କିମ୍ବଦନ୍ତୀ ଆଥ୍‌ଲେଟ ମିଲ୍‌ଖା ସିଂ କରୋନା ପଜିଟିଭ

  ନୂଆଦିଲ୍ଲୀ/ଚଣ୍ଡିଗଡ଼,୨୧।୫(ପି.ଟି.): କିମ୍ବଦନ୍ତୀ ଭାରତୀୟ ଧାବକ ମିଲ୍‌ଖା ସିଂ କରୋନା ସଂକ୍ରମଣର ଶିକାର ହୋଇଛନ୍ତି। ସେ କୋଭିଡ୍‌-୧୯ ଟେଷ୍ଟରେ ପଜିଟିଭ ବୋଲି ଜଣାପଡିଛି। ଫଳରେ ଚଣ୍ଡିଗଡ଼ସ୍ଥିତ ତାଙ୍କ…

ରିଦ୍ଧିମାନଙ୍କ ଷ୍ଟାଣ୍ଡବାଇ ଭରତ

ନୂଆଦିଲ୍ଲୀ, ୨୧।୫- ଭାରତୀୟ କ୍ରିକେଟ ଦଳର ଇଂଲଣ୍ଡ ଟୁର୍‌ ପାଇଁ ଉଇକେଟକିପର ରିଦ୍ଧିମାନ ଶାହାଙ୍କ ଷ୍ଟାଣ୍ଡବାଇ ଭାବେ ଆନ୍ଧ୍ର ପ୍ରଦେଶର କେ.ଏସ. ଭରତଙ୍କୁ ଚୟନ କରାଯାଇଛି। ରିଦ୍ଧିମାନ…

ଟପ୍ସରେ ସାମିଲ ହେଲେ ଅର୍ଜୁନ, ଅରବିନ୍ଦ, ସୀମା ଓ ସୁମିତ୍‌

ନୂଆଦିଲ୍ଲୀ, ୨୧ା୫ (ପି.ଟି.)-କ୍ରୀଡ଼ା ମନ୍ତ୍ରଣାଳୟର ଟାର୍ଗେଟ ଅଲିମ୍ପିକ ପୋଡିୟମ ସ୍କିମ୍‌ (ଟପ୍ସ)ର କୋର୍‌ ଗ୍ରୁପ୍‌ରେ ଅଲିମ୍ପିକ ଯୋଗ୍ୟତା ହାସଲ କରିଥିବା ରୋୟର ଅର୍ଜୁନ ଲାଲ୍‌ ଜାଟ୍‌, ଅରବିନ୍ଦ…

ମୃତକଙ୍କୁ ବଞ୍ଚାଇବା ପାଇଁ ଗୋବର ଖାତରେ ପୋତିଲେ

ଅମ୍ବିକାପୁର(ଛତିଶଗଡ଼), ୨୧।୫:ବଜ୍ରପାତରେ ପ୍ରାଣ ହରାଇଥିବା ଜଣେ ୩୭ ବର୍ଷୀୟ ବ୍ୟକ୍ତିଙ୍କୁ ବଞ୍ଚାଇବା ପାଇଁ ତାଙ୍କ ମୃତଦେହକୁ ଗୋବର ଭର୍ତ୍ତି ଖାତରେ ପୋତିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।…

ଆଣ୍ଟାର୍କଟିକାରେ ସର୍ବବୃହତ୍‌ ହିମଶୈଳ

ଲଣ୍ଡନ,୨୧ା୫: ଜଳବାୟୁ ପରିବର୍ତ୍ତନ ଯୋଗୁ ସାରା ବିଶ୍ୱରେ ବରଫ ତରଳିବାରେ ଲାଗିଥିବାବେଳେ ଆଣ୍ଟାର୍କଟିକା ମହାଦେଶ ପୃଥିବୀର ସର୍ବବୃହତ୍‌ ବରଫଖଣ୍ଡକୁ ଜନ୍ମ ଦେଇଛି। ଭୂମଧ୍ୟସାଗରରେ ଥିବା ସ୍ପେନ୍‌ର ଲୋକପ୍ରିୟ…

ସୁରକ୍ଷା ଚିନ୍ତାରେ ସମ୍ମୁଖଯୋଦ୍ଧା

ଭୁବନ, ୨୧ା୫(ଡି.ଏନ.ଏ.) କରୋନାର ଦ୍ୱିତୀୟ ଲହର ଦିନକୁ ଦିନ ମାରାତ୍ମକ ହେବାରେ ଲାଗିଛି। ଦ୍ରୁତଗତିରେ ବଢୁଥିବା ସଂକ୍ରମଣ ସ୍ବାସ୍ଥ୍ୟ ବିଭାଗର ନିଦ ହଜାଇ ଦେଇଛି। ସଂକ୍ରମଣ ଚେନ୍‌…

ଯୋଗୀ: ସତ ବନାମ ମିଛ

ନୂଆଦିଲ୍ଲୀ/ଲକ୍ଷ୍ନୌ,୨୧ା୫: କରୋନା ଭୂତାଣୁ ବୁଧବାର ୨.୭୬ ଲକ୍ଷ ଲୋକଙ୍କୁ ସଂକ୍ରମିତ କରିଛି। ଏହାସହ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨.୫୭ କୋଟି ଅତିକ୍ରମ କରିଥିବା ଗୁରୁବାର ପୂର୍ବାହ୍ନ…

ଉପଖଣ୍ଡରେ ବଢୁଛି ଚୋରା ମଦ କାରବାର

ବଇଣ୍ଡା,୨୧ା୫ ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡରେ ଚୋରା ମହୁଲି ମଦ କାରବାର ବୃଦ୍ଧି ପାଇଛି। ଅବକାରୀ ବିଭାଗ ଓ ପୋଲିସ ପକ୍ଷରୁ ଠିକ୍‌ ଭାବେ ଚଢ଼ାଉ କରାଯାଉ…

ଆଇଟିଆର୍‌ ଫାଇଲିଂ ଅବଧି ସେପ୍ଟେମ୍ବର ୩୦ ଯାଏ ବୃଦ୍ଧି

ନୂଆଦିଲ୍ଲୀ,୨୧ା୫: ଆର୍ଥତ୍କ ବର୍ଷ ୨୦୨୦-୨୧ର ଆୟକର ରିଟର୍ନ (ଆଇଟିଆର୍‌) ଫାଇଲିଂ ଅବଧିକୁ କେନ୍ଦ୍ର ସରକାର ଗୁରୁବାର ଚଳିତ ବର୍ଷ ସେପ୍ଟେମ୍ବର ୩୦ ଯାଏ ବୃଦ୍ଧି କରିଛନ୍ତି। ବର୍ତ୍ତମାନ…

ଅମଳ ସରିଲା, ଏବେ ବିକ୍ରି ଚିନ୍ତା

ରୂପ୍‌ସା, ୨୧।୫-ରବିଧାନ ଅମଳ ସରିଗଲାଣି। ଏବେ ବିକ୍ରୀ ନେଇ ଚାଷୀ ଚିନ୍ତାରେ ପଡିଛି। ଏଯାଏ ଟୋକନ ମିଳିନି। ରବିଧାନରେ ବିହନ, ସାର, ଔଷଧ ଆଦି ପର୍ଯ୍ୟାପ୍ତ ଖର୍ଚ୍ଚ…