ଇଣ୍ଡୋନେସିଆରେ କରୋନାର ତୃତୀୟ ଲହର

ଜାକର୍ତ୍ତା,୨୬ ।୭: କରୋନା ମହାମାରୀର ତୃତୀୟ ଲହରକୁ ନେଇ ପୁଣିଥରେ ବିଶେଜ୍ଞମାନେ ଚେତାବନୀ ଦେଇଛନ୍ତି । ଏହି ତୃତୀୟ ଲହର ଶିଶୁମାନଙ୍କ ଉପରେ ବିଶେଷ ପ୍ରଭାବ ପକାଇବା…

ଉପକାରୀ ଅଣ୍ଡା

ସ୍ବାସ୍ଥ୍ୟ ପାଇଁ ଅଣ୍ଡା ବେଶ୍‌ ଉପକାରୀ। ଏଥିରେ ନ୍ୟୁଟ୍ରିଏଣ୍ଟ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀରରେ ଭିଟାମିନ୍‌ ‘ଡି’ ଏବଂ ଭିଟାମିନ୍‌ ‘ବି-୨’ ଅଭାବ…

ଯୁବକଙ୍କୁ ବାନ୍ଧି ଆଖି ତାଡ଼ିବାକୁ ଉଦ୍ୟମ

ଗୋପ,୨୬।୭(ଡି.ଏନ୍‌.ଏ.): ଗୋପ ଥାନା ଅଧୀନ ଆଇମା ଗ୍ରାମଦାଣ୍ଡରେ ବାଲିଗଦାକୁ କେନ୍ଦ୍ରକରି ରବିବାର ଦୁଇ ପରିବାର ମଧ୍ୟରେ ବଡଧରଣର ଗଣ୍ଡଗୋଳ ଘଟିଛି। ନୀଳକଣ୍ଠ ବେହେରା(୩୧) ଓ ତାଙ୍କ ପରିବାର…

ପୂର୍ବ ଶତ୍ରୁତାରୁ ସୋଲ କାରିଗରଙ୍କୁ ହତ୍ୟା

ପୁରୀ ଅଫିସ,୨୬।୭: ପୁରୀରେ ଦିନକୁ ଦିନ ଆପରାଧିକ କାର୍ଯ୍ୟକଳାପ ବଢିବାରେ ଲାଗିଛି। ରବିବାର ବାସେଳି ସାହି ଥାନା ଅନ୍ତର୍ଗତ ବଡ଼ପୋଖରୀ ଜାଗା ନିକଟରେ ଜଣେ ସୋଲ କାରିଗରଙ୍କୁ…

ଯାତ୍ରୀଙ୍କୁ ଲିଫ୍ଟ ଆଳରେ ଲୁଟୁଥିଲେ

ରସୁଲପୁର,୨୬।୭(ଡି.ଏନ.ଏ.): କୁଆଖିଆ ଥାନା ପୋଲିସ ରବିବାର ଜଣେ ଲୁଟେରାଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ଢେଙ୍କାନାଳ ଜିଲା ଭୁବନ ଥାନା ଓଡ଼ିଶୋ ଗ୍ରାମର ବ୍ରଜବନ୍ଧୁ…

ହଟ୍ଟଗୋଳ ଯୋଗୁ ଉଭୟ ଗୃହ ଅଚଳ…

ନୂଆଦିଲ୍ଲୀ,୨୬।୭: ସଂସଦର ମୌସୁମୀ ଅଧିବେଶନ ଏପର୍ଯ୍ୟନ୍ତ ଅଶାନ୍ତ ହୋଇପଡିଛି। ଅଧିବେଶନର ପ୍ରଥମ ସପ୍ତାହରେ ଉଭୟ ଲୋକ ସଭା ଓ ରାଜ୍ୟ ସଭାରେ ଗୋଟିଏ ଦିନ ପାଇଁ ସ୍ବାଭାବିକ…

ଆମେରିକାର ୧୩ ରାଜ୍ୟର ୮୫ ଅଞ୍ଚଳରେ ନିଆଁ

ୱାଶିଂଟନ,୨୬ ।୭: ଆମେରିକାରେ ଗୋଟିଏ ପରେ ଗୋଟିଏ ବିପଦ ଲୋକଙ୍କ ସାଧାରଣ ଜୀବନକୁ ବେଶ୍ ପ୍ରଭାବିତ କରିଛି । କରୋନା ମହାମାରୀ, ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ…

‘ଲକ୍ଷ୍ୟ’ ଦୌଡ଼ରେ ଜିଲା ମୁଖ୍ୟ ଚିକିତ୍ସାଳୟ

ଜଗତ୍‌ସିଂହପୁର ଅଫିସ,୨୬।୭: ଭାରତ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଦ୍ୱାରା ଜାତୀୟ ଗୁଣାବତ୍ତା ଉନ୍ନତି କାର୍ଯ୍ୟକ୍ରମ ଚାଲିଛି। ଏନେଇ ନ୍ୟାସନାଲ କ୍ବାଲିଟି ଆସୁରାନ୍ସ ଷ୍ଟାଣ୍ଡାର୍ଡସ୍‌…

ଆର୍ଚେରୀ ପୁରୁଷ ଦଳକୁ ଝଟ୍‌କା: କ୍ୱାର୍ଟର ଫାଇନାଲରେ କୋରିଆଠାରୁ ହାରିଲା ଭାରତ

ଟୋକିଓ,୨୬।୭: ଟୋକିଓ ଅଲିମ୍ପିକ୍ସରେ ପୁରୁଷ ଆର୍ଚେରୀ ଦଳଗତ ଇଭେଣ୍ଟରେ ଭାରତକୁ ଝଟ୍‌କା ଲାଗିଛି। କ୍ୱାର୍ଟର ଫାଇନାଲରେ ପ୍ରବୀଣ ଯାଦବ, ତରୁଣଦୀପ ରାୟ ଏବଂ ଅତନୁ ଦାସଙ୍କ ଦ୍ୱାରା…

ଚିନ୍ତା ବଢ଼ାଇଲାଣି ଡେଙ୍ଗୁ

ଭୁବନେଶ୍ୱର,୨୬।୭ (ବ୍ୟୁରୋ)କରୋନା କବଳରୁ ମୁକୁଳି ପାରି ନ ଥିବା ରାଜଧାନୀବାସୀଙ୍କୁ ଏବେ ଡେଙ୍ଗୁ ଡର ଘାରିଛି। ସହରରେ ସଂକ୍ରମଣ ବ୍ୟାପୁଥିବାବେଳେ ଘରେ ଘରେ ଡେଙ୍ଗୁ ଜ୍ୱର ଚିନ୍ତା…