ଏବିଭିପି ନେତାରୁ ମୁଖ୍ୟମନ୍ତ୍ରୀ

ଡେରାଡୁନ,୩।୭: ଭାଜପା ବିଧାୟକ ପୁଷ୍କର ସିଂ ଧାମି ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ନିଯୁକ୍ତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ଧାମି ଉଧାମସିଂନଗର ଜିଲାର ଖାତିମା ନିର୍ବାଚନ ମଣ୍ଡଳୀରୁ ବିଧାନସଭାକୁ ଦୁଇଥର…

‘ରାଫେଲ ଚୁକ୍ତିରେ ଦୁର୍ନୀତି ସ୍ପଷ୍ଟ’

ନୂଆଦିଲ୍ଲୀ, ୩ା୭- ଭାରତ ସହ ଫ୍ରାନ୍ସର ୫୯ ହଜାର କୋଟି ଟଙ୍କାର ରାଫେଲ ଫାଇଟର ଜେଟ୍‌ ଚୁକ୍ତିରେ ଦୁର୍ନୀତି ଓ ପକ୍ଷପାତିତା ଅଭିଯୋଗର ତଦନ୍ତ ଆରମ୍ଭ ହୋଇଛି।…

ମୃତ ଶିକ୍ଷକଙ୍କୁ କଣ୍ଟ୍ରୋଲ ରୁମ୍‌ ଡ୍ୟୁଟି

ନବରଙ୍ଗପୁର,୩।୭: ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଶିକ୍ଷା ବିଭାଗର ଅଜବ ନୀତି। ମୃତ ଶିକ୍ଷକଙ୍କୁ ମିଳିଛି କୋଭିଡ୍‌ କଣ୍ଟ୍ରୋଲ ରୁମ୍‌ ଡ୍ୟୁଟି। କଥାଟି ଶୁଣିବାକୁ ଅଡ଼ୁଆ ଲାଗୁଥିଲେ…

ପିଜିରେ ଉତ୍ତୀର୍ଣ୍ଣ ହେଲେ ୭୭ ବର୍ଷିୟ ଅବସରପ୍ରାପ୍ତ ଶିକ୍ଷକ

ସୋନପୁର,୩।୭(ନି.ପ୍ର.): ଦୃଢ ଇଚ୍ଛାଶକ୍ତି ଥିଲେ ସଫଳ ହେବାକୁ କେହି ରୋକି ପାରିବେ ନାହିଁ। ଏହା ପ୍ରମାଣ କରି ଦେଖାଇଛନ୍ତି ଅବସରପ୍ରାପ୍ତ ଶିକ୍ଷକ ରମେଶ ପ୍ରସାଦ ନାୟକ। ୭୭…

ବିସିସିଆଇର ଘୋଷଣା: ଏଥର ହେବ ରଣଜୀ ଟ୍ରଫି

ନୂଆଦିଲ୍ଲୀ, ୩ା୭- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ରଣଜୀ ଟ୍ରଫି ସମେତ ଏହାର ସମସ୍ତ ଘରୋଇ ଟୁର୍ନାମେଣ୍ଟ ଆୟୋଜନ କରିବ। ୨୦୨୧-୨୨ ସିଜନରେ ମୋଟ ୨୧୨୭…

ଓଡ଼ିଶା: ଆଜିର ଫଟୋ ( ଜୁଲାଇ ୩, ୨୦୨୧)

ଭୁବନେଶ୍ୱରରେ ଶଟଡାଉନ ଲାଗି ଦୋକାନ ବଜାର ବନ୍ଦ   ଶଟଡାଉନ ଲାଗି ଭୁବନେଶ୍ୱରରେ ଗାଡ଼ି ମଟର ଯାଞ୍ଚ କରୁଛନ୍ତି ପୋଲିସ   ଭୁବନେଶ୍ୱର ରାଜମହଲ ଓଭରବ୍ରିଜ ତଳ…

ନର୍ସଙ୍କଠୁ ଛଡ଼ାଇ ଲୋକଙ୍କୁ ଟିକା ଦେଲେ ଟିଏମ୍‌ସି କାଉନ୍‌ସିଲର

କୋଲକାତା,୩।୭: ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ମହିଳା କାଉନ୍‌ସିଲର ତବସୁମ ଅରା ଟିକାଦାନ କେନ୍ଦ୍ରରେ ନର୍ସଙ୍କ ଠାରୁ ଟିକା ଛଡ଼ାଇ ଜଣେ ମହିଳାଙ୍କୁ ଟିକାକରଣ କରୁଥିବା ଭିଡିଓ ସାମ୍ନାକୁ…

ଟିକ୍‌ଟକ୍‌ରୁ ପ୍ରେମ, ଯୁବତୀଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ

ପାଇକମାଳ, ୩।୭: ବରଗଡ଼ ଜିଲା ପାଇକମାଳ ଥାନା ଅଧୀନ ଜାମସେଠ ଅଞ୍ଚଳର ଜଣେ ଯୁବତୀଙ୍କ ଅଶ୍ଳୀଳ ଭିଡିଓ ଏବଂ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଅଭିଯୋଗ…

ଯୁବତୀଙ୍କୁ କମେଣ୍ଟ କରି ୧୦ ଗିରଫ

ସମ୍ବଲପୁର,୩ା୭(ବ୍ୟୁରୋ): ସମ୍ବଲପୁର ଜିଲା ଟାଉନ ଥାନା ଦେଉଳବନ୍ଧ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ କମେଣ୍ଟମରାକୁ ପ୍ରତିବାଦ କରିବାରୁ ଜଣେ ଯୁବତୀଙ୍କୁ ଆକ୍ରମଣ ହୋଇଛି। ଯୁବତୀଙ୍କ ମା’ ତୁଳସୀ…

ପଡ଼ିଆରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ଦୁଇ କ୍ରିକେଟର

ଆଣ୍ଟିଗୁଆ,୩।୭: ଏଠାରେ ଶୁକ୍ରାବର ପାକିସ୍ତାନ ବିପକ୍ଷରେ ଖେଳାଯାଇଥିବା ବର୍ଷା ବାଧାପ୍ରାପ୍ତ ମହିଳା ଟି୨୦ ମ୍ୟାଚ୍‌ରେ ହଠାତ୍‌ ଚେତାଶୂନ୍ୟ ହୋଇପଡ଼ି ଯାଇଥିଲେ ଓ୍ବେଷ୍ଟଇଣ୍ଡିଜର ଚିନେଲେ ହେନରୀ ଓ ଚେଦିନ…