ଜଙ୍ଗଲ, ଦ୍ୱୀପପୁଞ୍ଜ ମନ୍ତ୍ରଣାକକ୍ଷ

କେନ୍ଦ୍ରାପଡ଼ା ଅଫିସ/ମହାକାଳପଡ଼ା,୧୯।୪(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲାରେ ୪୮କି.ମି. ସମୁଦ୍ରତଟ। ସମୁଦ୍ରତଟରେ ୬୮୨ବର୍ଗକି.ମି. ଜାତୀୟ ଉଦ୍ୟାନ ଭିତରକନିକା। ତଟ ସୁରକ୍ଷା ବାହିନୀ ତଟାଞ୍ଚଳର ସୁରକ୍ଷା ଦାୟିତ୍ୱରେ ଥିବା ବେଳେ ଜିଲାରେ…

ଲକ୍‌ଡାଉନ୍‌ ଲାଗୁ କରିବା ଅଧିକାର ରାଜ୍ୟ ସରକାରଙ୍କର: ଶାହା

ନୂଆଦିଲ୍ଲୀ,୧୯।୪: କରୋନା ସଂକ୍ରମଣ ନେଇ ଭାରତରେ ଆତଙ୍କ ଦେଖାଦେଇଛି। କରୋନାର ଦ୍ୱିତୀୟ ଲହରରେ ଅଧିକ ସଂଖ୍ୟକ ଛୋଟ ପିଲା ଏବଂ ଯୁବବର୍ଗ ଆକ୍ରାନ୍ତ ହେବା ଯୋଗୁ ସରକାରଙ୍କ…

ଏବେ ଗର୍ଭଧାରଣ କରନାହିଁ

ବ୍ରାସିଲିଆ, ୧୯।୪: ବ୍ରାଜିଲରେ କରୋନା ସଂକ୍ରମଣ ଅତ୍ୟଧିକ ବୃଦ୍ଧି ପାଉଥିବାରୁ ସେଠାକାର ମହିଳାମାନଙ୍କୁ ଗର୍ଭଧାରଣ ଯୋଜନା ସ୍ଥଗିତ ରଖିବା ଲାଗି ସରକାର ପରାମର୍ଶ ଦେଇଛନ୍ତି। ବ୍ରାଜିଲରେ କରୋନା…

ଶିଳ୍ପକୁ ଅକ୍ସିଜେନ୍‌ ଯୋଗାଣ ମନା

ନୂଆଦିଲ୍ଲୀ, ୧୯।୪: କରୋନା ରୋଗୀଙ୍କ ପାଇଁ ହସ୍ପିଟାଲରେ ଅକ୍ସିଜେନ୍‌ ସଙ୍କଟ ଦେଖାଦେଇଥିବାରୁ ସରକାର ଶିଳ୍ପସଂସ୍ଥାଗୁଡ଼ିକର ବ୍ୟବହାର ନିମନ୍ତେ ଅକ୍ସିଜେନ୍‌ ଯୋଗାଣକୁ ବନ୍ଦ କରିଛନ୍ତି। ରବିବାର ସ୍ବରାଷ୍ଟ୍ର ସଚିବ…

କରୋନାରେ ଆଖିବୁଜିଲେ ବିଧାୟକ

ପାଟନା,୧୯।୪: ବିହାରରେ କରୋନା ମାମଲା କ୍ରମାଗତ ଭାବରେ ବଢିଚାଲିଛି। ସୋମବାର ବିହାରର ପୂର୍ବତନ ଶିକ୍ଷା ମନ୍ତ୍ରୀ ତଥା ଜେଡିୟୁ ବିଧାୟକ ମଓ୍ବୋଲାଲ ଚୌଧୁରୀଙ୍କ ପରଲୋକ ଘଟିଛି। ସେ…

‘କାର୍‌ଗିଲଠାରୁ କୋଭିଡ୍‌ ମୃତ୍ୟୁ ଅଧିକ’

ଦେଶରେ ଦୈନିକ କୋଭିଡ୍‌ ସଂକ୍ରମିତଙ୍କ ମୃତ୍ୟୁକୁ ନେଇ ଚିନ୍ତା ବ୍ୟକ୍ତ କରିଛନ୍ତି ଭାରତର ପୂର୍ବତନ ସେନା ମୁଖ୍ୟ ବେଦ ପ୍ରକାଶ ମଲିକ। ୨ ମାସ ଧରି ଚାଲିଥିବା…

ଇଲିଆନାଙ୍କ ଟୁଇଟର ହ୍ୟାକ୍‌

ବଲିଉଡ୍‌ ବିୟୁଟି ଇଲିଆନା ଡି’କ୍ରୁଜ୍‌ଙ୍କ ଟୁଇଟର ଆକାଉଣ୍ଟ ହ୍ୟାକ ହୋଇଛି। ଏ ସମ୍ପର୍କରେ ‘ଦି ବିଗ୍‌ ବୁଲ୍‌’ ଅଭିନେତ୍ରୀ ତାଙ୍କ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ସୂଚନା ଦେଇଛନ୍ତି। ତାଙ୍କ…

ମୌଳିକ ସୁବିଧାରୁ ବଞ୍ଚିତ ସାହାଡ଼ାକୋଳି ଗ୍ରାମବାସୀ

ରଗଡ଼ି,୧୯।୪(ଡି.ଏନ.ଏ.): ଯାଜପୁର ଜିଲାର ଗ୍ରାମାଞ୍ଚଳକୁ ପାନୀୟ ଜଳ ଯୋଗାଇବା ପାଇଁ ଗତ ୨ ବର୍ଷ ହେବ ୮୮ କୋଟି ୮୪ ଲକ୍ଷ ୫୮ ହଜାର ଟଙ୍କାର ୯୫ଟି…

‘ମୃତ୍ୟୁ ପ୍ରମାଣପତ୍ରରେ ରହୁ ମୋଦିଙ୍କ ଫଟୋ’

ଚଣ୍ଡିଗଡ଼, ୧୯ା୪: ଟିକା ପ୍ରମାଣପତ୍ରରେ ଯଦି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରେୟ ନେବାକୁ ନିଜ ଫଟୋ ଛାପୁଛନ୍ତି ତେବେ କୋଭିଡ୍‌ରେ ପ୍ରାଣ ହରାଉଥିବା ଲୋକଙ୍କ ମୃତ୍ୟୁ ସାର୍ଟିଫିକେଟରେ…

କୋଭିଡ୍‌ ହସ୍ପିଟାଲରେ ନିଅଁ।: ୫ ମୃତ

ରାୟପୁର, ୧୯ା୪: ଛତିଶଗଡ଼ ରାଜଧାନୀ ରାୟପୁରର ଏକ ଘରୋଇ ହସ୍ପିଟାଲର କୋଭିଡ୍‌ ଓ୍ବାର୍ଡରେ ଶନିବାର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେଠାରେ…