ଆଜି ରାଜ୍ୟରୁ ୬୬୪୭ କରୋନା ଆକ୍ରାନ୍ତ ଚିହ୍ନଟ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା

ଭୁବନେଶ୍ୱର,୨୪।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଶନିବାର ରାଜ୍ୟରୁ ୬,୬୪୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା…

ସଚିନ୍‌ ନିଜଠାରୁ ୬ ବର୍ଷ ବଡ଼ ଅଞ୍ଜଳିଙ୍କୁ କରିଥିଲେ ବିବାହ: ପ୍ରେମ ମାନି ନ ଥିଲା ବୟସ ତାରତମ୍ୟ…

ନୂଆଦିଲ୍ଲୀ,୨୪।୪: ମାଷ୍ଟର ବ୍ଲାଷ୍ଟର ସଚିନ୍‌ ତେନ୍ଦୁଲକରଙ୍କୁ ଶନିବାର ୪୮ ବର୍ଷ ପୂରଣ ହୋଇଛି। ସେ ୧୯୭୩ ଏପ୍ରିଲ୍‌ ୨୪ରେ ମୁମ୍ବାଇଠାରେ ଜନ୍ମ ଗ୍ରହଣ କରିଥିଲେ। ସଚିନ୍‌ ତାଙ୍କଠାରୁ…

ସହରାଞ୍ଚଳ ଆବାସ ଯୋଜନାରେ ୩୬,୦୬୨ ନୂଆ ଘର

ଭୁବନେଶ୍ୱର,୨୪।୪(ବ୍ୟୁରୋ): ସହରାଞ୍ଚଳ ବାସହୀନ ଓ ଆର୍ଥିକ ଦୁର୍ବଳ ଶ୍ରେଣୀ ପାଇଁ ଘୋଷଣା ହୋଇଥିବା ‘ଜାଗା ମିଶନ’ ସହିତ ସମସ୍ତଙ୍କ ପାଇଁ ଘର ଯୋଜନାର ସଫଳ ରୂପାୟନ ଲାଗି…

ଜେଲରେ ଉପଯୁକ୍ତ ଚିକିତ୍ସା ମିଳୁନି: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ହାଇଦର

କଟକ ଅଫିସ,୨୪।୪: କରୋନାରେ ଆକ୍ରାନ୍ତ ହୋଇଥିବା ଗ୍ୟାଙ୍ଗଷ୍ଟର ସେଖ୍‌ ହାଇଦରଙ୍କୁ ଚୌଦ୍ୱାର ଜେଲରେ ଉପଯୁକ୍ତ ଚିକିତ୍ସା ମିଳୁନାହିଁ। ଅଧିକ ଚିକିତ୍ସା ଲାଗି ସେ ଶୁକ୍ରବାର ହାଇକୋର୍ଟଙ୍କ ଦ୍ୱାରସ୍ଥ…

ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ଅଦଳବଳଦ କରିଛନ୍ତି। ଏ ନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ କରାଯାଇଛି।…

ଛଟପଟ ହୋଇ ୨୦ ଆକ୍ରାନ୍ତଙ୍କ ମୃତ୍ୟୁ: ମିଳିଲାନି ଅକ୍ସିଜେନ୍‌..

ନୂଆଦିଲ୍ଲୀ,୨୪।୪: କରୋନା ମହାମାରୀ ସଂକ୍ରମଣ ସମୟରେ ଅକ୍ସିଜେନ୍‌ ଅଭାବ ଯୋଗୁ ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଦିଲ୍ଲୀର ରୋହିଣୀ ଅଞ୍ଚଳରେ ଥିବା ଜୟପୁର ଗୋଲ୍ଡେନ୍‌ ହସ୍ପିଟାଲରେ…

୪ ରାଜ୍ୟକୁ ଗଲା ୨୫୦ ଟନ୍‌ ଅକ୍ସିଜେନ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶକ୍ରମେ ଗତ ୨୪ ଘଣ୍ଟାରେ ରାଜ୍ୟ ବାହାରକୁ ୨୫୦ ଟନ୍‌ ଅକ୍ସିଜେନ ପଠାଯାଇଛି। ପ୍ରାୟ ୧୫ ଟ୍ୟାଙ୍କରରେ ୪ ରାଜ୍ୟକୁ ଏହି ଅକ୍ସିଜେନ…

ଓଡ଼ିଶା କେତେ ପ୍ରସ୍ତୁତ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ମେ ପ୍ରଥମ ସପ୍ତାହରେ ଓଡ଼ିଶାରେ କରୋନା ସଂକ୍ରମଣ ଶୀର୍ଷରେ ପହଞ୍ଚତ୍ପାରେ ବୋଲି ଡାଇରେକ୍ଟର ଅଫ୍‌ ମେଡିକାଲ ଏଜୁକେଶନ ଆଣ୍ଡ ଟ୍ରେନିଂ (ଡିଏମ୍‌ଇଟି) ସିବିକେ ମହାନ୍ତି ଆଶଙ୍କା…

ରେକର୍ଡ ଭାଙ୍ଗିଲା କରୋନା: ମୃତ୍ୟୁ ସଂଖ୍ୟା ଗୋଟିଏ ଦିନରେ ଟପିଲା ୨୬୦୦…

ନୂଆଦିଲ୍ଲୀ,୨୪।୪: ଦେଶରେ କରୋନା ସଂକ୍ରମଣ ବେଲଗାମ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ବେକାବୁ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ବଢିବାରେ ଲାଗିଛି। କରୋନା ସଂକ୍ରମଣ ପୂର୍ବରୁ…

ଭାରତକୁ ଚେତାବନୀ: ମେ’ ବେଳକୁ ଦୈନିକ ମୃତ୍ୟୁ ସଂଖ୍ୟା ଛୁଇଁବ ୫୬୦୦, କହିଲା ଆଇଏଚ୍‌ଏମ୍‌ଇ…

ଓ୍ବାଶିଂଟନ/ନୂଆଦିଲ୍ଳୀ,୨୪।୪: ଦେଶରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ଅଣାୟତ୍ତ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ବଢିଛାଲିଛି। କରୋନା ସଂକ୍ରମଣ ପୂର୍ବରୁ ସମସ୍ତ…