ଧାମରାରେ ଆରଓ-ପ୍ୟାକ୍ସ ଜେଟି ପ୍ରକଳ୍ପ

ଭୁବନେଶ୍ୱର,୧୭।୪: କେନ୍ଦ୍ର ସରକାରଙ୍କ ସାଗରମାଳା ଯୋଜନା ଅଧୀନରେ ଓଡ଼ିଶାର ଭଦ୍ରକ ଜିଲ୍ଲାର (ଧାମରା) କାଣୀନାଳିଠାରୁ କେନ୍ଦ୍ରାପଡ଼ା ଜିଲ୍ଲାର ତାଳଚୁଆକୁ ସଂଯୋଗ କରୁଥିବା ଆରଓ-ପ୍ୟାକ୍ସ (ରୋଲ-ଅନ୍‌ ଓ ରୋଲ୍‌…

ବାହାହେବାକୁ ଜିଦ୍‌ ଧରିବା କାଳ ହେଲା: ଶୁଭଶ୍ରୀଙ୍କୁ ହତ୍ୟା କରିଥିଲେ ପ୍ରେମିକ

ଯାଜପୁର ଟାଉନ, ୧୭।୪(ଡି.ଏନ୍‌.ଏ.): ଯାଜପୁର ସଦର ଥାନା ଅନ୍ତର୍ଗତ କପିଳେଶ୍ୱର ଗ୍ରାମ ନିକଟ ପୋଖରୀରୁ ଗତ ୮ ତାରିଖରେ ମିଳିଥିଲା ନରକଙ୍କାଳ। ଓଢ଼ଣୀରୁ ଉକ୍ତ କଙ୍କାଳ ଖଣ୍ଡରା…

ଆଉ ରକ୍ଷା ନାହିଁ, ଏବେ ଏଭଳି ବ୍ୟାପୁଛି କରୋନା…

ଓ୍ବାଶିଂଟନ/ଲଣ୍ଡନ,୧୭।୪: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ୨୦୧୯ରେ ଚାଇନାର ଉହାନ ସହରରୁ କରୋନା ସଂକ୍ରମଣ ଆରମ୍ଭ ହୋଇଥିଲା। ପୂର୍ବରୁ କରୋନା ଭୁତାଣୁ ସଂକ୍ରମଣ…

ନାଲ୍‌କୋକୁ ଉତ୍କଳ-ଇ କୋଇଲା ବ୍ଲକ ଲିଜ୍‌

ଭୁବନେଶ୍ୱର,୧୭।୪: ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ୍‌ (ନାଲ୍‌କୋ)କୁ ଓଡ଼ିଶା ସରକାର ଉତ୍କଳ-ଇ କୋଇଲା ଖଣି ପାଇଁ ଲିଜ୍‌ ମଞ୍ଜୁର କରିଛନ୍ତି। ଏ ସଂକ୍ରାନ୍ତରେ ଇସ୍ପାତ ଏବଂ ଖଣି…

ପୁଅ ପଛେ ପଛେ ଚାଲିଗଲେ ମା’

ଭୁବନେଶ୍ୱର,୧୭।୪(ବ୍ୟୁରୋ): କଂଗ୍ରେସର ପିପିଲି ପାର୍ଥୀ ଅଜିତ ମଙ୍ଗରାଜଙ୍କ ମା’ କ୍ଷେତ୍ରମଣିଙ୍କ ଶନିବାର ପରଲୋକ ଘଟିଛି। ପୁଅ ଆଖିବୁଜିବାର ୪ ଦିନ ପରେ ତାଙ୍କ ମା’ଙ୍କ ଦେହାନ୍ତ ହୋଇଛି।…

ପୁଣି ମାଡ଼ି ଆସିଲା ବିପଦ: ସାବଧାନ ନ ହେଲେ ଯିବ ଜୀବନ…

ନୂଆଦିଲ୍ଲୀ,୧୭।୪: ଦେଶରେ କରୋନାର ସଂକ୍ରମଣ ବେଲଗାମ୍‌ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ଅଣାୟତ୍ତ ହେବା ଯୋଗୁ ଲୋକଙ୍କ ମଧ୍ୟ କୋକୁଆ ଭୟ ସୃଷ୍ଟି ହୋଇଛି। ପୁଣି କରୋନା…

ମହିଳାଙ୍କ ସହ ଏମିତି ଯୋଗ କରୁଛନ୍ତି କୁକୁର ଛୁଆ, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ଏକ ଭିଡିଓ ଏବେ ଭାଇରାଲ ହେଉଛି। ଯେଉଁଥିରେ ଜଣେ ମହିଳାଙ୍କ ସହ କିଛି କୁକୁର ଛୁଆ ମିଶି ଯୋଗ କରୁଛନ୍ତି। ମହିଳା ସୂର୍ଯ୍ୟ ନମସ୍କାର…

ହୃଦ୍‌ଘାତରେ ସାଉଥ କମେଡିଆନ ବିବେକଙ୍କ ନିଧନ

ଚେନ୍ନାଇ,୧୭।୪: ତାମିଲ ଫିଲ୍ମର ବେଶ୍‌ ଲୋକପ୍ରିୟ ଅଭିନେତା ତଥା କମେଡିଆନ ବିବେକଙ୍କ ପରଲୋକ ଘଟିଛି। ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଶନିବାର ଭୋରରୁ ସେ ଶେଷ ନିଶ୍ୱାସ…

ଗୁଳିକାଣ୍ଡରେ ୮ ମୃତ

ଇଣ୍ଡିଆନାପଲିସ,୧୭ା୪: ଆମେରିକାର ଇଣ୍ଡିଆନାପଲିସ୍‌ସ୍ଥିତ ବିମାନବନ୍ଦର ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଗୁଳିକାଣ୍ଡ ଘଟିଛି। ଫେଡ୍‌ଏକ୍ସ ଫାସିଲିଟିରେ ଜଣେ ବନ୍ଧୁକଧାରୀ ଆଖିବୁଜା ଗୁଳି ଚଳାଇବାରୁ ୮ ଜଣଙ୍କ ମୃତ୍ୟୁ…

ଟିକା ରପ୍ତାନିକାରୀରୁ ଆମଦାନିକାରୀ ହେଲା ଭାରତ

ନୂଆଦିଲ୍ଲୀ, ୧୭।୪: ଭାରତରେ କରୋନା ମହାମାରୀର ଦ୍ୱିତୀୟ ଲହର ଭୟଙ୍କର ଭାବେ ବଢ଼ିଚାଲିଛି। ଏପରିସ୍ଥଳେ ଦେଶରେ କୋଭିଡ୍‌ ଟିକାର ଅଭାବ ଦେଖାଦେଇଛି। ବିଭିନ୍ନ ଦେଶକୁ କୋଭିଡ୍‌ ଟିକାର…