ବନ୍ଦ ହେଲା ଶିମିଳିପାଳ ଅଭୟାରଣ୍ୟ

ବାରିପଦା ଅଫିସ, ୧।୫: କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ଶନିବାରଠାରୁ ବନ୍ଦ କରାଯାଇଛି। ଶିମିଳିପାଳ ଅଭୟାରଣ୍ୟର ବନ୍ୟଜନ୍ତୁ ଏବଂ ପାଦଦେଶରେ…

ଥାନା ଆଗରେ କିରୋସିନ ଢାଳି ମହିଳାଙ୍କ ଆତ୍ମାହୂତି ଉଦ୍ୟମ

ବାସୁଦେବପୁର,୧ା୫: ପୋଲିସ ଉପରେ ଅସନ୍ତୋଷ ପ୍ରକାଶ କରି ଭଦ୍ରକ ଜିଲା ଅରଣ୍ଡୁଆ ପଞ୍ଚାୟତ ନରେନ୍ଦ୍ରପୁର ଗ୍ରାମର ତାରାମଣି ବିଶ୍ୱାଳ ବାସୁଦେବପୁର ଥାନା ସମ୍ମୁଖରେ ଦେହରେ କିରୋସିନ ଢାଳି…

ବନ୍ଦ ରହିବ ଧର୍ମାନୁଷ୍ଠାନ

ଭଦ୍ରକ ଅଫିସ, ୧ା୫: ଶନିବାରଠାରୁ ସର୍ବସାଧାରଣଙ୍କ ପାଇଁ ଧର୍ମାନୁଷ୍ଠାନ ବନ୍ଦ ରଖିବାକୁ ଭଦ୍ରକ ଜିଲାପାଳ ଡ. ଜ୍ଞାନରଞ୍ଜନ ଦାସ ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶନାମା ଅନିର୍ଦ୍ଦିଷ୍ଟ କାଳ…

ପ୍ରିୟଙ୍କାଙ୍କ ଅଭିଯୋଗ: ‘ଉତ୍ତରପ୍ରଦେଶରେ ନିର୍ବାଚନ ଡ୍ୟୁଟି କରିଥିବା ପ୍ରାୟ ୭୦୦ ଶିକ୍ଷକ ମୃତ’

ନୂଆଦିଲ୍ଲୀ,୧।୫: କଂଗ୍ରେସର ସାଧାରଣ ସମ୍ପାଦକ ତଥା ଉତ୍ତରପ୍ରଦେଶ ପ୍ରଭାରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଶନିବାର କେନ୍ଦ୍ର ସରକାରଙ୍କୁ କଟାକ୍ଷ କରିଛନ୍ତି। କରୋନା ମହାମାରୀର ଚିନ୍ତାଜନକ ପରିସ୍ଥିତିରେ ସରକାର…

୫ଦିନ ଧରି ନାବାଳିକାଙ୍କୁ ବଳାତ୍କାର

ବାରିପଦା ଅଫିସ, ୧।୫: ମୟୂରଭଞ୍ଜ ଜିଲା ଚାନ୍ଦୁଆ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ୫ଦିନ ଧରି ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ନାବାଳିକା ବାପାଙ୍କ ଅଭିଯୋଗ ଅନୁଯାୟୀ…

ରାଶିଫଳ: ରବିବାର, ମେ ୦୨ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ସମସ୍ୟା ଓ ଆକସ୍ମିକ କଳହ ପ୍ରତି ସଜାଗ ରହିବା ଭଲ ହେବ। ଦୂରସ୍ଥ ସନ୍ତାନଙ୍କ ପାଇଁ ମନ ଉଦ୍‌ବେଗ ରହିବା ଫଳରେ ମାନସିକ…

କରୋନାରେ ଚାଲିଗଲା ଆଉ ଜଣେ ଟିଭି ଆଙ୍କରଙ୍କ ଜୀବନ

ନୂଆଦିଲ୍ଲୀ,୧।୫: କରୋନା ମହାମାରୀ ଜଣଙ୍କ ପରେ ଜଣଙ୍କ ଜୀବନ ନେଇଚାଲିଛି। ଏହି ଭୂତାଣୁ ବର୍ତ୍ତମାନ ସମଗ୍ର ଦେଶରେ ଆତଙ୍କ ଖେଳାଇଛି। ପ୍ରତିଦିନ ଏମିତି ଖବର ଆସୁଛି, ଯାହା…

ବରଗଡ଼ରେ ଅଣାୟତ୍ତ କରୋନା, ଦୈନିକ ସଂକ୍ରମଣ ୫ଶହ ଟପିଲା

ବରଗଡ଼ ଅଫିସ୍‌,୧।୫: ବରଗଡ଼ ଜିଲାରେ କରୋନା(କୋଭିଡ୍‌-୧୯) ସଂକ୍ରମଣର ଦ୍ୱିତୀୟ ଲହର ପ୍ରଥମ ଲହର ଅପେକ୍ଷା ଅଧିକ ଘାତକ ହୋଇ ପଡ଼ିଛି । ଜିଲାରେ ଆକ୍ରାନ୍ତ, ମୃତକଙ୍କ ସଂଖ୍ୟା…

ଶଟ୍‌ ଡାଉନରେ ବରଗଡ଼ ଶୂନଶାନ୍‌

ବରଗଡ଼ ଅଫିସ୍‌,୧।୫: କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ବରଗଡ଼ ଜିଲାର ସହରାଞ୍ଚଳ ଗୁଡ଼ିକରେ ପ୍ରତି ସପ୍ତାହର ଶନିବାର, ରବିବାର ଦୁଇଦିନ ସପ୍ତାହାନ୍ତ ଶଟ୍‌ ଡାଉନ କଟକଣା…

କରୋନା ରୋଗୀଙ୍କ ମୃତ୍ୟୁ ଦେଖି ଭୋ ଭୋ କାନ୍ଦିଲେ ଡାକ୍ତର, କହିଲେ…

ଲକ୍ଷ୍ନୌ,୧।୫: ଉତ୍ତରପ୍ରଦେଶର ମହାରାଜଗଞ୍ଜ ଜିଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମୁଖ୍ୟ ଚିକିତ୍ସା ଅଧୀକ୍ଷକ ଡା. ଏ କେ ରାୟ କରୋନା ରୋଗୀଙ୍କ ମୃତ୍ୟୁ ଦେଖି ନିଜ ଚାମ୍ବରରେ ବସି…