କ୍ଷୀର ଦର ୨ଟଙ୍କା ବଢ଼ାଇଲା ମଦର ଡେରୀ

ଭୁବନେଶ୍ୱର,୧୧।୭:  ଦେଶର ଅଗ୍ରଣୀ ଦୁଗ୍ଧ ଜାତୀୟ ସାମଗ୍ରୀ ବିକ୍ରେତା ମଦର ଡେରୀ ପକ୍ଷରୁ କ୍ଷୀର ଲିଟର ଦିଲ୍ଲୀ ସମେତ ଅନ୍ୟ ସହରରେ ପିଛା ୨ ଟଙ୍କା ବୃଦ୍ଧି କରାଯାଇଛି।…

ତାଲିବାନ୍‌ ହେଉଛି ଉଗ୍ର, ୫୦ ଭାରତୀୟ ଅଧିକାରୀଙ୍କୁ ଆଫଗାନିସ୍ତାନ ଛାଡ଼ିବାକୁ ପରାମର୍ଶ…

କାବୁଲ,୧୧।୭: ଆଫଗାନିସ୍ତାନର କାନ୍ଧାହାର ସ୍ଥିତ ଦୂତାବାସ କାର୍ଯ୍ୟାଳୟରେ କାର୍ଯ୍ୟ କରୁଥିବା ୫୦ ଜଣ ଭାରତୀୟ ଅଧିକାରୀଙ୍କୁ ସ୍ବଦେଶ ଫେରିବାକୁ ପରାମର୍ଶ ଦିଆଯାଇଛି। ଆଫଗାନିସ୍ତାନରେ ତାଲିବାନ୍‌ ଆତଙ୍କବାଦୀ ସଂଗଠନ…

କର୍ମଚାରୀଙ୍କୁ ତତ୍କାଳ ଛୁଟି ଦେବ ବ୍ୟାଙ୍କ

ନୂଆଦିଲ୍ଲୀ,୧୧।୭: ବ୍ୟାଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କିଛି ହାତଗଣତି କର୍ମଚାରୀଙ୍କ ଦ୍ବାରା ସବୁବେଳେ ପରିଚାଳିତ ହେଉ ବୋଲି ଭାରତୀୟ ରିଜର୍ଭ ବ୍ୟାଙ୍କ ଚାହୁନାହିଁ। ଏଭଳି ନିୟମର ପରିବର୍ତ୍ତନ ସହ…

ଜୁଲାଇ ୧୬ରେ ଶୁଣାଣି

ନୂଆଦିଲ୍ଲୀ,୧୧।୭: ଦେଶରେ ନୂଆ ଆଇଟି ନିୟମର ସାମ୍ବିଧାନିକ ବୈଧତା କୁ ନେଇ ବିଭିନ୍ନ ହାଇକୋର୍ଟରେ ମାମଲା ରୁଜୁ ହୋଇଛି। ଏହା ଉପରେ ସଂପୃକ୍ତ କୋର୍ଟଗୁଡ଼ିକରେ ଶୁଣାଣିକୁ ସ୍ଥଗିତ…

ବ୍ଲାକ୍‌ ସ୍ବାନ୍‌ ଅଡିଶନ: ଓଡ଼ିଶା ପାଇଁ ଗୌରବ ଆଣିଲେ ଓଡ଼ିଶାର ଶ୍ରେୟା

ଭୁବନେଶ୍ୱର, ୧୧।୭ (ବ୍ୟୁରୋ): ଅନ୍ତର୍ଜାତୀୟ ସ୍ତରରେ ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି ଓଡ଼ିଆ ଝିଅ ଶ୍ରେୟା ଲେଙ୍କା। ଝାରସୁଗୁଡ଼ାର ୧୭ ବର୍ଷୀୟା ଶ୍ରେୟା ଦକ୍ଷିଣ କୋରିଆରେ ଥିବା…

ଭର୍ଚୁଆଲ ଟୁର୍‌ରେ ନିୟମଗିରିର ଡଙ୍ଗରିଆ କନ୍ଧ

ଭୁବନେଶ୍ୱର, ୧୧।୭ (ବ୍ୟୁରୋ): ଓଡ଼ିଶାର ଜନଜାତିଙ୍କ ମଧ୍ୟରେ ଡଙ୍ଗରିଆ କନ୍ଧ ହେଉଛନ୍ତି ଅନ୍ୟତମ। ଏମାନେ ସାଧାରଣତଃ ରାୟଗଡ଼ାର ପୂର୍ବଘାଟ ଅଞ୍ଚଳରେ ବସବାସ କରନ୍ତି। ସୂଚୀଶିଳ୍ପ, କାଠଖୋଦେଇ, ଚିତ୍ର…

ଜୟଦେବ ବିହାର-ନନ୍ଦନକାନନ ବିକଳ୍ପ ରାସ୍ତା ନିର୍ମାଣ: ୩ ମାସରେ ସାରିବାକୁ ପୂର୍ତ୍ତ ବିଭାଗକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୧ା୭(ବ୍ୟୁରୋ): ଭୁବନେଶ୍ୱର ସହରରେ ଜନସଂଖ୍ୟା ବଢୁଥିବାରୁ ଟ୍ରାଫିକ୍‌ ସମସ୍ୟା ଦିନକୁ ଦିନ ଅସମ୍ଭାଳ ହେଉଛି। ଏହାକୁ ଦୃଷ୍ଟିରେ ରଖି ସହରର ବିଭିନ୍ନ ସ୍ଥାନରେ ସମାନ୍ତରାଳ ରାସ୍ତା ନିର୍ମାଣ…

ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ଲଗାମ୍‌…

ନୂଆଦିଲ୍ଲୀ,୧୧।୭: ଦେଶରେ କରୋନା ସଂକ୍ରମଣରେ ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦେଶରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ…

୫ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର, ୧୧।୭(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଟ୍ରପ୍‌ ଲାଇନ୍‌ ସକ୍ରିୟ ରହିଛି। ବର୍ତ୍ତମାନ ସମୁଦ୍ର ପତ୍ତନରେ ଥିବା ପୂର୍ବ-ପଶ୍ଚିମ ଲଘୁଚାପ ରେଖା ଉତ୍ତରପଶ୍ଚିମ ରାଜସ୍ଥାନରୁ ଓଡ଼ିଶା ଦେଇ…

ଶ୍ରୀଜଗନ୍ନାଥଙ୍କ ବ୍ରହ୍ମ ରହସ୍ୟ – ମହାବାହୁଙ୍କ ଅଧା ବିଗ୍ରହର କାହାଣୀ

ଯିଏ ରୁହନ୍ତି ଉଜ୍ୱଳ ଆଲୋକରେ, ଅନ୍ଧକାରରେ. ଆମେ ଉଚ୍ଚାରଣ କରୁଥିବା ଶଦ୍ଧରେ। ଯିଏ ରୁହନ୍ତି ବ୍ରାହ୍ମାଣ୍ଡର ଶୂନ୍ୟତାରେ, ପୃଥିବୀର ପରିପୂର୍ଣ୍ଣତାରେ, ସାଧୁର ରୁଦ୍ରାକ୍ଷରେ, ଛୋଟେଇ ଛୋଟେଇ ଚାଲୁଥିବା…