଘଟିତ ଏକ ଶିଶୁକନ୍ୟା ବଳାତ୍କାର ମାମଲାରେ ସମ୍ବଲପୁର ଅତିରିକ୍ତ ଜିଲାଜଜ୍‌ ତଥା ପୋକ୍‌ସୋ ଅଦାଲତ ସ୍ବତନ୍ତ୍ର…

ଶ୍ରୀମନ୍ଦିରରେ ଦର୍ଶନ ପାଇଁ ଟଙ୍କା କାରବାର! ମାଗୁଛନ୍ତି…

ପୁରୀ,୩୧ା୮(ଅଜିତ୍‌ କୁମାର ମହାନ୍ତି): ଅନ୍‌ଲାଇନରେ ମହାପ୍ରଭୁଙ୍କ ପୂଜା ହେବା ନେଇ ଏକ ଆପ୍‌ରେ ଦର୍ଶାଯାଇଛି। ଏହା ସୋସିଆଲ ମିଡିଆରେ ଭାଇରାଲ୍‌ ହେବାରେ ଲାଗିଛି। ‘ପୂଜା ପରିସେବା ଡଟ୍‌…

ନିଜ ହାତରେ ଶାସନ ବ୍ୟବସ୍ଥା

ବ୍ରିଟିଶ୍‌ ଅମଳରୁ ସ୍ବାୟତ୍ତ ଶାସନ ବ୍ୟବସ୍ଥାର ପରିକଳ୍ପନା କରାଯାଇଛି। ସେହି ଅନୁସାରେ ପଞ୍ଚାୟତିରାଜ ବ୍ୟବସ୍ଥାଠାରୁ ଆରମ୍ଭକରି ମହାନଗର ପର୍ଯ୍ୟନ୍ତ ସବୁଠି ଏହି ପ୍ରକ୍ରିୟା ଲାଗୁ କରାଯାଇଛି। ବିକାଶକୁ…

ରାହୁଲଙ୍କ ଉପସ୍ଥିତିରେ ନିଜକୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କଲେ ତେଜସ୍ବୀ

ପାଟନା, ୩୧ା୮: ବିହାରର ଆରାଠାରେ ଶନିବାର କଂଗ୍ରେସର ଭୋଟର ଅଧିକାର ଯାତ୍ରାରେ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ, ଆର୍‌ଜେଡି ନେତା ତେଜସ୍ବୀ ଯାଦବଙ୍କ…

ଚାଇନାରେ ମୋଦି, ଜିନପିଙ୍ଗଙ୍କ ସହ ହେବ ବଡ଼ ଡିଲ୍‌!

ତିଆନଜିନ, ୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାତ ବର୍ଷ ପରେ ପ୍ରଥମ ଥର ପାଇଁ ଚାଇନାରେ ପହଞ୍ଚିଛନ୍ତି। ଆଜି ସେ ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ଭେଟିବେ…

ପଛକୁ ପଛ ଆସୁଛି ୨ ଲଘୁଚାପ, ଓଡ଼ିଶାରେ ପ୍ରବଳ ବର୍ଷିବ !

ଭୁବନେଶ୍ୱର,୩୧ା୮(ଅନୁରାଧା ମହାରଣା): ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ଶନିବାର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଥିବାବେଳେ ଅଧିକାଂଶ ସ୍ଥାନରେ ତୁହାକୁ ତୁହା ବର୍ଷା…

ଭାରତ ଆସିବେନି ଟ୍ରମ୍ପ୍‌

ନ୍ୟୁୟର୍କ,୩୧ା୮: ବର୍ଷ ଶେଷ ଭାଗରେ ଭାରତରେ ଅନୁଷ୍ଠିତ ହେବାକୁ ଥିବା କ୍ୱାଡ୍‌ ସମିଟ୍‌ରେ ଯୋଗଦେବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ନୂଆଦିଲ୍ଲୀ ଗସ୍ତରେ ଆସିବାର ଯୋଜନା…

ମହାନଦୀ ଜଳ ବିବାଦ: ଫିଟିପାରେ ସମାଧାନ ବାଟ

ଭୁବନେଶ୍ୱର, ୩୧।୮(ସୁନିତ୍‌ ମିଶ୍ର): ଛତିଶଗଡ଼ର ଅମରକଣ୍ଟକ ମାଳଭୂମିରୁ ବାହାରି ବଙ୍ଗୋପସାଗରରେ ମିଶିଥିବା ମହାନଦୀ ଓଡ଼ିଶାର ଜୀବନରେଖା। ମହାନଦୀ ୮୫୧ କି.ମି. ଲମ୍ବର ହୋଇଥିବାବେଳେ ଏଥିରୁ ୪୯୪ କି.ମି.…