ରେକର୍ଡ ଭାଙ୍ଗୁଛି ଦୈନିକ ସଂକ୍ରମଣ: ରାଜ୍ୟରେ ପୁଣି ୧୧,୮୦୫ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୫।୫(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଦିନକୁ ଦିନ ରାଜ୍ୟରେ କରୋନା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୧,୮୦୫ କରୋନା ଆକ୍ରାନ୍ତ…

କରୋନାରେ ଯୁବ ଓଡ଼ିଆ ବୈଜ୍ଞାନିକଙ୍କ ମୃତ୍ୟୁ

ବାହାନଗା,୧୫ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁର ଅଞ୍ଚଳର ଯୁବ ବୈଜ୍ଞାନିକ ବୈଦ୍ୟନାଥ ମହାନ୍ତିଙ୍କ କରୋନାରେ ମୃତ୍ୟୁ ହୋଇଯାଇଛି। ଗତ ୧୫ଦିନ ପୂର୍ବରୁ ତାଙ୍କ ବଡଭାଇ ବିଶ୍ୱନାଥଙ୍କ ମୃତ୍ୟୁ…

ପାରୋଲରେ ଗଲେ ୫ କଏଦୀ

କେନ୍ଦୁଝର,୧୫ା୫(ଡି.ଏନ.ଏ.)-କରୋନା ସଂକ୍ରମଣ ବଢ଼ୁଥିବାବେଳେ ଜେଲରେ ସାମାଜିକ ଦୂରତ୍ୱ ବଜାୟ ରଖିବା ଲାଗି କଏଦୀ ସଂଖ୍ୟା ହ୍ରାସ କରିବା ପାଇଁ ପ୍ରୟାସ ଆରମ୍ଭ ହୋଇଛି। ସଜ୍ଜା କାଟୁଥିବା ବନ୍ଦୀଙ୍କୁ…

୧୫ ଜିଲାରେ ଝଡ଼ବର୍ଷା

ଭୁବନେଶ୍ୱର,୧୫ା୫(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୫ ଜିଲାରେ ଝଡ଼ବର୍ଷା ସମ୍ଭାବନା ରହିଛି। ସେହି ଜିଲାଗୁଡ଼ିକ ହେଲା ଭଦ୍ରକ, ବାଲେଶ୍ୱର, ଯାଜପୁର, କୋରାପୁଟ, କେନ୍ଦ୍ରାପଡ଼ା, କଟକ,…

ଭାରତୀୟ ମହିଳା କ୍ରିକେଟ ଦଳ ଘୋଷିତ

ନୂଆଦିଲ୍ଲୀ, ୧୫।୫- ଇଂଲଣ୍ଡ ବିପକ୍ଷ ୭ ମ୍ୟାଚ ବିଶିଷ୍ଟ ଟୁର୍‌ ପାଇଁ ଶୁକ୍ରବାର ଭାରତୀୟ ମହିଳା କ୍ରିକେଟ ଦଳ ଘୋଷିତ ହୋଇଛି। ଶେଫାଳି ବର୍ମା ପ୍ରଥମଥରପାଇଁ ଦିନିକିଆ…

ଘରୋଇ ଲାବ୍‌କୁ ସରକାରଙ୍କ ଚେତାବନୀ

ଭୁବନେଶ୍ୱର, ୧୫ା୫(ବ୍ୟୁରୋ): କରୋନା ଟେଷ୍ଟ୍‌ ପ୍ରସଙ୍ଗରେ ଘରୋଇ ଲାବ୍‌କୁ କଡ଼ା ଚେତାବନୀ ଦେଇଛନ୍ତି ରାଜ୍ୟ ସରକାର। ଆର୍‌ଟି-ପିସିଆର୍‌ ଟେଷ୍ଟ ପାଇଁ ଧାର୍ଯ୍ୟ ଦର ଠାରୁ ଅଧିକ ଟଙ୍କା…

କୋଟା ପୂରଣ ନ କରିପାରିଲେ ହାର୍ଦ୍ଦିକ ଅନ୍‌ଫିଟ୍‌

ନୂଆଦିଲ୍ଲୀ,୧୫ା୫ (ପି.ଟି.): ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଟେଷ୍ଟ ଦଳରୁ ବାଦ୍‌ ଦେବା ଲାଗି ବର୍ତ୍ତମାନର ସିଲେକ୍ସନ କମିଟିର ନିଷ୍ପତ୍ତି ପ୍ରତି ସମର୍ଥନ ଜଣାଇଛନ୍ତି ଭାରତର ପୂର୍ବତନ ଚୟନକର୍ତ୍ତା ସରଣଦୀପ…

ପୁଣି ଆଇପିଏଲ୍‌ ହେଲେ ଖେଳିବେ ଆର୍ଚର

ଲଣ୍ଡନ, ୧୫ା୫ (ପି.ଟି.)- ଆଘାତଜନିତ ସମସ୍ୟାରୁ ମୁକୁଳିବା ପରେ ଇଂଲଣ୍ଡ ସ୍ପିଡ୍‌ଷ୍ଟର ଜୋଫ୍ରା ଆର୍ଚର କ୍ରିକେଟକୁ ସଫଳ ପ୍ରତ୍ୟାବର୍ତ୍ତନ କରିଛନ୍ତି। କୋଭିଡ୍‌ ପାଇଁ ବର୍ତ୍ତମାନ ସସ୍‌ପେଣ୍ଡ ଥିବା…

୬ ସାଥିୟଁ ଦାନ କଲେ ୧ଲକ୍ଷ

ଚେନ୍ନାଇ, ୧୫ା୫ (ପି.ଟି.)-କୋଭିଡ୍‌ ମହାମାରୀ ବିରୋଧରେ ଲଢ଼େଇ ପାଇଁ ଭାରତୀୟ ଟେବୁଲ ଟେନିସ ଖେଳାଳି ଜି. ସାଥିୟାଁ ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କ ପବ୍ଲିକ ରିଲିଫ୍‌ ପାଣ୍ଠିକୁ ୧ଲକ୍ଷ ଟଙ୍କା…

କରୋନା ଆକ୍ରାନ୍ତ ୧୫ ଦିନର ଶିଶୁ ମୃତ

ବ୍ରହ୍ମପୁର ଅଫିସ୍‌,୧୫ା୫: କରୋନାର ଦ୍ୱିତୀୟ ଲହରରେ ଶିଶୁ ସଂକ୍ରମିତ ହେଲେଣି। ଗତ ସୋମବାର ବ୍ରହ୍ମପୁର ହାଉସିଂ ବୋର୍ଡ଼ରେ ରହୁଥିବା ଜଣେ ୧୦ ବର୍ଷୀୟ ନାବାଳକଙ୍କ କରୋନାରେ ମୃତ୍ୟୁ…