ନାବାଳକଙ୍କୁ ଗୋଇଠା ମାରି ପୋଲିସ କର୍ମଚାରୀ ନିଲମ୍ବିତ

ଭୁବନେଶ୍ୱର,୨।୭(ବ୍ୟୁରୋ): ଲକ୍‌ଡାଉନ୍‌ରେ ଚା’ ଦୋକାନ ଖୋଲିଥିବା ଜଣେ ନାବାଳକଙ୍କୁ ଗୋଇଠା ମାରିବା ପୋଲିସ ପାଇଁ ମହଙ୍ଗା ପଡ଼ିଛି। ଗୁରୁବାର ସମ୍ପୃକ୍ତ ପୋଲିସ କର୍ମଚାରୀଙ୍କୁ ଡିସିପି ନିଲମ୍ବିତ କରିଛନ୍ତି।…

ଜୁନ୍‌ରେ ଦେଢ଼କୋଟି ଲୁଟିଛନ୍ତି ସାଇବର ଠକ

ଭୁବନେଶ୍ୱର,୨।୭(ବ୍ୟୁରୋ): ଲକ୍‌ଡାଉନ୍‌ ସମୟରେ ପ୍ରତିମାସରେ ସାଇବର ଠକମାନେ ରାଜ୍ୟରୁ ବହୁ କୋଟି ଟଙ୍କା ଲୁଟିନେଉଛନ୍ତି। ଲୁଟ୍‌ର ଶିକାର ଲୋକଙ୍କ ମଧ୍ୟରୁ ଅଧିକାଂଶ ହେଉଛନ୍ତି ରାଜଧାନୀବାସୀ। ଭୁବନେଶ୍ୱର ସାଇବର…

ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟ: ପ୍ରଥମ କୁଳସଚିବ ଭାବେ ଦାୟିତ୍ୱ ନେଲେ ନିରୁପମା ସ୍ବାଇଁ

କଟକ ଅଫିସ,୨।୭: ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟର ପ୍ରଥମ କୁଳସଚିବ ଭାବେ ଓଏଏସ୍‌ ଅଫିସର ନିରୁପମା ସ୍ବାଇଁ ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ବିଶ୍ୱବିଦ୍ୟାଳୟରେ କୁଳପତି ପ୍ରଫେସର କମଲଜିତ…

ରାଜ୍ୟରେ ନକଲି ଔଷଧ କାରବାର ଘଟଣା: ସିବିଆଇ ତଦନ୍ତ ଦାବିରେ ହାଇକୋର୍ଟରେ ଜନସ୍ବାର୍ଥ ମାମଲା

କଟକ ଅଫିସ,୨।୭: ରାଜ୍ୟରେ ନକଲି ଔଷଧ କାରବାର ଘଟଣାର ସିବିଆଇ ତଦନ୍ତ ଦାବିକରି ଆମ୍‌ ଜନତା ଅଧିକାର ଟ୍ରଷ୍ଟର ଆବାହକ ବାସୁଦେବ ଭଟ୍ଟ ଗୁରୁବାର ହାଇକୋର୍ଟରେ ଜନସ୍ବାର୍ଥ…

ଏକଦା ସଲ୍‌ମାନଙ୍କୁ ସେକ୍ସିଏଷ୍ଟ ବ୍ୟକ୍ତି ବୋଲି କହିଥିଲେ ଏହି ଅଭିନେତ୍ରୀ : ଏବେ ମୁହଁ ଚାହିଁବାକୁ ବି ପସନ୍ଦ ନାହିଁ

ବଲିଉଡ୍‌ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଅଭିଷେକଙ୍କ ସ୍ତ୍ରୀ, ତାଙ୍କର ଏକ ଝିଅ ଅଛି। ତେବେ ଏପରି ଏକ ସମୟ ଥିଲା ଯେତେବେଳେ ଐଶ୍ୱର୍ଯ୍ୟାଙ୍କ ନାମ ସଲମାନ…

ମାର୍କ ଜୁକରବର୍ଗଙ୍କ ଭଳି ଦେଖାଯାଉଥିବା ଅପରାଧୀଙ୍କୁ ଖୋଜି ଆଣିଲେ ମିଳିବ ୨୨ କୋଟି ଟଙ୍କା ପୁରସ୍କାର

କଲମ୍ବିଆ,୨।୭: କଲମ୍ବିଆ ପୋଲିସ ଦେଶର ରାଷ୍ଟ୍ରପତିଙ୍କ ହେଲିକପ୍ଟରକୁ ଗୁଳି ଚଳାଇବା ମାମଲାରେ ଦୁଇ ଅଭିଯୁକ୍ତଙ୍କ ସ୍କେଚ ଫେସବୁକରେ ଜାରି କରିଛି। ସେମାନଙ୍କ ଠିକଣା ପ୍ରକାଶ ପାଇଁ ୨୨…

କାଭେଣ୍ଡିସ୍‌ ଜିତିଲେ ଷ୍ଟେଜ୍‌-୬

ପ୍ୟାରିସ, ୨ା୭-ବ୍ରିଟେନର ମାର୍କ କାଭେଣ୍ଡିସ୍‌ ଟୁର୍‌ ଡି’ ଫ୍ରାନ୍ସର ସାଇକେଲ ରେସ୍‌ର ୬ଷ୍ଠ ଷ୍ଟେଜ୍‌ ଜିତିଛନ୍ତି। ଫଳରେ ବେଲଜିୟମର ଏଡି ମର୍କକ୍ସଙ୍କ ସର୍ବକାଳୀନ ରେକର୍ଡ ୩୪ଠାରୁ ସେ…

ଅର୍ଜୁନ ପାଇଁ ପଦ୍ମିନୀ ରାଉତଙ୍କ ନାମ ସୁପାରିସ

ଚେନ୍ନାଇ, ୨ା୭(ପି.ଟି.)-ସର୍ବଭାରତୀୟ ଚେସ୍‌ ମହାସଂଘ (ଏଆଇସିଏଫ୍‌) ସମ୍ମାନଜନକ ରାଜୀବ ଗାନ୍ଧୀ ଖେଳରନତ୍ ପୁରସ୍କାର ପାଇଁ ବର୍ତ୍ତମାନ ବିଶ୍ୱ ରାପିଡ୍‌ ଚେସ୍‌ ଚାମ୍ପିୟନ କୋନେରୁ ହମ୍ପିଙ୍କ ନାମ ସୁପାରିସ…

ଓ୍ବିମ୍ବେଲଡନ ଟେନିସ୍‌: ଦ୍ୱିତୀୟ ରାଉଣ୍ଡରେ ସାନିଆ- ବେଥାନି

ଲଣ୍ଡନ,୨।୭: ଚଳିତ ଓ୍ବିମ୍ବେଲଡନ ଟୁର୍ନାମେଣ୍ଟରେ ଭାରତୀୟ ଅଭିଜ୍ଞ ମହିଳା ଟେନିସ ତାରକା ସାନିଆ ମିର୍ଜା ଓ ତାଙ୍କ ଆମେରିକୀୟ ପାର୍ଟନର ବେଥାନି ମାଟେକ- ସାଣ୍ଡ୍ସ ଦ୍ୱିତୀୟ ରାଉଣ୍ଡରେ…

ଜାବିରଙ୍କୁ ଅଲିମ୍ପିକ୍ସ ଯୋଗ୍ୟତା

କୋଚି, ୨।୭(ପି.ଟି.)-ଭାରତୀୟ ନେଭିର ତାରକା ଆଥ୍‌ଲେଟ ଏମ୍‌.ପି. ଜାବିର ଟୋକିଓ ଅଲିମ୍ପିକ୍ସର ୪୦୦ ମିଟର ହର୍ଡଲ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ପଟିଆଲା ନିକଟରେ ଅନୁଷ୍ଠିତ ଆନ୍ତଃରାଜ୍ୟ…