ଭୁବନେଶ୍ୱର, ୨୯।୬(ବ୍ୟୁରୋ): ରାଜ୍ୟରେ ପୁଣି ଟିକା ଅଭାବ ଦେଖାଦେଲାଣି। ଟିକା କମ୍ ଥିବାରୁ ଆଗକୁ ଟିକାକରଣରେ ମଧ୍ୟ ବାଧା ସୃଷ୍ଟି ହେବାର ଆଶଙ୍କା ଉପୁଜିଲାଣି। ତେଣୁ ଟିକାକରଣକୁ…
ଓସିଜେକ୍, ୨୯ା୬ (ପି.ଟି.)-ଏଠାରେ ଚାଲିଥିବା ଆଇଏସ୍ଏସ୍ଏଫ୍ ଶୁଟିଂ ବିଶ୍ୱକପରେ ବର୍ତ୍ତମାନ ଭଲ ଫର୍ମରେ ଥିବା ରାହି ସାର୍ନୋବତ୍ ମହିଳା ୨୫ ମିଟର ପିସ୍ତଲ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ…
ନୂଆଦିଲ୍ଲୀ, ୨୯ା୬ (ପି.ଟି.): ଭାରତରେ ହେବାକୁଥିବା ଟି୨୦ ବିଶ୍ୱକପ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)କୁ ସ୍ଥାନାନ୍ତର ହେବ। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ…
ଭୁବନେଶ୍ୱର,୨୯।୬(ବ୍ୟୁରୋ): ନିଜେ କିଛି କିଣାବିକା କରୁ ନ ଥିଲେ। ଜାଲ୍ କାଗଜପତ୍ରରେ କମ୍ପାନୀ କରି ଜାଲ୍ ବିଲ୍ ପ୍ରସ୍ତୁତ କରୁଥିଲେ। ଉକ୍ତ ଜାଲ୍ ବିଲ୍ ମାଧ୍ୟମରେ ଅଭିନବ…
କଲମ୍ବୋ, ୨୯।୬(ପି.ଟି.)- ଶିଖର ଧାଓ୍ବନଙ୍କ ନେତୃତ୍ୱାଧୀନ ଟିମ୍ ଇଣ୍ଡିଆ ସୋମବାର ଶ୍ରୀଲଙ୍କାରେ ପହଞ୍ଚତ୍ଛି। ସେଠାରେ ଭାରତୀୟ ଦଳ ୬ଟି ସୀମିତ ଓଭର କ୍ରିକେଟ ମ୍ୟାଚ ଖେଳିବ। ଏହା…
ନୂଆଦିଲ୍ଲୀ,୨୯।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତଙ୍କ ୧୦୨ ଦିନ ପରେ ଦୈନିକ ସଂକ୍ରମଣ ୪୦ ହଜାର ତଳେ…
ଲଣ୍ଡନ,୨୯।୬: ବର୍ଷର ତୃତୀୟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଓ୍ବିମ୍ବେଲଡନ ଟେନିସ ସୋମବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ଦିବସରେ ପୁରୁଷ ସିଙ୍ଗଲ୍ସ ଇଭେଣ୍ଟରେ ବିଶ୍ୱର ଏକ ନମ୍ବର ଖେଳାଳି ନୋଭାକ…
ଟୋକିଓ,୨୯।୬ (ଏପି): ଜୁଲାଇ ୨୩ରେ ଆରମ୍ଭ ହେବାକୁ ଯାଉଥିବା ଟୋକିଓ ଅଲିମ୍ପିକ୍ସରେ ଆୟୋଜକ ଜାପାନ ୩୦ଟି ସ୍ବର୍ଣ୍ଣ ପଦକ ହାସଲ କରିବ ବୋଲି ପୂର୍ବରୁ ଦାବି କରିଆସୁଥିଲା।…
କେନ୍ଦ୍ରାପଡ଼ା ଅଫିସ, ୨୯।୬: କେନ୍ଦ୍ରାପଡ଼ା ଜିଲା ଇଚ୍ଛାପୁରସ୍ଥ ଶ୍ରୀବଳଦେବଜୀଉଙ୍କ ରଥଯାତ୍ରା ମାମଲା ସୋମବାର ସୁପ୍ରିମକୋର୍ଟରେ ପହଞ୍ଚତ୍ଛି। କୋଭିଡ୍ କଟକଣା ମଧ୍ୟରେ ରଥଯାତ୍ରା ହେଉ ବୋଲି କ୍ଷିତୀଶ କୁମାର…
ପ୍ୟାରିସ,୨୯।୬(ପି.ଟି.): ଭାରତୀୟ ମହିଳା ତୀରନ୍ଦାଜ ଦୀପିକା କୁମାରୀ ପୁଣିଥରେ ବିଶ୍ୱ ର଼୍ୟାଙ୍କିଙ୍ଗ୍ର ୧ ନମ୍ବର ସ୍ଥାନକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏଠାରେ ଚାଲିଥିବା ଓ୍ବାଲର୍ଡ କପ୍ ଷ୍ଟେଜ୍ ୩ରେ…