୩୫ହଜାର ହେକ୍ଟର ଜମିରେ ହେବ ଜଳସେଚନ

ଭୁବନେଶ୍ୱର,(ବ୍ୟୁରୋ)/ବାରିପଦା ଅଫିସ,୨୦।୭:  ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୟୂରଭଞ୍ଜ ଜିଲା ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପର ଅତିରିକ୍ତ ଜଳସେଚନ ବ୍ୟବସ୍ଥାର ଲୋକାର୍ପଣ କରିଛନ୍ତି। ମୟୂରଭଞ୍ଜ…

ଭାରତରେ ପ୍ରଥମ ଘଟଣା, ମହିଳା ଡାକ୍ତର ଆଲ୍ଫା-ଡେଲ୍ଟା ଭାରିଆଣ୍ଟରେ ଆକ୍ରାନ୍ତ…

ଗୁଆହାଟି,୨୦।୭: ଆସାମର ଜଣେ ମହିଳା ଡାକ୍ତରଙ୍କଠାରେ କରୋନା ମହାମାରୀ ଭୂତାଣୁର ଆଲ୍ଫା ଏବଂ ଡେଲ୍ଟା ଭାରିଆଣ୍ଟ ଚିହ୍ନଟ ହୋଇଛି। ଜଣଙ୍କଠାରେ ୨ଟି ଭାରିଆଣ୍ଟ ରହିଥିବା ଭାରତରେ ପ୍ରଥମ…

ଖେଳ ମନ୍ତ୍ରୀଙ୍କୁ ମିଳିଲା ବଙ୍ଗଳା କ୍ରିକେଟ୍‌ ଟିମ୍‌ରେ ସ୍ଥାନ: ପୂର୍ବରୁ ମାରିଥିଲେ ତ୍ରିଶତକ

କୋଲକାତା,୨୦।୭: ଚଳିତ ବର୍ଷ ବିଧାନସଭା ନିର୍ବାଚନ ମାଧ୍ୟମରେ ନିଜର ରାଜନୈତିକ ଇନିଂସ ଆରମ୍ଭ କରିଥିବା ପଶ୍ଚିମବଙ୍ଗ କ୍ରୀଡ଼ା ମନ୍ତ୍ରୀ ମନୋଜ ତିୱାରୀଙ୍କୁ କ୍ରିକେଟ ଆସୋସିଏସନ ଅଫ ବେଙ୍ଗଲର…

ଯୋଜନ ଦୂରରେ ଯୋଜନା

ଖମାର,୨୦ା୭(ଡି.ଏନ.ଏ.) - ଗରିବ, ଅସହାୟଙ୍କ ଉନ୍ନତି ପାଇଁ ସରକାର କରିଛନ୍ତି ଅନେକ ଯୋଜନା। ରହିବାକୁ ପକ୍କା ଘର, ପିଇବାକୁ ବିଶୁଦ୍ଧ ପାନୀୟ ଜଳ ଓ ଖାଦ୍ୟ ସୁରକ୍ଷା…

୧୩ ବଲ୍‌ରେ ୬୩ ରନ୍‌ର ବିସ୍ଫୋରକ ଇନିଂସ ଖେଳିଲେ ଏହି କ୍ରିକେଟର୍‌

ଚେନ୍ନାଇ,୨୦।୭: ତାମିଲନାଡୁ ପ୍ରିମିୟର ଲିଗ (ଟିଏନପିଲ୍‌)ର ପ୍ରଥମ ମ୍ୟାଚରେ ୧୯ ବର୍ଷୀୟ ବ୍ୟାଟ୍ସମ୍ୟାନ ସାଇ ସୁଦର୍ଶନ ଚମତ୍କାର ବ୍ୟାଟିଂ କରିଛନ୍ତି। ସେ ୪୩ ବଲରେ ୮୭ ରନ୍‌ର…

ଚୋରି ବଢ଼ୁଥିବାରୁ ପଶିଲା ଚେତା

ଅନୁଗୋଳ ଅଫିସ, ୨୦ା୭ - ଚାରିଆଡ଼େ ସିସିଟିଭି ଲଗାଯାଇଛି। ଘରୋଇ ସୁରକ୍ଷା କର୍ମୀଙ୍କୁ ନିୟୋଜିତ କରାଯାଇଛି। ହେଲେ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରୁ ଘନ ଘନ ଚୋରି…

ବେବିନା ହତ୍ୟା ଅଭିଯୁକ୍ତ ନାବାଳକ

ନୟାଗଡ଼ ଅଫିସ,୨୦।୭: ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ବାଣିଗୋଛା ଥାନା ନୂଆଗଁା ପଞ୍ଚାୟତ ଧୁନ୍ଦୁଗାଡିଆ ଅଞ୍ଚଳରେ ୫ ବର୍ଷର ଶିଶୁକନ୍ୟାଙ୍କୁ ବଳାକତ୍ାର ପରେ ହତ୍ୟା ମାମଲାରେ ଗିରଫ…

‘ଶିଳ୍ପବିହୀନ ଜିଲାକୁ ଦିଆଯିବ ପ୍ରାଥମିକତା’

ଭୁବନେଶ୍ୱର,୨୦।୭(ବ୍ୟୁରୋ): ଏଣିକି ରାଜ୍ୟରେ ଶିଳ୍ପପୁଞ୍ଜ ଓ ଶିଳ୍ପ ପ୍ରତିଷ୍ଠାନ ସ୍ଥାପନ ବେଳେ ଶିଳ୍ପବିହୀନ ଜିଲାଗୁଡ଼ିକୁ ପ୍ରାଥମିକତା ଦିଆଯିବ ବୋଲି ଶିଳ୍ପମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର କହିଛନ୍ତି। ଆଞ୍ଚଳିକ ବୈଷ୍ୟମତା…

୧୨୫ ଦିନ ପରେ ଦୈନିକ ସଂକ୍ରମଣ ସର୍ବନିମ୍ନ…

ନୂଆଦିଲ୍ଲୀ,୨୦।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦୈନିକ ସଂକ୍ରମଣ ଏବଂ…

ଟୋକିଓରେ ଭାରତୀୟ ଆଥଲେଟ୍‌ଙ୍କ ଟ୍ରେନିଂ ଆରମ୍ଭ

ଟୋକିଓ, ୨୦।୭(ପି.ଟି.): ଟୋକିଓରେ ପହଞ୍ଚତ୍ବାର ଗୋଟିଏ ଦିନପରେ ଭାରତୀୟ ଆଥଲେଟ୍‌ମାନେ ଅଲିମ୍ପିକ୍ସ ପାଇଁ ସୋମବାର ଟ୍ରେନିଂ ଆରମ୍ଭ କରିଛନ୍ତି। କରୋନା ମହାମାରୀ ପାଇଁ ଗୋଟିଏ ବର୍ଷ ଘୁଞ୍ଚତ୍ଥିବା…