ହୋଟେଲ ଶିଳ୍ପର କ୍ଷତି ୧.୩୦ ଲକ୍ଷ କୋଟି

ନୂଆଦିଲ୍ଲୀ: କୋଭିଡ୍‌-୧୯ ଯୋଗୁ ୨୦୨୦-୨୧ ଆର୍ଥତ୍କ ବର୍ଷରେ ଦେଶର ହୋଟେଲ ଶିଳ୍ପ ୧.୩୦ ଲକ୍ଷ କୋଟି ଟଙ୍କାର ରାଜସ୍ବ କ୍ଷତି ସହିଛି। ଏହି ଶିଳ୍ପ ବର୍ତ୍ତମାନ ସଙ୍କଟ…

କଶ୍ମୀରରେ ଗାଜା ତାତି

ନୂଆଦିଲ୍ଲୀ/ଶ୍ରୀନଗର,୧୭ା୫: ପାଲେଷ୍ଟାଇନ୍‌ ସମର୍ଥନରେ ବିକ୍ଷୋଭ ପ୍ରଦର୍ଶନ କରିବାରୁ ଜମ୍ମୁ-କଶ୍ମୀର ପୋଲିସ ଅନୂ୍ୟନ ୨୧ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ମଧ୍ୟରେ ଜଣେ ଗ୍ରାଫିଟି ଆର୍ଟିଷ୍ଟ ଓ ଜଣେ…

କେନ୍ଦ୍ର ଜାରି କଲା ଏସ୍‌ଓପି

ନୂଆଦିଲ୍ଲୀ, ୧୭।୫(ପି.ଟି.): ବିଳମ୍ବରେ ହେଉ ପଛେ ଗ୍ରାମାଞ୍ଚଳରେ ସଂକ୍ରମଣ ରୋକିବାକୁ ଗାଇଡ୍‌ଲାଇନ ଜାରି କରିଛି କେନ୍ଦ୍ର। କରୋନା ଲକ୍ଷଣ ନ ଥିବା ବହୁବିଧ ରୋଗୀ କିମ୍ବା ସାମାନ୍ୟ…

କୋଭିଡ୍‌ ପରିଚାଳନାରେ ଅବ୍ୟବସ୍ଥା, ଅନଶନରେ ବସିଲେ ସ୍ବେଚ୍ଛାସେବୀ

ବରଗଡ ଅଫିସ,୧୭।୫- ବରଗଡ ଜିଲାରେ କରୋନା ସଂକ୍ରମଣ ଅଣାୟତ୍ତ ହୋଇପଡିଛି। ଏଠାରେ ଆକ୍ରାନ୍ତ, ମୃତକଙ୍କ ସଂଖ୍ୟା ବଢି ଚାଲିଛି। ଅନ୍ୟପଟେ ଜିଲାରେ କୋଭିଡ୍‌ ପରିଚାଳନା ଅବ୍ୟବସ୍ଥିତ ହୋଇ…

ଲକ୍‌ଡାଉନ୍‌ ପ୍ରଭାବ: ୧୦ ଦିନରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ପ୍ରତିଶତ ହ୍ରାସ…

ନୂଆଦିଲ୍ଲୀ,୧୭।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ଲକ୍‌ଡାଉନ୍‌ ପ୍ରଭାବରୁ…

ଇଟାଲିଆନ ଓପନ୍‌: ସ୍ବିଟେକ ଚାମ୍ପିୟନ

ରୋମ,୧୭।୫: ଇଟାଲିଆନ ଓପନ ଟେନିସ ଟୁର୍ନାମେଣ୍ଟରେ ପୋଲାଣ୍ଡର ଇଗା ସ୍ବିଟେକ ମହିଳା ସିଙ୍ଗଲ୍ସ ଟାଇଟଲ ହାସଲ କରିଛନ୍ତି। ରବିବାର ଅନୁଷ୍ଠିତ ଫାଇନାଲରେ ଫ୍ରେଞ୍ଚ ଓପନ୍‌ ଚାମ୍ପିୟନ ସ୍ବିଟେକ…

କମୁନି ସଂକ୍ରମଣ: ରାଜ୍ୟରେ ଆଜି ୧୦,୭୫୭ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୧୭।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ସୋମବାର ରାଜ୍ୟରେ ୧୦,୭୫୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬୦୨୪ ଜଣ କ୍ୱାରାଣ୍ଟାଇନ୍‌ରେ…

ସଂକ୍ରମଣ ବେଗରେ ସାମାନ୍ୟ ବ୍ରେକ୍‌ : ଦିନକରେ ୨.୮୧ ଲକ୍ଷ ସଂକ୍ରମିତ, ୪୧୦୦ ମୃତ

ନୂଆଦିଲ୍ଲୀ,୧୭।୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ତିନି ଲକ୍ଷରୁ ଅଧିକ ନୂତନ କରୋନା…

ଶଟ୍‌ଡାଉନରେ ରାସ୍ତାରେ ଦେହବେପାର ଡିଲ୍‌

ଭୁବନେଶ୍ୱର,୧୭।୫(ବ୍ୟୁରୋ):୨୫୦୦ ଟଙ୍କା ରେଟ୍‌ ଛିଣ୍ଡିଥିଲା। ରୁମ୍‌କୁ ନେଲା ପରେ ୫୦୦ଟଙ୍କା ଦେଇ ବଡ଼ଗଡ଼ରେ ଛାଡ଼ି ଦେଲେ। ସେଠୁ ଚାଲି ଚାଲି ମାଷ୍ଟରକ୍ୟାଣ୍ଟିନ ଆସିଲି। ଏବେ ମୋ ବାକି…

ଶିଶୁ ବିକ୍ରିକୁ ଗୁରୁତ୍ୱ ଦେଇ ନ ଥିଲା ପୋଲିସ

ଭୁବନେଶ୍ୱର,୧୭।୫(ବ୍ୟୁରୋ):ଜନ୍ମ ହେବାର ମାତ୍ର ୧୨ଟା ଦିନ ହୋଇଥିଲା। ଶିଶୁଟି ଭଲରେ ଆଖି ଖୋଲିବା ପୂର୍ବରୁ ମା’ କୋଳରୁ ଦୂରେଇ ଦେଇଥିଲେ ନିଷ୍ଠୁର ବାପା। ୫୦ ହଜାର ଟଙ୍କାରେ…