ଚରଣାମୃତ ଭଳି ମିଳୁଛି ଅକ୍ସିଜେନ

ନୂଆଦିଲ୍ଲୀ,୨୭ା୪: ନୋଭେଲ କରୋନା ଭାଇରସ୍‌ର ପ୍ରଚଣ୍ଡ ପ୍ରହାର ଓ ଏହାର ମୁକାବିଲାରେ ବିଫଳତା ଭାରତୀୟ ଅର୍ଥନୀତିକୁ ଉଜାଡ଼ିଦେଇଛି। ଅର୍ଥ ବ୍ୟବସ୍ଥା ଅଣ୍ଟା ସଳଖି ଛିଡ଼ା ନ ହେଉଣୁ…

ସିଜେଆଇଙ୍କ ନାମରେ ଜାଲ୍‌ ଟୁଇଟର ଆକାଉଣ୍ଟ

ନୂଆଦିଲ୍ଲୀ, ୨୭।୪: ଭାରତର ୪୮ତମ ପ୍ରଧାନ ବିଚାରପତି (ସିଜେଆଇ) ଭାବେ ଶନିବାର ଶପଥ ଗ୍ରହଣ କରିଥିବା ଜଷ୍ଟିସ୍‌ ଏନ୍‌.ଭି. ରମାନାଙ୍କର ଟୁଇଟର କିମ୍ବା ଅନ୍ୟ କୌଣସି ସୋସିଆଲ…

ବଢ଼ିବ କଣ୍ଟେନମେଣ୍ଟ ଜୋନ୍‌

ନୂଆଦିଲ୍ଲୀ, ୨୭।୪: ଦେଶରେ କରୋନା ସଂକ୍ରମଣ ଦ୍ରୁତ ବେଗରେ ମାଡ଼ିଚାଲିଥିବାବେଳେ ଏହାକୁ ରୋକିବା ପାଇଁ କେନ୍ଦ୍ର ସରକାର ସୋମବାର ରାଜ୍ୟଗୁଡ଼ିକ ପାଇଁ ସବିଶେଷ କଣ୍ଟେନମେଣ୍ଟ ଯୋଜନା ଜାରି…

ଆଣ୍ଟାସିଡ୍‌ ଏବଂ ପାକସ୍ଥଳୀ

ପେଟଜନିତ କିଛି ସମସ୍ୟା ଥିଲେ ଡାକ୍ତର ଆମକୁ କେତେକ ଔଷଧ ବ୍ୟତୀତ ଆଣ୍ଟାସିଡ୍‌ ଖାଇବାକୁ ପରାମର୍ଶ ଦେଇଥାଆନ୍ତି। ହେଲେ ଏହାକୁ ଦୀର୍ଘଦିନ ଧରି ଖାଇଲେ ତାହାର ପ୍ରଭାବ…

କୁମିନ୍ସ ଦାନ କଲେ ୫୦ ହଜାର ଡଲାର

ନୂଆଦିଲ୍ଲୀ, ୨୭ା୪ (ପି.ଟି.)-ଭାରତରେ କୋଭିଡ୍‌ ବିରୋଧରେ ଲଢେଇ ପାଇଁ ସହାୟତାର ହାତ ବଢାଇଛନ୍ତି କୋଲକାତା ନାଇଟ ରାଇଡର୍ସ (କେକେଆର)ର ଅଷ୍ଟ୍ରେଲୀୟ ପେସ୍‌ ବୋଲର ପ୍ୟାଟ୍‌ କୁମିନ୍ସ। ସୋମବାର…

ରାଣୀଙ୍କ ସମେତ ମହିଳା ହକି ଦଳର ୭ଙ୍କୁ କରୋନା

ନୂଆଦିଲ୍ଲୀ, ୨୭।୪(ପି.ଟି.)-ଭାରତୀୟ ମହିଳା ହକି ଅଧିନାୟିକା ରାଣୀ ରାମପାଲଙ୍କ ସମେତ ଦଳର ୭ ସଦସ୍ୟ କରୋନା ଭୂତାଣୁରେ ସଂକ୍ରମିତ ହୋଇଛନ୍ତି। ବେଙ୍ଗାଲୁରୁସ୍ଥିତ ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ…

ତୀରନ୍ଦାଜୀ ବିଶ୍ୱକପ୍‌ ଷ୍ଟେଜ୍‌-୧:ଭାରତ ଜିତିଲା ୪ ପଦକ

ଗୁଆଟାମଳା ସିଟି, ୨୭ା୪ (ପି.ଟି.)-ଭାରତୀୟ ତୀରନ୍ଦାଜ ଦମ୍ପତି ଦୀପିକା କୁମାରୀ ଓ ଅତନୁ ଦାସ ବ୍ୟକ୍ତିଗତ ବିଭାଗରେ ଦୁଇଟି ସ୍ବର୍ଣ୍ଣ ପଦକ ଲାଭ କରିଛନ୍ତି। ଫଳରେ ଏଠାରେ…

ବାର୍ସିଲୋନାରେ ନାଡାଲଙ୍କୁ ୧୨ତମ ଟାଇଟଲ

ବାର୍ସିଲୋନା, ୨୭ା୪ (ଏପି)-ସ୍ପେନ୍‌ର ଷ୍ଟାର ଖେଳାଳି ରାଫାଲ ନାଡାଲ ୧୨ ଥର ବାର୍ସିଲୋନା ଓପନ ଟେନିସ ଟାଇଟଲ ଜିତିଛନ୍ତି। ଫାଇନାଲରେ ସେ ଗ୍ରୀସ୍‌ର ଷ୍ଟିଫାନ୍‌ସ ସିତ୍‌ସିପାସ୍‌ଙ୍କୁ ୬-୪,…

ଭାରତୀୟ ମହିଳା କ୍ରିକେଟ ଦଳକୁ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଯୋଗ୍ୟତା

ଦୁବାଇ, ୨୭।୪(ପି.ଟି.)-୨୦୨୨ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଭାରତୀୟ ମହିଳା କ୍ରିକେଟ ଦଳ ଯୋଗ୍ୟତା ଅର୍ଜନ କରିଛି। ଏହି ମଲ୍ଟି ସ୍ପୋଟର୍‌ସ ଇଭେଣ୍ଟକୁ କ୍ରିକେଟ ଦ୍ୱିତୀୟ ଥରପାଇଁ ପ୍ରତ୍ୟାବର୍ତ୍ତନ…

ପହଞ୍ଚୁନି ପ୍ରକଳ୍ପ ପାଣି

ବଇଣ୍ଡା,୨୭ା୪(ପରିକ୍ଷିତ ସାହୁ) ଗ୍ରାମାଞ୍ଚଳକୁ ପାନୀୟ ଜଳ ଯୋଗାଣ ପାଇଁ ସରକାରଙ୍କ ମାଳମାଳ ଯୋଜନା ରହିଛି। ହେଲେ ପ୍ରଶାସନିକ ଇଚ୍ଛାଶକ୍ତି ଅଭାବ ଏ କ୍ଷେତ୍ରରେ ପ୍ରତିବନ୍ଧକ ସାଜୁଛି। ଏହି…