ଜେଲରେ ଜୁମା, ପ୍ରତିବାଦରେ ଅରାଜକତା

ଜୋହାନ୍ସବର୍ଗ/ଡର୍ବାନ,୧୪ା୭: ଦକ୍ଷିଣ ଆଫ୍ରିକାର ପୂର୍ବତନ ରାଷ୍ଟ୍ରପତି ଜାକୋବ ଜୁମା ଦୁର୍ନୀତି ମାମଲାରେ ଜେଲ୍‌ ଯିବା ପରେ ଦେଶର ବିଭିନ୍ନ ଭାଗରେ ଲୋକେ ରାସ୍ତାକୁ ଓହ୍ଲାଇଛନ୍ତି। ତାଙ୍କ ଗିରଫଦାରି…

ସ୍ତ୍ରୀ ଜାଣିପାରିବେ ନାହିଁ ବୋଲି ପ୍ରେମିକାଙ୍କ ନାଁରେ ଝିଅଙ୍କ ନାମ ରଖିଦେଲେ ବ୍ୟକ୍ତି; ପରେ ଯାହା ହେଲା ଜାଣିଲେ…

ନୂଆଦିଲ୍ଲୀ: ମାତାପିତାମାନେ ବହୁତ ଭାବିଚିନ୍ତି ନିଜ ସନ୍ତାନର ନାମ ସ୍ଥିର କରିଥାନ୍ତି। କିଛି ଲୋକ ସେମାନଙ୍କ ପିଲାମାନଙ୍କ ନାମ ସମସ୍ତଙ୍କଠାରୁ ଅଲଗା ରଖିବାକୁ ଚାହୁଁଥିବା ବେଳେ କିଛି…

ନେପାଳରେ ଦେଉବା ସରକାର

କାଠମାଣ୍ଡୁ, ୧୪ା୭: ନେପାଳୀ କଂଗ୍ରେସ ଅଧ୍ୟକ୍ଷ ଶେର ବାହାଦୁର ଦେଉବା ମଙ୍ଗଳବାର ୫ମ ଥର ପାଇଁ ନେପାଳର ପ୍ରଧାନମନ୍ତ୍ରୀ ହୋଇଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ରାଷ୍ଟ୍ରପତି ବିଦ୍ୟା…

ଜମିକୁ ନିଅଣ୍ଟ ଜଳ

ବଇଣ୍ଡା, ୧୪।୭(ପରିକ୍ଷିତ ସାହୁ) - ଜ୍ୟେଷ୍ଠ ସରିଲା। ଆରମ୍ଭ ହେଲାଣି ଆଷାଢ଼। ବିହନ ବୁଣି ଆକାଶକୁ ଅନାଇଛି ଚାଷୀ। ହେଲେ ନା ହେଉଛି ବର୍ଷା, ନା ରୋଇବା…

ଟୁଇଟ୍‌ ହଟାଇବାକୁ ସାକେତଙ୍କୁ ନିର୍ଦ୍ଦେଶ

ନୂଆଦିଲ୍ଲୀ, ୧୪ା୭: କେନ୍ଦ୍ରମନ୍ତ୍ରୀ ହରଦୀପ ସିଂ ପୁରୀଙ୍କ ସ୍ତ୍ରୀ ତଥା ଜାତିସଂଘର ପୂର୍ବତନ ସହକାରୀ ମହାସଚିବ ଲକ୍ଷ୍ମୀ ପୁରୀଙ୍କ ବିରୋଧରେ କରିଥିବା ଅପମାନଜନକ ଟୁଇଟ୍‌ ହଟାଇବା ପାଇଁ…

ପୁରସ୍କାର ପରେ ଅପରିଷ୍କାର

ଅନୁଗୋଳ ଅଫିସ, ୧୪ା୭ - ୨୦୧୯ରେ କାୟାକଳ୍ପ ପୁରସ୍କାର ପାଇବା ପୂର୍ବରୁ ଚମକୁଥିଲା ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ। ଏଠାକାର ପରିବେଶ କିପରି ପରିଦର୍ଶନକାରୀ ଟିମ୍‌ର ମନଛୁଇଁପାରିବ…

କ୍ୟାବିନେଟ କମିଟି ପୁନର୍ଗଠିତ

ନୂଆଦିଲ୍ଲୀ,୧୪ା୭: କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣର ୬ ଦିନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ୟାବିନେଟ କମିଟିଗୁଡ଼ିକୁ ପୁନର୍ଗଠନ କରିଛନ୍ତି। ମଙ୍ଗଳବାର ଅର୍ଥନୈତିକ ବ୍ୟାପାର କ୍ୟାବିନେଟ କମିଟି (ସିସିଇଏ)କୁ…

ଦ୍ୱିତୀୟ ନ ଯାଉଣୁ ତୃତୀୟ ଭୟ

ଭୁବନେଶ୍ୱର(ବ୍ୟୁରୋ)/ନୂଆଦିଲ୍ଲୀ,୧୪ା୭:ଓଡ଼ିଶାରେ କୋଭିଡ୍‌ ମୃତ୍ୟୁ ସଂଖ୍ୟା ବଢ଼ିଚାଲିଛି। ଗତ ଏପ୍ରିଲ ୧୩ରେ ରାଜ୍ୟରେ ୨ଜଣଙ୍କ ମୃତ୍ୟୁ ହୋଇଥିଲା। ସେହିପରି ମେ ୧୩ରେ ୧୯, ଜୁନ ୧୩ରେ ୪୫ ଏବଂ…

ଐତିହ୍ୟକୁ ଅବହେଳା

ଢେଙ୍କାନାଳ ଅଫିସ, ୧୪।୭ - ରାଜ୍ୟର ସମୃଦ୍ଧ ମନ୍ଦିର ପର୍ଯ୍ୟଟନ (ଟେମ୍ପଲ ଟୁରିଜମ୍‌)କୁ ନେଇ ରହିଛି ଅନେକ ସମ୍ଭାବନା। କୋଭିଡ୍‌ ମହାମାରୀ ସମୟରେ ବିପର୍ଯ୍ୟସ୍ତ ଅର୍ଥନୀତିକୁ ବାଟକୁ…

ରେକର୍ଡ ଭାଙ୍ଗିଲା କରୋନା: ଦିନକରେ କରୋନା ନେଲା ୬୫ ଜୀବନ

ଭୁବନେଶ୍ୱର,୧୪/୭(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୬୩ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୭୯୫ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…