ସ୍କୁଲ ‘ଇ-ଉପସ୍ଥାନ’ ଆପ୍‌ ଶୁଭାରମ୍ଭ

ଭୁବନେଶ୍ୱର, ୩୧।୭(ବ୍ୟୁରୋ): ରାଜ୍ୟର ସମସ୍ତ ସ୍କୁଲରେ ଶିକ୍ଷକ ଓ ଛାତ୍ରୀଛାତ୍ରଙ୍କ ଉପସ୍ଥାନ ପାଇଁ ଆରମ୍ଭ ହୋଇଛି ‘ଇ-ଉପସ୍ଥାନ’ ଆପ୍‌। ଶୁକ୍ରବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର…

ପୁଲଓ୍ବାମା ଏନ୍‌କାଉଣ୍ଟର, ୨ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର,୩୧।୭: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧ ଅପରେଶନ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ପୁଲଓ୍ବାମାେରେ ହୋଇଥିବା ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ସ୍ଥାନୀୟ ନାଗବେରାନ୍‌-ତାରସାର ଜଙ୍ଗଲରେ…

ସନ୍ତରଣରେ ଟାଟଜାନାଙ୍କ ବିଶ୍ୱରେକର୍ଡ

ଟୋକିଓ, ୩୧।୭(ଏପି)- ଦକ୍ଷିଣ ଆଫ୍ରିକାର ଟାଟଜାନା ସ୍କ୍ବେନମାକର ପ୍ରଥମ ସନ୍ତରଣକାରୀଭାବେ ଚଳିତ ଟୋକିଓ ଅଲିମ୍ପିକ୍ସର ସନ୍ତରଣର ବ୍ୟକ୍ତିଗତ ଇଭେଣ୍ଟରେ ବିଶ୍ୱରେକର୍ଡର ଅଧିକାରି ହୋଇଛନ୍ତି। ଏହି ୨୪ ବର୍ଷୀୟା…

ଅଲିମ୍ପିକ ତୀରନ୍ଦାଜୀ: ଦୀପିକାଙ୍କ ପଦକ ଆଶା ଧୂଳିସାତ୍‌

ଟୋକିଓ,୩୧।୭: ଭାରତୀୟ ମହିଳା ତୀରନ୍ଦାଜ ଦୀପିକା କୁମାରୀଙ୍କ ଅଲିମ୍ପିକ ପଦକ ହାସଲ ଆଶା ଧୂଳିସାତ ହୋଇଛି। ଶୁକ୍ରବାର ଅନୁଷ୍ଠିତ କ୍ୱାର୍ଟର ଫାଇନାଲ ମୁକାବିଲାରେ ସେ କୋରିଆର ଟପ୍‌ସିଡ୍‌…

ଅଲିମ୍ପିକ୍ସ ବ୍ୟାଡ୍‌ମିଣ୍ଟନ: ସେମିରେ ସିନ୍ଧୁ

ଟୋକିଓ,୩୧।୭: ଭାରତୀୟ ମହିଳା ବ୍ୟାଡ୍‌ମିଣ୍ଟନ ସୁପରଷ୍ଟାର ତଥା ବିଶ୍ୱ ଚାମ୍ପିୟନ ପି.ଭି. ସିନ୍ଧୁ ଅଲିମ୍ପିକ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ମହିଳା ସିଙ୍ଗଲ୍ସ ଇଭେଣ୍ଟର କ୍ୱାର୍ଟର ଫାଇନାଲରେ ସେ…

ଅଲିମ୍ପିକ୍ସ ପୁରୁଷ ହକି: ଅନ୍ତିମ ପୁଲ୍‌ ମ୍ୟାଚରେ ଜାପାନକୁ ହରାଇଲା ଭାରତ

ଟୋକିଓ,୩୧।୭: ଅଲିମ୍ପିକ୍ସ ପୁରୁଷ ହକି ଇଭେଣ୍ଟରେ ଭାରତ ପୁଲ୍‌-ଏ’ରେ ତା’ର ଅନ୍ତିମ ମ୍ୟାଚ୍‌ରେ ଜାପାନକୁ ୫-୩ ଗୋଲରେ ପରାସ୍ତ କରିଛି। ପୂର୍ବରୁ କ୍ୱାର୍ଟର ଫାଇନାଲରେ ପହଞ୍ଚି ସାରିଥିବା…

ଅଲିମ୍ପିକ୍ସ ମହିଳା ବକ୍ସିଂ: ପଦାର୍ପଣରେ ପଦକ ନିଶ୍ଚିତ କଲେ ଲଭଲିନା

ଟୋକିଓ,୩୧।୮(ପି.ଟି.): ଟୋକିଓ ଅଲିମ୍ପିକ୍ସରେ ମହିଳା ବକ୍ସର ଲଭଲିନା ବୋରଗୋହେନ ଇତିହାସ ସୃଷ୍ଟି କରିଛନ୍ତି। ଅଲିମ୍ପିକ୍ସରେ ପଦାର୍ପଣ କରିଥିବା ଆସାମର ଏହି ତାରକା ମହିଳା ବକ୍ସର ୬୯ କେ.ଜି.…

ଝାଡ଼ଖଣ୍ଡ ମୁଖ୍ୟ ସଚିବ, ଡିଜିପିଙ୍କୁ ସୁପ୍ରିମକୋର୍ଟଙ୍କ ରିପୋର୍ଟ ତଲବ

ନୂଆଦିଲ୍ଲୀ, ୩୧।୭: ଝାଡ଼ଖଣ୍ଡ ଧାନବାଦ ଜିଲାର ଅତିରିକ୍ତ ଜିଲା ଓ ଦୌରା ଜଜ୍‌ ଉତ୍ତମ ଆନନ୍ଦଙ୍କୁ ଅଟୋ ମଡ଼ାଇ ହତ୍ୟା ଘଟଣାକୁ ସୁପ୍ରିମକୋର୍ଟ ଶୁକ୍ରବାର ନିଜ ଆଡ଼ୁ…

ବୁଦ୍ଧିମତ୍ତା କମାଉଛି କୋଭିଡ୍‌

ଲଣ୍ଡନ, ୩॥୭: କୋଭିଡ୍‌ ସଂକ୍ରମଣ ସହ ବୁଦ୍ଧିମତ୍ତାର ସମ୍ପର୍କ ରହିଥିବା ଏକ ନୂଆ ଗବେଷଣାରୁ ଜଣାପଡ଼ିଛି। ଏହି ଅଧ୍ୟୟନ ଅନୁଯାୟୀ ଗୁରୁତର ସଂକ୍ରମିତ କୋଭିଡ୍‌ ରୋଗୀଙ୍କର ବୁଦ୍ଧିମତ୍ତା…

ପଦୋନ୍ନତି ପାଇବେ ୬୩,୩୦୩ ପ୍ରାଥମିକ ଶିକ୍ଷକ

ଭୁବନେଶ୍ୱର,୩୧।୭(ବ୍ୟୁରୋ): ରାଜ୍ୟର ୬୩,୩୦୩ ଜଣ ପ୍ରାଥମିକ ଶିକ୍ଷକ ପଦୋନ୍ନତି ପାଇବେ। ପ୍ରାଥମିକ ବିଦ୍ୟାଳୟଗୁଡ଼ିକର ଶିକ୍ଷକମାନଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିୟଡକୁ କମ୍‌ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ…