ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ ଜେନା…

ଜେଲରୁ ପ୍ରଚାର କରିବେ ଆଜମ ଖାଁ? ଷ୍ଟାର ପ୍ରଚାରକ ଲିଷ୍ଟରେ ରହିଛି ନାମ

ଲକ୍ଷ୍ନୌ,୨୮।୩: ଲୋକସଭା ନିର୍ବାଚନ ୨୦୨୪ ପାଇଁ ବିଗୁଲ ବାଜି ସାରିଛି ଏବଂ ଉତ୍ତରପ୍ରଦେଶର ୮୦ଟି ଆସନରେ ୭ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ୟୁପିରେ ପ୍ରଥମ ପର୍ଯ୍ୟାୟରେ…

ଦୁର୍ଘଟଣାରେ ଶ୍ୱଶୁର ମୃତ, ଜ୍ୱାଇଁ ଗୁରୁତର

ଭେଡ଼େନ,୨୮।୩ (ସୁଦନ ମହାକୁର): ବରଗଡ଼ ଜିଲା ଭେଡ଼େନ ଥାନା ଅଧୀନ ଭେଡ଼େନ-ରେମଣ୍ଡା ରାସ୍ତାର ଅପାମରା ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇାକ୍‌ ଭାରସାମ୍ୟ…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ ସୁରେନ୍ଦ୍ର…

ମୁଖତାର ଅନସାରୀ ଗୁରୁତର, ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୨୮।୩: ବାହୁବଳୀ ନେତା ମୁଖତାର ଅନସାରୀ ଗୁରୁତର ହୋଇପଡିଛନ୍ତି। ବାନ୍ଦା ଜେଲରେ ଥିବା ବେଳେ ତାଙ୍କର ସ୍ବାସ୍ଥ୍ୟ ବିଗିଡି ଯାଇଛି। ଏହା ପରେ ତାଙ୍କୁ ବାନ୍ଦା ମେଡିକାଲ…

କେଜ୍‌ରିଓ୍ବାଲଙ୍କ ଗିରଫଦାରୀକୁ ନେଇ ଆମେରିକା ଦେଇଥିବା ମନ୍ତବ୍ୟ ଉପରେ କଡ଼ା ଜବାବ ଦେଲା ଭାରତ

ନୂଆଦିଲ୍ଲୀ,୨୮।୩ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଗିରଫଦାରୀ ଏବଂ କଂଗ୍ରେସର ବ୍ୟାଙ୍କ ଆକାଉଣ୍ଟକୁ ଅଚଳ କରାଯିବା ଘଟଣା ଉପରେ ଆମେରିକାର ମନ୍ତବ୍ୟ ଅବାଞ୍ଛିତ ବୋଲି ଭାରତର…

କେଶବ ମହାରାଜଙ୍କୁ ଦଳରେ ସାମିଲ କଲା ରାଜସ୍ଥାନ ରୟାଲ୍ସ, କେକେଆର ଆଣିଲା ୧୬ ବର୍ଷ ବୟସ୍କ ଆଫଗାନିସ୍ତାନ ସ୍ପିନର

ନୂଆଦିଲ୍ଲୀ ,୨୮।୩: ଆହତ ପ୍ରସିଦ୍ଧ କ୍ରିଷ୍ଣାଙ୍କ ସ୍ଥାନରେ ବଦଳ ଖେଳାଳି ଭାବେ ରାଜସ୍ଥାନ ରୟାଲ୍ସ ଦକ୍ଷିଣ ଆଫ୍ରିକାର ସ୍ପିନର କେଶବ ମହାରାଜଙ୍କୁ ଦଳରେ ସାମିଲ କରିଛି। ସେହିଭଳି…

ଭାଜପା ସହ ହେଲା ନାହିଁ ମେଣ୍ଟ ତ ନବୀନ ଖେଳିଲେ ନୂଆ ଗେମ! ପୁରୁଷଙ୍କ ଟିକେଟ କାଟି ପତ୍ନୀମାନଙ୍କୁ କଲେ ପ୍ରାର୍ଥୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮।୩: ଓଡ଼ିଶାରେ ଶାସକ ବିଜୁ ଜନତା ଦଳ (ବିଜେଡି) ଆଗାମୀ ବିଧାନସଭା ନିର୍ବାଚନ ପାଇଁ ୪ ମହିଳାଙ୍କୁ ସେମାନଙ୍କ ସ୍ବାମୀଙ୍କ ସ୍ଥାନରେ ପ୍ରାର୍ଥୀ କରିଛି। ଏହି ୪…

ଇତିହାସ ରଚିଲେ ରିଷଭ ପନ୍ତ, ଏଭଳି କରିବାରେ ହେଲେ ୭ମ ଖେଳାଳି

ଜୟପୁର,୨୮।୩: ୨୦୨୪ ଆଇପିଏଲର ୧୭ ତମ ସିଜନରେ ପ୍ରାୟ ପ୍ରତ୍ୟେକ ମ୍ୟାଚରେ ନୂଆ ରେକର୍ଡ ସୃଷ୍ଟି ହେଉଛି । ଜୟପୁରର ସୱାଇ ମାନ ସିଂ ଷ୍ଟାଡିୟମରେ ରାଜସ୍ଥାନ…

ସୁଧାଂଶୁଙ୍କୁ ଗୁରୁଦାୟିତ୍ୱ ଦେଲା କଂଗ୍ରେସ

ରୂପସା,୨୮।୩(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା କଂଗ୍ରେସ କମିଟି ସାଧାରଣ ସମ୍ପାଦକ ଓ ମୁଖ୍ୟ ମୁଖପାତ୍ର ସୁଧାଂଶୁ ଶେଖର ଜେନାଙ୍କୁ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭଦ୍ରକ ଲୋକସଭା…

All Rights Reserved