ହକି ଇଣ୍ଡିଆକୁ ଏଫ୍‌ଆଇଏଚ୍‌ ପୁରସ୍କାର

ଲାଉସାନେ, ୨୨ା୫(ପି.ଟି.)- ଦେଶରେ ହକି ଖେଳର ସମୃଦ୍ଧି ଓ ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ହକି ଇଣ୍ଡିଆକୁ ଶୁକ୍ରବାର ସମ୍ମାନଜନକ ଇଟିନ୍‌ ଗ୍ଲିଚିଚ୍‌ ପୁରସ୍କାର ମିଳିଛି।…

୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ୍‌ ତାରିଖ ଘୋଷିତ

ଭୁବନେଶ୍ୱର, ୨୨।୫(କ୍ରୀଡ଼ା ପ୍ରତିନିଧି)- ଆଗାମୀ ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ୍‌ ଆୟୋଜନ ତାରିଖକୁ ଫିଫା କାଉନ୍‌ସିଲ ଅନୁମୋଦନ କରିଛି। ଫଳରେ ୟୁଥ ବିଶ୍ୱକପ୍‌ ଭାବେ…

ମହିଳା ଚେସ୍‌ ବିଶ୍ୱକପ୍‌ରେ ଭାଗନେବେ ପଦ୍ମିନୀ

ଭୁବନେଶ୍ୱର, ୨୨।୫(କ୍ରୀଡ଼ା ପ୍ରତିନିଧି)- କରୋନାର କଷଣ ମଧ୍ୟରେ ରାଜ୍ୟ ଚେସ୍‌ ପାଇଁ ଆସିଛି ଏକ ଖୁସି ଖବର। ଓଡ଼ିଶା ଚେସ୍‌ ଆଇକନ ଅନ୍ତର୍ଜାତୀୟ ମାଷ୍ଟର (ଆଇଏମ୍‌) ପଦ୍ମିନୀ…

ଟେଷ୍ଟ ସିରିଜ କାର୍ଯ୍ୟସୂଚୀରେ ପରିବର୍ତ୍ତନ ପାଇଁ ବିସିସିଆଇ କହିନି: ଇସିବି

ନୂଆଦିଲ୍ଲୀ,୨୨।୫(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) କୋଭିଡ୍‌-୧୯ କାରଣରୁ ସସ୍‌ପେଣ୍ଡ ହୋଇଛି। ଏହି ଲିଗ୍‌କୁ ସମ୍ପୂର୍ଣ୍ଣ କରିବା ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଏ…

ଅଲିମ୍ପିକ୍ସ ସୁରକ୍ଷିତ: ଆୟୋଜକ, ଜନସାଧାରଣ ନାରାଜ

ଟୋକିଓ,୨୨।୫(ଏପି)-ଟୋକିଓ ଅଲିମ୍ପିକ୍ସ ଆରମ୍ଭ ହେବାକୁ ଆଉ ମାତ୍ର ୨ ମାସ ବାକି ରହିଛି। ଅନ୍ତର୍ଜାତୀୟ ଅଲିମ୍ପିକ୍‌ କମିଟି (ଆଇଓସି) ଆୟୋଜକମାନଙ୍କ ସହ ମିଶି ଶୁକ୍ରବାର ଅଲିମ୍ପିକ୍ସ ଆୟୋଜନ…

ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସ ଆୟୋଜନ: ହରିୟାଣାକୁ ୨୦.୬୭ କୋଟି ଟଙ୍କା ଦେଲା କ୍ରୀଡ଼ା ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୨।୫(ପି.ଟି.): ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସ (କେଆଇଓ୍ବାଇଜି)ର ୧୪ତମ ସଂସ୍କରଣ ଚଳିତ ବର୍ଷ ନଭେମ୍ବରରେ ହରିୟାଣାରେ ଆୟୋଜନ ହେବ। ଏଥିପାଇଁ କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ହରିୟାଣାକୁ ୨୦.୬୭…

ବକ୍ସିଂ କୋଚ୍‌ ଓ.ପି. ଭରଦ୍ୱାଜଙ୍କ ପରଲୋକ

ନୂଆଦିଲ୍ଲୀ,୨୨।୫(ପି.ଟି.): ଜଣାଶୁଣା ବକ୍ସିଂ କୋଚ୍‌ ଓ.ପି. ଭରଦ୍ୱାଜ ୮୨ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ବକ୍ସିଂରେ ସେ ଭାରତର ପ୍ରଥମ ଦ୍ରୋଣାଚାର୍ଯ୍ୟ ପୁରସ୍କାର ଜିତିଥିଲେ। ବୟସାଧିକ୍ୟ…

ଏଣିକି କଳାବଜାରକାରୀଙ୍କ ଉପରେ କଡ଼ା ନଜର

ଭୁବନେଶ୍ୱର, ୨୨ା୫(ବ୍ୟୁରୋ): କୋଭିଡ୍‌-୧୯ର ତାଲା ବନ୍ଦ ସ୍ଥିତିରେ ଏବଂ ସମ୍ଭାବ୍ୟ ବାତ୍ୟା ଆଶଙ୍କା ଦୃଷ୍ଟିରୁ ଅତ୍ୟାବଶ୍ୟକ ସାମଗ୍ରୀର କଳାବଜାରକାରୀ ଓ ବେଆଇନ ମହଜୁଦକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ…

ବାତ୍ୟା ପାଇଁ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌

ଭଦ୍ରକ ଅଫିସ,୨୨ା୫- ସମ୍ଭାବ୍ୟ ବାତ୍ୟାର ମୁକାବିଲା ନେଇ ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଜିଲାର ବିଭିନ୍ନ ବ୍ଲକରେ ଥିବା ବାତ୍ୟା ଆଶ୍ରୟ ସ୍ଥଳଗୁଡ଼ିକୁ…