ନିଶୁଳ୍କ ହେବ କରୋନା ମୃତକଙ୍କ ଅନ୍ତିମ ସଂସ୍କାର…

ଲକ୍ଷ୍ନୌ,୮।୫: ଏଣିକି କରୋନା ମୃତକଙ୍କ ଅନ୍ତିମ ସଂସ୍କାର ନିଶୁଳ୍କ କରାଯିବ। ଏନେଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନିର୍ଦ୍ଦେଶ ଜାରି କରିଛନ୍ତି। ସହର ଅବା ଗ୍ରାମୀଣ ଅଞ୍ଚଳରେ…

ଜାଣନ୍ତି କରୋନା ମହାମାରୀ ସମୟରେ କେତେଥର ହାତ ଧୋଇବା ଉଚିତ୍‌, ନଚେତ୍‌…

ଓ୍ବାଶିଂଟନ,୮।୫: ଭାରତରେ କରୋନାର ଦ୍ୱିତୀୟ ଲହର ଜାରି ରହିଛି। ଏହି ସମୟରେ ମୁହଁରେ ମାସ୍କ ବାନ୍ଧିବା ସହିତ ହାତ ଧୋଇବା ଅଭ୍ୟାସ ସହ ସାମାଜିକ ଦୂରତା ଅତ୍ୟନ୍ତ…

ମନ୍ତ୍ରୀ ପ୍ରତାପ ଜେନା କରୋନା ସଂକ୍ରମିତ

ଭୁବନେଶ୍ୱର,୮।୫(ବ୍ୟୁରୋ): ଆଇନ ଓ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା କରୋନା ସଂକ୍ରମିତ ହୋଇଥିବା ନିଜେ ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି । ସେ ଟୁଇଟ୍‌ରେ ଲେଖିଛନ୍ତି,…

କୋଭିଡ ଡ୍ୟୁଟି ପାଇଁ ଯିବା ବେଳେ ଡାକ୍ତରୀ ଛାତ୍ରଙ୍କ ବସ୍‌ ଦୁର୍ଘଟଣାଗ୍ରସ୍ତ

ନୟାଗଡ଼ ଅଫିସ/ଦଶପଲ୍ଲା, ୮।୫,(ଡି.ଏନ୍‌. ଏ.): କୋଭିଡ ଡ୍ୟୁଟି ପାଇଁ କଟକ ଏସ୍‌ସିବିରୁ ଡାକ୍ତରୀ ଛାତ୍ରୀଛାତ୍ରଙ୍କୁ ନେଇ ବଲାଙ୍ଗୀର ଅଭିମୁଖେ ଯାଉଥିବା ଏକ ବସ ଶୁକ୍ରବାର ବିଳମ୍ବତ ରାତିରେ…

ଶେଷରେ ମାନିଲା ପାକିସ୍ତାନ: ୩୭୦ ହଟାଇବା ଭାରତର ଆଭ୍ୟନ୍ତରୀଣ ମାମଲା…

ଇସଲାମାବାଦ୍‌/ନୂଆଦିଲ୍ଲୀ,୮।୫: ଶେଷରେ ପାକିସ୍ତାନ ଭାରତର ଜମ୍ମୁ-କଶ୍ମୀର ନୀତିକୁ ମାନିଛି। ୩୭୦ ଅନୁଚ୍ଛେଦ ହଟାଇବା ଭାରତର ଆଭ୍ୟନ୍ତରିଣ ମାମଲା ବୋଲି ପାକିସ୍ତାନ ବହିର୍ବ୍ୟାପାର ମନ୍ତ୍ରୀ ଶାହ ମାହମୁଦ୍‌ କ୍ୟୁରେଶି…

ଫୋନ୍‌ରେ ଗପୁ ଗପୁ ସନ୍ତାନ ଜନ୍ମ ଦେଲେ ମହିଳା

ଲଣ୍ଡନ,୮।୫: ବ୍ରିଟେନ୍‌ରେ ରହୁଥିବା ଜଣେ ମହିଳା ମାତ୍ର ୨୭ ସେକେଣ୍ଡରେ ସନ୍ତାନ ଜନ୍ମ ଦେଇଛନ୍ତି। ଯାହାକି ଆଶ୍ଚର୍ଯ୍ୟଜନକ। ୨୯ ବର୍ଷୀୟା ସୋଫି କୁହନ୍ତି, ସେ ଏହି ସମୟରେ…

କରୋନାରେ ଖବରଦାତା ପ୍ରଦୀପ ସାହୁଙ୍କ ଦେହାନ୍ତ

ବ୍ରହ୍ମପୁର ଅଫିସ, ୮।୫: ବ୍ରହ୍ମପୁରରେ ଦୈନିକ ଖବରକାଗଜ ‘ସମ୍ବାଦ’ରେ ଗଞ୍ଜାମ ଜିଲା ପ୍ରତିନିଧି ଭାବେ କାର୍ଯ୍ୟରତ ପ୍ରଦୀପ କିଶୋର ସାହୁ (୪୩)ଙ୍କ ଶୁକ୍ରବାର ପୂର୍ବାହ୍ନରେ ଦେହାନ୍ତ ହୋଇଛି।…

ଭୋଜି ବନ୍ଦ ପାଇଁ ଯାଇଥିବା ତହସିଲଦାରଙ୍କୁ ଆକ୍ରମଣ

ଆର.ଉଦୟଗିରି,୮।୫(ଡି.ଏନ.ଏ.): ଗଜପତି ଜିଲା ଆର.ଉଦୟଗିରି ଥାନା ଛେଳିଗଡ଼ ଗ୍ରାମ ଖ୍ରୀଷ୍ଟିଆନ ସାହିରେ ଶୁକ୍ରବାର କୋଭିଡ୍‌ ନିୟମ ଉଲ୍ଲଂଘନ କରି ଏକ ବାହାଘର ଭୋଜି ଚାଲିଥିଲା। ଖବରପାଇ ଆର୍‌.…

ପାଲାଗାୟକ ଚିନ୍ମୟ ବଳଭଦ୍ର ପଣ୍ଡାଙ୍କ ପରଲୋକ

ଭୁବନେଶ୍ୱର, ୮।୫ (ବ୍ୟୁରୋ): ବିଶିଷ୍ଟ ପାଲା ଗାୟକ ଚିନ୍ମୟ ବଳଭଦ୍ର ପଣ୍ଡାଙ୍କ ପରଲୋକ ହୋଇଛି। ଗୁରୁବାର ରାତିରେ ଗଣ୍ଡରପୁରସ୍ଥିତ ତାଙ୍କ ଝିଅ ଘରେ ସେ ଶେଷ ନିଶ୍ୱାସ…

ଅନୁଗୋଳ ଏସ୍‌ଡିପିଓଙ୍କ ନାଁରେ ମାମଲା

ଭୁବନେଶ୍ୱର,୮।୫(ବ୍ୟୁରୋ): ପାରିବାରିକ ବିବାଦରେ ଛନ୍ଦି ହୋଇପଡିଥିବା ଅନୁଗୋଳ ଏସ୍‌ଡିପିଓ ଅଶ୍ୱିନୀ କୁମାର ସାହୁଙ୍କ ନାଁରେ ଆଉଏକ ଗୁରୁତର ଅଭିଯୋଗ ହୋଇଛି। ସ୍ବାମୀ ଅଶ୍ୱିନୀ ତାଙ୍କୁ ଯୌତୁକ ନିର୍ଯାତନା…