ଭାରତ ଭଳି ଆମେ ବି ସହାୟତା ଯୋଗାଇ ଦେବୁ: ବାଇଡେନ୍‌…

ଓ୍ବାଶିଂଟନ,୨୬।୪: ଦେଶରେ କରୋନା ସଂକ୍ରମଣ ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ ଆମେରିକା ରାଷ୍ଟ୍ରପତି କହିଛନ୍ତି ଯେ, ଆମେ ବିପଦରେ ପଡ଼ିଥିବାବେଳେ ଭାରତ ଆବଶ୍ୟକ ସହାୟତା ଯୋଗାଇ ଦେଇଥିଲା।…

ଅନିଶ୍ଚିତତାରେ ନୀଳାଚଳ ଅକ୍ସିଜେନ ପ୍ଲାଣ୍ଟରୁ ଉତ୍ପାଦନ

ଯାଜପୁର ଅଫିସ,୨୫ା୪: କୋଭିଡ୍‌ ସଂକ୍ରମିତଙ୍କ ଚିକିତ୍ସା ପାଇଁ ଦେଶରେ ମେଡିକାଲ ଅକ୍ସିଜେନର ବହୁଳ ଚାହିଦା ରହିଛି। ଏହାର ଅଭାବରୁ ରୋଗୀମାନଙ୍କ ମୃତ୍ୟୁ ଘଟୁଥିବାରୁ ଦେଶରେ ହାହାକାର ପରିସ୍ଥିତି…

ଶ୍ରଦ୍ଧାଳୁଙ୍କୁ ମିଳିବନି ସୁଯୋଗ

ତାଳଚେର,୨୬ା୪(ନି.ପ୍ର.):  ମା’ ହିଙ୍ଗୁଳାଙ୍କ ବାର ମାସରେ ତେର ଯାତ୍ରା। ସେଥିରୁ ଚୈତ୍ରମାସ ଶୁକ୍ଳପକ୍ଷ ବିଷ୍ଣୁ ଦମନକ ଚତୁର୍ଦ୍ଦଶୀରେ ମା’ଙ୍କ ସ୍ବତନ୍ତ୍ର ପୂଜା କରାଯାଏ, ଯାହାକୁ ହିଙ୍ଗୁଳା ଯାତ୍ରା…

କୋହଲିଙ୍କ ମୁଣ୍ଡବିନ୍ଧା: ମ୍ୟାଚ୍‌ ହାରିଲେ, ଜରିମାନା ବି ଦେଲେ

ମୁମ୍ବାଇ,୨୬।୪: ଆଇପିଏଲ ୨୦୨୧ର ଏକ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି)କୁ ୬୯ ରନ୍‌ରେ ପରାସ୍ତ କରିଛି। କ୍ରମାଗତ ଚତୁର୍ଥ ବିଜୟ…

ଅର୍ଥ ବ୍ୟବସ୍ଥା ସୁଧାର ପ୍ରକ୍ରିୟାରେ ବାଧା, ଚିନ୍ତା ବଢ଼ାଉଛି ସଂକ୍ରମଣ

ଭୁବନେଶ୍ୱର,୨୬।୪: ଚଳିତ ଆର୍ଥତ୍କବର୍ଷରେ ଦେଶର ଅଭିବୃଦ୍ଧି ଟ୍ରାକକୁ ଫେରି ଆସିବ ବୋଲି ଅନେକେ ଆଶା କରୁଥିଲେ। ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି(ଆଇଏମ୍‌ଏଫ୍‌) ମଧ୍ୟ ୨ ସପ୍ତାହ ତଳେ କହିଥିଲା ଯେ,…

ଅକ୍ସିଜେନ ଯୋଗାଣ: ଆଗେଇ ଆସିଛି ଶିଳ୍ପ ଜଗତ

ନୂଆଦିଲ୍ଲୀ,୨୬।୪: କୋଭିଡ୍‌-୧୯ର ଦ୍ୱିତୀୟ ଲହର ଯୋଗୁ ସାରା ଦେଶରେ ସଂକ୍ରମଣ ଏବେ ବଢିଚାଲିଛି। ଏଭଳି ସ୍ଥିତିରେ ମେଡିକାଲ ଅକ୍ସିଜେନର ଅଭାବ ଏକ ପ୍ରମୁଖ ସମସ୍ୟା ଭାବେ ଉଭା…

ମାସ୍କ ପିନ୍ଧି ପୋଲିଂବୁଥ୍‌ରେ ଭୋଟର: ସପ୍ତମ ପର୍ଯ୍ୟାୟ ମତଦାନ ଜାରି…

କୋଲକାତା,୨୬।୪: କରୋନା ମହାମାରୀ ସଂକ୍ରମଣ ମଧ୍ୟରେ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପାଇଁ ସପ୍ତମ ପର୍ଯ୍ୟାୟ ମତଦାନ ସୋମବାର ସକାଳ ୭ଟାଠାରୁ ଆରମ୍ଭ ହୋଇଛି। ଭୋଟରମାନେ ମାସ୍କ୍‌ ପିନ୍ଧି…

ଟି୨୦ ସିରିଜ ଜିତିଲା ପାକିସ୍ତାନ: ଜିମ୍ବାଓ୍ବେ ୨୪ରନରେ ପରାସ୍ତ

ହାରାରେ,୨୬।୪: ସ୍ଥାନୀୟ ହାରାରେ ସ୍ପୋଟର୍‌ସ କ୍ଲବ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ପାକିସ୍ତାନ ଘରୋଇ ଜିମ୍ବାଓ୍ବେକୁ ୨୪ ରନରେ ପରାସ୍ତ କରିଛି।…

ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟ୍‌କା: ଓହରିଲେ ଏହି ଷ୍ଟାର୍‌ ଖେଳାଳି

ଚେନ୍ନାଇ,୨୬।୪: ସମଗ୍ର ଦେଶ ଏବେ କରୋନା ସହିତ ଲଢୁଛି। ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଅଧିକାଂଶ ରାଜ୍ୟରେ ଲକଡାଉନ ଲାଗୁ କରାଯାଇଛି। କରୋନା…

ଶିକାର ପାଇଁ ସୁଯୋଗ ଦେଲେ

ଭୁବନେଶ୍ୱର,୨୬।୪ (ବ୍ୟୁରୋ): ବାରମ୍ବାର ଚଢ଼ାଉ ହେଉଛି। ବିପୁଳ ପରିମାଣର ଛାଲ, ଦାନ୍ତ, ନଖ ଆଦି ବନ୍ୟପ୍ରାଣୀ ସାମଗ୍ରୀ ଜବତ ହେଉଛି। ଜୀବନ୍ତ ବ୍ରଜକାପ୍ତା ଚାଲାଣ ମଧ୍ୟ ଧରାପଡୁଛି।…