୮୦% ରିଟେଲ ଷ୍ଟୋର ବନ୍ଦ

ନୂଆଦିଲ୍ଲୀ:  କରୋନା ମହାମାରୀ ଦେଶର ଅର୍ଥ ବ୍ୟବସ୍ଥାକୁ ସଙ୍କଟ ସ୍ଥିତିକୁ ଠେଲି ଦେଇଛି। ଏହାର ପ୍ରଭାବ ମଧ୍ୟ ଦେଶର ରିଟେଲ ଶିଳ୍ପ ଉପରେ ପଡ଼ିଛି। ଫଳରେ ଏହି ଶିଳ୍ପ…

କାର୍‌ରେ ବିଡ଼ା ବିଡ଼ା ନୋଟ୍‌: ଗଣିବା ପାଇଁ ସକାଳୁ ହେଲା ସନ୍ଧ୍ୟା…

ଡୁଙ୍ଗରପୁର,୨୩।୫: ରାଜସ୍ଥାନ ଡୁଙ୍ଗରପୁରରୁ ଏକ କାର୍ରୁ ବିଡ଼ା ବିଡ଼ା ନୋଟ୍‌ ଜବତ ହୋଇଛି। ଏସବୁ କଳାଧନ ବୋଲି ଅନୁମାନ କରାଯାଉଛି। କାର୍‌ଟି ଦିଲ୍ଲୀରୁ ଗୁଜରାଟ ଯାଉଥିବା ପୋଲିସ…

ବାତ୍ରା ପୁଣି ହେଲେ ଏଫ୍‌ଆଇଏଚ୍‌ ସଭାପତି

ନୂଆଦିଲ୍ଲୀ, ୨୩ା୫ (ପି.ଟି.)-ନରିନ୍ଦର ବାତ୍ରା ଦ୍ୱିତୀୟ ଥର ପାଇଁ ଅନ୍ତର୍ଜାତୀୟ ହକିି ମହାସଂଘ (ଏଫ୍‌ଆଇଏଚ୍‌)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। କୋଭିଡ୍‌ ଯୋଗୁ ଅନ୍‌ଲାଇନରେ ଅନୁଷ୍ଠିତ ହୋଇଥିବା…

ଗାଁକୁ ଦିଆଯାଉ ଗୁରୁତ୍ୱ

ଅନୁଗୋଳ ଅଫିସ, ୨୩ା୫: ଅନୁଗୋଳ ଜିଲାରେ କରୋନା ସ୍ଥିତି ଅତି ଗମ୍ଭୀର। ଦୈନିକ ଜିଲାରୁ ହଜାରେ ପାଖାପାଖି ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଲକ୍‌ଡାଉନ୍‌ ଓ ଶଟଡାଉନ୍‌ କଟକଣା ସତ୍ତ୍ୱେ…

ରେସ୍‌ଲର ହତ୍ୟା ମାମଲା: ସୁଶୀଲ କୁମାର ଗିରଫ

ନୂଆଦିଲ୍ଲୀ, ୨୩ା୫: ଦୁଇଥର ଅଲିମ୍ପିକ ପଦକ ବିଜେତା ରେସ୍‌ଲର ସୁଶୀଲ କୁମାରଙ୍କୁ ଦିଲ୍ଲୀ ପୋଲିସ ଶେଷରେ ପଞ୍ଜାବରୁ ଶନିବାର ଗିରଫ କରିଛି। ଛତ୍ରସାଲ ଷ୍ଟାଡିୟମ ଗଣ୍ଡଗୋଳରେ ସାଗର…

ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ତଳମୁହାଁ: ହେଲେ ବି ଲିଭୁନି ଜୁଇ…

ନୂଆଦିଲ୍ଲୀ,୨୩।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ଲକ୍‌ଡାଉନ୍‌ ପ୍ରଭାବରୁ…

ଦିଲ୍ଲୀରେ ଟିକାକରଣ ବନ୍ଦ

ନୂଆଦିଲ୍ଲୀ, ୨୩।୫: ଦିଲ୍ଲୀରେ ଭାକ୍ସିନ ଅଭାବରୁ ୧୮ରୁ ୪୪ ବର୍ଷ ବୟସ ବର୍ଗର ହିତାଧିକାରୀମାନଙ୍କ ନିମନ୍ତେ ଟିକାକରଣ କାର୍ଯ୍ୟକ୍ରମକୁ ଶନିବାରଠାରୁ ବନ୍ଦ ରଖାଯାଇଛି। ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ…

ନେପାଳରେ ପୁଣି ରାଜନୈତିକ ସଙ୍କଟ

କାଠମାଣ୍ଡୁ, ୨୩।୫(ଆଇଏଏନ୍‌ଏସ୍‌): ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲିଙ୍କ ସୁପାରିସକ୍ରମେ ରାଷ୍ଟ୍ରପତି ବିଦ୍ୟାଦେବୀ ଭଣ୍ଡାରୀ ଶୁକ୍ରବାର ମଧ୍ୟରାତ୍ରରେ ପାର୍ଲାମେଣ୍ଟ ଭଙ୍ଗ କରିବା ସହ ନଭେମ୍ବର ୧୨ ଓ…

ବ୍ଲାକ୍‌ ଫଙ୍ଗସ୍‌ ଔଷଧ ଯୋଗାଅ

ନୂଆଦିଲ୍ଲୀ, ୨୩।୫(ପି.ଟି.): ବିଭିନ୍ନ ରାଜ୍ୟରେ କରୋନାରୁ ଆରୋଗ୍ୟ ହୋଇଥିବା ଅନେକଙ୍କଠାରେ ବ୍ଲାକ୍‌ ଫଙ୍ଗସ୍‌ ସଂକ୍ରମଣ ଚିନ୍ତାର କାରଣ ପାଲଟିଛି। ଏହି ରୋଗର ଚିକିତ୍ସା ପାଇଁ ଆବଶ୍ୟକ ଔଷଧ…

୬ ରାଜ୍ୟରେ ମୃତ୍ୟୁ ସଂଖ୍ୟା ଅଧିକ

ନୂଆଦିଲ୍ଲୀ, ୨୩।୫(ପି.ଟି.): ଭାରତରେ ଦୈନିକ ସଂକ୍ରମଣ କ୍ରମାଗତ ୬ ଦିନ ହେଲା ୩ ଲକ୍ଷ ତଳେ ରହିଛି। ଶନିବାର ସକାଳ ୮ଟା ସୁଦ୍ଧା ଗତ ୨୪ ଘଣ୍ଟା…