ପାଓ୍ବାର ଭାରତୀୟ ମହିଳା କ୍ରିକେଟ ମୁଖ୍ୟ କୋଚ୍‌

ନୂଆଦିଲ୍ଲୀ, ୧୪।୫(ପି.ଟି.): ପୂର୍ବତନ ଟିମ୍‌ ଇଣ୍ଡିଆ ସ୍ପିନର ରମେଶ ପାଓ୍ବାର ଭାରତୀୟ ମହିଳା କ୍ରିକେଟ ଦଳର ମୁଖ୍ୟ କୋଚ୍‌ ପଦକୁ ଫେରିଛନ୍ତି। ସେ ଡବ୍ଲ୍ୟୁଭି ରମଣଙ୍କ ସ୍ଥାନ…

ଜାଣନ୍ତି ମହିଳାଙ୍କ ଡ୍ରେସ୍‌ର ବଟନ୍‌ କାହିଁକି ବାମ ପଟରେ ଥାଏ

ଆପଣଙ୍କ ମନରେ କେବେ ପ୍ରଶ୍ନ ଉଠିଛି କି କାହିଁକି ମହିଳାଙ୍କ ଡ୍ରେସ୍‌ର ବଟନ୍‌ ଡାହାଣ ପଟରେ ନ ଥାଇ ବାମ ପଟରେ ରହିଥାଏ? ଯଦି ଧ୍ୟାନ ଦେଇନାହାନ୍ତି,…

ପୁଣି ରେକର୍ଡ ଭାଙ୍ଗିଲା କରୋନା: ରାଜ୍ୟରେ ଆଜି ୧୨,୩୯୦ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୧୪।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ଶୁକ୍ରବାର ରାଜ୍ୟରେ ୧୨,୩୯୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬୯୩୮ ଜଣ କ୍ୱାରାଣ୍ଟାଇନ୍‌ରେ…

ଗାଜା ଆକ୍ରମଣ: ନିହତ ହେଲେଣି ୯୦

ଗାଜା ସିଟି,୧୪ା୫:ଇସ୍ରାଏଲ୍‌ ଓ ହମାସ ଚରମପନ୍ଥୀଙ୍କ ମଧ୍ୟରେ ଚାଲିଥିବା ସଂଘର୍ଷ ଉଗ୍ରରୂପ ଧାରଣ କରିଛି। ଇସ୍ରାଏଲ୍‌ ଆକ୍ରମଣରେ ପାଲେଷ୍ଟାଇନ୍‌ର ୧୭ ଶିଶୁ ଓ ୭ ମହିଳାଙ୍କ ସମେତ…

କେମିତି ବଞ୍ଚିବେ ପ୍ରବାସୀ: ହାତରେ ଟଙ୍କା କି କାମ ନାହିଁ

ନୂଆଦିଲ୍ଲୀ,୧୪ା୫: କୋଭିଡ୍‌-୧୯ର ଦ୍ୱିତୀୟ ଲହର ମୁକାବିଲା ପାଇଁ ବିଭିନ୍ନ ରାଜ୍ୟରେ ସରକାରମାନେ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏଥିଯୋଗୁ ପ୍ରବାସୀ ଶ୍ରମିକମାନଙ୍କ ହାତରେ ଟଙ୍କା ନାହିଁ କି କାମ…

ସାରା ରାଜ୍ୟରେ ଝଡ଼ବର୍ଷା

ଭୁବନେଶ୍ୱର,୧୪ା୫(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ଗୁରୁବାର ଝଡ଼ ବର୍ଷା ହୋଇଛି। ଏହାଦ୍ୱାରା ଜନଜୀବନ ବିଶେଷଭାବେ ପ୍ରଭାବିତ ହୋଇଛି। ଏପରି କି କିଛି ସ୍ଥାନରେ ଗଛ, ବିଦ୍ୟୁତ୍‌ ଖୁଣ୍ଟ…

ୟୁପିଏସ୍‌ସି ସିଭିଲ୍‌ ପ୍ରିଲିମ୍‌ ପରୀକ୍ଷା ଘୁଞ୍ଚିଲା

ନୂଆଦିଲ୍ଲୀ, ୧୪।୫(ପି.ଟି.): ଦେଶରେ କରୋନା ସଂକ୍ରମଣ ସ୍ଥିତିକୁ ଦୃଷ୍ଟିରେ ରଖି କେନ୍ଦ୍ରୀୟ ଲୋକସେବା ଆୟୋଗ (ୟୁପିଏସ୍‌ସି) ଚଳିତ ବର୍ଷ ଜୁନ୍‌ରେ ହେବାକୁ ଥିବା ସିଭିଲ୍‌ ସର୍ଭିସ ପ୍ରିଲିମିନାରି…

କୋଭିଶିଲ୍ଡର ଦ୍ୱିତୀୟ ଡୋଜ୍‌ ଅବଧି ବଢ଼ିଲା

ନୂଆଦିଲ୍ଲୀ, ୧୪ା୫: ସିରମ୍‌ ଇନ୍‌ଷ୍ଟିଚ୍ୟୁଟ ପ୍ରସ୍ତୁତ କୋଭିଶିଲ୍ଡ ଟିକା ପ୍ରଥମ ଡୋଜ୍‌ ନେବାର ୧୨ରୁ ୧୬ ସପ୍ତାହ ପରେ ଦ୍ୱିତୀୟ ଡୋଜ୍‌ ନେବାକୁ ସରକାରୀ କମିଟି ନ୍ୟାଶନାଲ…

ବଜ୍ରପାତରେ ୧୮ ହାତୀ ମୃତ

ଗୁଆହାଟୀ,୧୪ା୫:ଆସାମର ନଗାଓଁ ଜିଲା ପାର୍ବତ୍ୟାଞ୍ଚଳରେ ଯାଇଛି ୧୮ ହାତୀଙ୍କ ଜୀବନ। କୁଣ୍ଡୋଲି ପ୍ରପୋଜ୍‌ଡ ରିଜର୍ଭ ଫରେଷ୍ଟ (ପିଆର୍‌ଏଫ୍‌)ରେ ବୁଧବାର ରାତିରେ ଘଟିଛି ଏହି ଦୁଃଖଦ ଘଟଣା। ଏତେ…

ମୂଳମୂଲ୍ୟ ଧିମା, ଖୁଚୁରା ବଢୁଛି

ନୂଆଦିଲ୍ଲୀ,୧୪।୫: କରୋନା ମହାମାରୀ ସମୟରେ ପେଟ୍ରୋଲ, ଡିଜେଲ ଦର ବୃଦ୍ଧି ଲୋକଙ୍କ ଚିନ୍ତା ବଢ଼ାଇଛି। ଗତ ୩ ଦିନ ଧରି ତେଲ ଦର ବଢିଥିବାବେଳେ ଗୁରୁବାର ଏହା…