ପ୍ରଭାତଙ୍କୁ ଶୌର୍ଯ୍ୟବୀର ପଦକ

କାକଟପୁର/ଅସ୍ତରଙ୍ଗ,୨୮ା୭(ଡି.ଏନ୍‌.ଏ.):କାକଟପୁର ବ୍ଲକ ଅର୍ନ୍ତଗତ ଅଶିଜଙ୍ଗା ଗ୍ରାମର ପ୍ରଭାତ କୁମାର ବେହେରାଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶୌର୍ଯ୍ୟବୀର ପଦକ ପ୍ରଦାନ କରିଛନ୍ତି। ଭାରତ ସରକାରଙ୍କ ସାମରିକ ବିଭାଗରେ ପ୍ରଭାତ…

ପକ୍କାଘର ପାଇଁ ଚିଲିକାରେ ପଦଯାତ୍ରା

କୃଷ୍ଣପ୍ରସାଦ,୨୮।୭(ଡି.ଏନ୍‌.ଏ.):୨୦୧୩ ଅକ୍ଟୋବର ଫାଇଲିନ ବାତ୍ୟାରେ କ୍ଷତିଗ୍ରସ୍ତଙ୍କୁ ପକ୍କାଘର ନିର୍ମାଣ ପାଇଁ ଏଯାବତ୍‌ କାର୍ଯ୍ୟାଦେଶ ନ ମିଳିବା ଘଟଣାରେ ପୁରୀ ଜିଲା କୃଷ୍ଣପ୍ରସାଦ ଅଞ୍ଚଳର ଲୋକମାନେ ମଙ୍ଗଳବାର ଅଭିନବ…

ରାତ୍ରରେ ପାର୍କ ବୁଲିବା ପଡ଼ିଲା ମହଙ୍ଗା, ମହିଳାଙ୍କୁ ଆକ୍ରମଣ କଲେ ୧୦୦ରୁ ଅଧିକ ମୂଷା…

ଲଣ୍ଡନ,୨୮।୭: ବିଭିନ୍ନ ସମୟରେ କେତେକ ଲୋକ ନିଆରା ଅଭିଜ୍ଞତା ବଖାଣିଥାନ୍ତି। ଏହା ବେଳେବେଳେ ବିଶ୍ୱାସ ହୋଇ ନ ଥାଏ। ଘଟଣାର ସତ୍ୟାସତ୍ୟ ନେଇ ନାନା ସନ୍ଦେହ ମଧ୍ୟ…

ଡିଡି ପଞ୍ଜାବ ରିଅଲିଟି ଶୋ’ ଫାଇନାଲରେ ଅନିକେତ

ସାକ୍ଷୀଗୋପାଳ,୨୮ା୭(ସ୍ବ.ପ୍ର.):ଡିଡି ପଞ୍ଜାବରେ ପ୍ରସାରିତ ଅନଲାଇନ ରିଅଲିଟି ଶୋ ‘କିସମେ କିତନା ହେ ଦମ’ ଫାଇନାଲରେ ପୁରୀ ଜିଲା ସତ୍ୟବାଦୀ ବ୍ଲକ ଅନ୍ତର୍ଗତ ବୀରରାମଚନ୍ଦ୍ରପୁର ଗ୍ରାମର ଅନିକେତ ମିଶ୍ର…

କଟକଣା ସତ୍ତ୍ୱେ ଗୁଣ୍ଡିଚା ମନ୍ଦିରରେ ପଶିଲେ ଭକ୍ତ

ପୁରୀ ଅଫିସ,୨୮।୭:ପ୍ରଶାସନର କଡ଼ା କଟକଣା ସତ୍ତ୍ୱେ ମଙ୍ଗଳବାର ଶ୍ରୀଗୁଣ୍ଡିଚା ମନ୍ଦିରରେ ୪ଜଣ ବ୍ୟକ୍ତି ଅନଧିକାର ପ୍ରବେଶ କରିଛନ୍ତି। ଏହାକୁ ନେଇ ସୁରକ୍ଷା ବ୍ୟବସ୍ଥା ପ୍ରତି ପ୍ରଶ୍ନ ଉଠିଛି।…

ସବୁ କାମରେ ଚ୍ୟାଲେଞ୍ଜ ରହିଛି

ରାଜନୀତିରେ ପ୍ରଥମ ପଦାର୍ପଣରେ ବ୍ୟବସାୟରୁ ଆସିଥିବା ସୁଶାନ୍ତ ରାଉତ ଭୁବନେଶ୍ୱର ଉତ୍ତର ନିର୍ବାଚନମଣ୍ଡଳୀରୁ ବିଧାୟକଭାବେ ନିର୍ବାଚିତ ହୋଇଛନ୍ତି। ସେ ବର୍ତ୍ତମାନ ବିଜେଡିର ଭୁବନେଶ୍ୱର ଜିଲା ସଭାପତି, ରାଜ୍ୟ…

ରାଜ୍ୟକୁ ମିଳୁନି ଜିଏସ୍‌ଟି କ୍ଷତିପୂରଣ

ଭୁବନେଶ୍ୱର,୨୮ା୭(ବ୍ୟୁରୋ):ରାଜ୍ୟକୁ ମିଳୁନି ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ବକେୟା। କେନ୍ଦ୍ରର ଏନ୍‌ଡିଏ ସରକାର ୨୦୧୭ ଜୁଲାଇ ପହିଲାରୁ ସମସ୍ତ ଟିକସ ଉଚ୍ଛେଦ କରି ସମଗ୍ର ଦେଶରେ…

ବନାଗ୍ନି: ଓଡ଼ିଶା ଆଗରେ

ଭୁବନେଶ୍ୱର, ୨୮ା୭(ବ୍ୟୁରୋ):ଓଡ଼ିଶାରେ ବନାଗ୍ନି ବିପର୍ଯ୍ୟୟ ବଢୁଛି। ୨୦୨୦ ନଭେମ୍ବରରୁ ୨୦୨୧ ଜୁନ୍‌ (୭ମାସ) ମଧ୍ୟରେ ରାଜ୍ୟରେ ସର୍ବାଧିକ ଜଙ୍ଗଲ ପୋଡ଼ି ଦୃଷ୍ଟିଗୋଚର ହୋଇଛି। ଏହି ସମୟ ମଧ୍ୟରେ…

୭ ମାସରେ ଦେଶ ଛାଡ଼ିଛନ୍ତି ୨ ଲକ୍ଷ ୭୦ ହଜାରରୁ ଅଧିକ ଲୋକ…

କାବୁଲ୍‌,୨୮।୭: ଆଫଗାନିସ୍ତାନରେ ତାଲିବାନ ଶାସନ ପୁଣି ଫେରିବାକୁ ଯାଉଛି। ଫଳରେ ଏବେ ଦେଶର ସାଧାରଣ ଲୋକଙ୍କ ସମ୍ଭୁଖରେ କ୍ଷୁଧା, ଅସହାୟତା, ରୋଗ ଏବଂ ମୃତ୍ୟୁର ଆତଙ୍କରେ ଲୋକେ…

ଗାଁକୁ ଡାକି ପ୍ରେମିକାଙ୍କୁ ଜାଳିଦେଲେ ଯୁବକ

ପୁରୁଷୋତ୍ତମପୁର,୨୮ା୭(ଡି.ଏନ.ଏ.):ପ୍ରେମିକାଙ୍କୁ ନିଜ ଗଁାକୁ ଡାକି ତାଙ୍କ ଉପରେ ପେଟ୍ରୋଲ ଢାଳି ଜାଳି ଦେଇଛନ୍ତି ଜଣେ ଯୁବକ। ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଗ୍ରାମରେ ମଙ୍ଗଳବାର…