ଶିବସୁନ୍ଦରଙ୍କୁ ଓସିଏର ଅଭିନନ୍ଦନ

ଭୁବନେଶ୍ୱର, ୧୯।୫(କ୍ରୀଡ଼ା ପ୍ରତିନିଧି)- ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟିଂ କୋଚ୍‌ ମନୋନୀତ ହୋଇଥିବା ଅନ୍ତର୍ଜାତୀୟ ଅଭିଜ୍ଞ ସମ୍ପନ୍ନ ଓପନର ଶିବସୁନ୍ଦର ଦାସଙ୍କୁ ଓଡ଼ିଶା କ୍ରିକେଟ ଆସୋସିଏଶନ…

ସିଡ୍‌ନୀରେ ଅଷ୍ଟ୍ରେଲୀୟ ଆଇପିଏଲ୍‌ ଖେଳାଳିଙ୍କ କ୍ୱାରାଣ୍ଟାଇନ୍‌ ଖର୍ଚ୍ଚ ବିସିସିଆଇ ବହନ କରୁଛି: ସିଏ

ସିଡ୍‌ନୀ,୧୯।୫ (ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଖେଳି ସ୍ବଦେଶ ପ୍ରତ୍ୟାବର୍ତ୍ତନ କରିଥିବା ଅଷ୍ଟ୍ରେଲିଆ କ୍ରିକେଟରମାନେ ଏବେ ସିଡ୍‌ନୀରେ ୧୪ ଦିନିଆ କ୍ୱାରାଣ୍ଟାଇନ୍‌ରେ ରହୁଛନ୍ତି। ତେବେ ଭାରତୀୟ…

ଇଂଲଣ୍ଡ ପରେ ଅଷ୍ଟ୍ରେଲିଆରେ ଟେଷ୍ଟ ଖେଳିବେ ଭାରତୀୟ ମହିଳା

ନୂଆଦିଲ୍ଲୀ,୧୯।୫(ପି.ଟି.): ଦୁଇଟି ବଡ଼ ଦଳ ବିପକ୍ଷରେ ଭାରତୀୟ ମହିଳା କ୍ରିକେଟ ଦଳ ଆସନ୍ତା ମାସରେ ଟେଷ୍ଟ ଖେଳିବ। ଇଂଲଣ୍ଡରେ ଗୋଟିଏ ଟେଷ୍ଟ ଖେଳିବା ପରେ ଅଷ୍ଟ୍ରେଲିଆରେ ମଧ୍ୟ…

ପୂର୍ବତନ ଭାରୋତ୍ତୋଳକ ଜୋଶେଫଙ୍କୁ କ୍ରୀଡ଼ା ମନ୍ତ୍ରଣାଳୟର ସହାୟତା

ନୂଆଦିଲ୍ଲୀ,୧୯।୫(ପି.ଟି.): ପୂର୍ବତନ ଭାରୋତ୍ତୋଳକ ଜୋଶେଫ ଜେମ୍ସଙ୍କୁ କ୍ରୀଡ଼ା ମନ୍ତ୍ରଣାଳୟ ୨ ଲକ୍ଷ ୫୦ ହଜାର ଟଙ୍କା ସହାୟତା ପ୍ରଦାନ କରିବାକୁ ଘୋଷଣା କରିଛି। ଏସିଆନ ଗେମ୍ସ ସ୍ବର୍ଣ୍ଣ…

ସଂକ୍ରମଣ ବେଗରେ ସାମାନ୍ୟ ବ୍ରେକ୍‌ : ଦିନକରେ ୨.୬୭ ଲକ୍ଷ ସଂକ୍ରମିତ, ୩,୯୧୨ ମୃତ

ନୂଆଦିଲ୍ଲୀ,୧୯।୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ତିନି ଲକ୍ଷରୁ ଅଧିକ ନୂତନ କରୋନା…

କମୁନି ସଂକ୍ରମଣ: ରାଜ୍ୟରେ ଆଜି ୧୧,୦୯୯ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୧୯।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ବୁଧବାର ରାଜ୍ୟରେ ୧୧,୦୯୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬୨୧୪ ଜଣ କ୍ୱାରାଣ୍ଟାଇନ୍‌ରେ…

କରୋନା ନେଲା ମନ୍ତ୍ରୀଙ୍କ ଜୀବନ

ଲକ୍ଷ୍ନୌ,୧୯।୫: କରୋନା ପୁଣି ଜଣେ ମନ୍ତ୍ରୀଙ୍କ ଜୀବନ ନେଇଛି। ଉତ୍ତରପ୍ରଦେଶର ମୁଜାଫରନଗର ଚରଥାଭାଲ ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ତଥା ବନ୍ୟା ନିୟନ୍ତ୍ରଣ ଏବଂ ରାଜସ୍ବ ମନ୍ତ୍ରୀ ବିଜୟ…

ପ୍ରଥମ ଦେଖାରେ ପୁଅଙ୍କ କ’ଣ ପ୍ରଭାବିତ କରିଥାଏ ଝିଅଙ୍କୁ

ପହିଲି ପ୍ରେମ ପରି ପ୍ରଥମ ଦେଖା। ପ୍ରେମିକାପ୍ରେମିକାଙ୍କ ମନରେ ଏହା ଏକ ଅଭୁଲା ସ୍ମୃତି ହୋଇ ରହିଥାଏ। କାରଣ ପ୍ରଥମ ଦେଖାରେ ମନକୁ ଯେଉଁ ଭାବନା ଆସିଥାଏ…

କିମ୍ବଦନ୍ତୀ ଧ୍ୟାନଚାନ୍ଦଙ୍କ ଉପରେ ପ୍ରାମାଣିକ ଚଳଚ୍ଚିତ୍ର

ନୂଆଦିଲ୍ଲୀ,୧୯।୫ (ପି.ଟି.): କିମ୍ବଦନ୍ତୀ ହକି ଖେଳାଳି ଧ୍ୟାନଚାନ୍ଦଙ୍କ ଉପରେ ଏକ ପ୍ରାମାଣିକ ଚଳଚ୍ଚିତ୍ର ନିର୍ମାଣ କରାଯାଉଛି। ପ୍ରଯୋଜକ ତଥା ବ୍ୟବସାୟୀ ଜୋୟିତା ରଏ ଓ ପ୍ରତୀକ କୁମାର…

୨୦୧୧ ବିଶ୍ୱକପ୍‌ ବିପର୍ଯ୍ୟୟ ପରେ ହତ୍ୟା ଧମକ ମିଳିଥିଲା: ଡୁପ୍ଲେସି

ନୂଆଦିଲ୍ଲୀ,୧୯।୫(ପି.ଟି.): ୨୦୧୧ ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ (ଆଇସିସି) ବିଶ୍ୱକପ୍‌ରେ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ବିଦାୟ ନେବା ପରେ ହତ୍ୟା ଧମକ ମିଳିଥିଲା ବୋଲି ଦକ୍ଷିଣ ଆଫ୍ରିକା ନିର୍ଭରଯୋଗ୍ୟ…