ସୀମାରେ ଇଦ୍‌ ପାଲିଲେ ବିଏସ୍‌ଏଫ୍‌-ପାକ୍‌ ରେଞ୍ଜର୍ସ

ନୂଆଦିଲ୍ଲୀ, ୨୧।୭: ଇଦ୍‌ ଅବସରରେ ବୁଧବାର ସୀମାର ବିଭିନ୍ନ ସ୍ଥାନରେ ଭାରତର ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌) ଏବଂ ପାକିସ୍ତାନୀ ରେଞ୍ଜର୍ସଙ୍କ ମଧ୍ୟରେ ମିଠା ଆଦାନପ୍ରଦାନ ହୋଇଛି।…

ସ୍ମୃତି ଇରାନୀଙ୍କ ଉପରେ ପୋଷ୍ଟ କରି ଫସିଲେ ପ୍ରଫେସର

ଫିରୋଜାବାଦ,୨୧।୭: କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀଙ୍କ ଉପରେ ଅପମାନଜନକ ଫେସବୁକ୍‌ ପୋଷ୍ଟ କରି ଫସଛନ୍ତି ୟୁପିର ଜଣେ ପ୍ରଫେସର। ଉତ୍ତର ପ୍ରଦେଶର ଫିରୋଜାବାଦ କୋର୍ଟରେ ଆତ୍ମସମର୍ପଣ କରିବା…

୨୭ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୭(ବ୍ୟୁରୋ): ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଆସନ୍ତା ୪୮ଘଣ୍ଟା ମଧ୍ୟରେ ଏକ ଲଘୁଚାପ ସୃଷ୍ଟି ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରିଛି। ଏହାର ପ୍ରଭାବରେ ରାଜ୍ୟରେ…

ବାଘଛାଲ ବିକ୍ରି ବେଳେ ଧରାପଡ଼ିଲେ

ଦେବଗଡ଼,୨୧ା୭(ଡି.ଏନ.ଏ.): କଲରାପତରିଆ ବାଘଛାଲ ଚୋରା କାରବାର ଅଭିଯୋଗରେ ଦେବଗଡ଼ ବନ ବିଭାଗ ବୁଧବାର ୪ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତିମାନେ ସମସ୍ତେ ସମ୍ବଲପୁର ଜିଲାର। ସେମାନେ…

କୋର୍ଟରେ ଚିତ୍କାର କଲେ ‘ତାରିଖ ପେ ତାରିଖ’

ନୂଆଦିଲ୍ଲୀ,୨୧।୭: ନ୍ୟାୟ ପାଇବାରେ ବିଳମ୍ବ ହେବାରୁ ଜଜ୍‌ଙ୍କ ଆଗରେ ‘ତାରିଖ ପେ ତାରିଖ’ (ତାରିଖ ପରେ ତାରିଖ) ଚିତ୍କାର କରିବା ସହ କୋର୍ଟ ରୁମ୍‌ର ଫର୍ନିଚର ଓ…

ଡିକିରୁ ମିଳିଲା ୨ଲକ୍ଷ, ପୋଲିସ ଏସ୍‌ଆଇ ଦେଇ ପାରିଲେନି ଉତ୍ତର

ଗୋଲାମୁଣ୍ଡା,୨୧।୭(ଡି.ଏନ୍‌.ଏ.): ଭିଜିଲାନ୍ସ ଜାଲରେ ପୋଲିସ ସବ୍‌ ଇନ୍ସପେକ୍ଟର। କଳାହାଣ୍ଡି ଜିଲା ଗୋଳାମୁଣ୍ଡା ଏସ୍‌ଆଇ ଉଗ୍ରସେନ ପଟେଲଙ୍କୁ ଭିଜିଲାନ୍ସ ଅଧିକାରୀ ଅଟକ ରଖି ପଚରାଉଚୁରା କରୁଛନ୍ତି। ମିଳିଥିବା ସୂଚନା…

ଭାରତ-ଇଂଲଣ୍ଡ ଟେଷ୍ଟ ସିରିଜ୍‌ରେ ଖେଳିବେ ରବିନସନ

ଲଣ୍ଡନ,୨୧।୭: ଆସନ୍ତା ୪ ତାରିଖରୁ ଟ୍ରେଣ୍ଟ ବ୍ରିଜଠାରୁ ଆରମ୍ଭ ହେବାକୁ ଥିବା ଭାରତ ବିପକ୍ଷ ଟେଷ୍ଟ ସିରିଜ୍‌ର ପ୍ରଥମ ଦୁଇ ମ୍ୟାଚ୍‌ ଲାଗି ବୁଧବାର ଘୋଷିତ ହୋଇଯାଇଛି…

୭୦ କି.ମି ଦୂରରୁ ଶତ୍ରୁକୁ ଧ୍ୱଂସ କରିବ ‘ଆକାଶ ଏନ୍‌ଜି’

ବାଲେଶ୍ୱର ଅଫିସ, ୨୧।୭: ବାଲେଶ୍ୱର ଜିଲା ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷଣ କେନ୍ଦ୍ରର ୩ନଂ. ଲଞ୍ଚପ୍ୟାଡରୁ ବୁଧବାର ମଧ୍ୟାହ୍ନ ୧୨ଟା ୪୪ ମିନିଟ୍‌ରେ ଆକାଶ କ୍ଷେପଣାସ୍ତ୍ରର ନ୍ୟୁ ଭର୍ଶନ୍‌…

ଓଡ଼ିଶା: ଆଜିର ଫଟୋ ( ଜୁଲାଇ ୨୧, ୨୦୨୧)

ଏଭଳି ହୋଇଛି ପାନୀୟ ଜଳ ବ୍ୟବସ୍ଥା   କଟକ ଦରଘାବଜ଼ାର ଜନଗହଳି ରାସ୍ତାରେ ବୁଲା ଗୋରୁ   ପବିତ୍ର ଇଦ୍‌-ଉଜ୍‌-ଜୁହା ଅବସରରେ ସମୂହ ନମାଜ ପାଠ   ଭୁବନେଶ୍ୱର…

ଦିନିକିଆ ର଼୍ୟାଙ୍କିଙ୍ଗ୍‌ରେ ବଡ଼ ପରିବର୍ତ୍ତନ

ଦୁବାଇ,୨୧।୭: ଭାରତ-ଶ୍ରୀଲଙ୍କା ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ସହିତ ବାଂଲାଦେଶ-ଜିମ୍ବାଓ୍ବେ ଓ ଦକ୍ଷିଣ ଆଫ୍ରିକା-ଆୟର୍ଲାଣ୍ଡ ଦିନିକିଆ ସିରିଜ୍‌ ଶେଷ ହେବା ପରେ ଖେଳାଳିଙ୍କ ର଼୍ୟାଙ୍କିଙ୍ଗ୍‌ରେ ଅଦଳବଦଳ ଦେଖିବାକୁ ମିଳିଛି।…