ରେମ୍‌ଡେସିଭିର୍‌ କଳାବଜାର

ନୂଆଦିଲ୍ଲୀ, ୧୭।୪: କୋଭିଡ୍‌ ଚିକିତ୍ସା ପାଇଁ ବ୍ୟବହୃତ ହେଉଥିବା ଆଣ୍ଟିଭାଇରାଲ ଡ୍ରଗ୍‌ ରେମ୍‌ଡସିଭିର୍‌ର ଅଭାବ ବିଭିନ୍ନ ରାଜ୍ୟରେ ଦେଖାଦେଇଛି। ଏହି ଇଞ୍ଜେକ୍‌ଶନ ପାଇଁ ଲୋକେ ଘଣ୍ଟା ଘଣ୍ଟା…

ରାଜ୍ୟରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ଆଜି କରୋନା ନେଲା ୪ ଜୀବନ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଶନିବାର ରାଜ୍ୟରେ କରୋନାଜନିତ ୪ଜଣଙ୍କ ମୃତ୍ୟୁ…

ଇଭିଏମ୍‌କୁ ଷ୍ଟାଲିନ୍‌ଙ୍କ ସନ୍ଦେହ

ଡିଏମ୍‌କେ ମୁଖ୍ୟ ଏମ୍‌.କେ. ଷ୍ଟାଲିନ୍‌ ଶୁକ୍ରବାର ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌)ର ସୁରକ୍ଷା ନେଇ ସନ୍ଦେହ ବ୍ୟକ୍ତ କରିଛନ୍ତି। ଏପ୍ରିଲ ୬ ବିଧାନସଭା ନିର୍ବାଚନ ପରେ ଇଭିଏମ୍‌…

କିମ୍‌‌ ଦକ୍ଷିଣ କୋରିଆ ପ୍ରଧାନମନ୍ତ୍ରୀ

ଦକ୍ଷିଣ କୋରିଆ ରାଷ୍ଟ୍ରପତି ମୁନ୍‌ ଜାଏ-ଇନ୍‌ ଶୁକ୍ରବାର କିମ୍‌ ବୁ-କ୍ୟୁମ୍‌ଙ୍କୁ ଦେଶର ନୂଆ ପ୍ରଧାନମନ୍ତ୍ରୀ ବାଛିଛନ୍ତି। ତାଙ୍କ ରାଷ୍ଟ୍ରପତିତ୍ୱରେ କିମ୍‌ ହେଉଛନ୍ତି ତୃତୀୟ ପ୍ରଧାନମନ୍ତ୍ରୀ। ୪ ଥର…

ସୋମବାର ଷ୍ଟୋକ୍ସଙ୍କ ଅଙ୍ଗୁଳି ଅସ୍ତ୍ରୋପଚାର

ଲଣ୍ଡନ, ୧୭।୪(ପି.ଟି.)- ଇଂଲଣ୍ଡ ଅଲରାଉଣ୍ଡର ବେନ୍‌ ଷ୍ଟୋକ୍ସଙ୍କ ବାମହାତ ବିଶି ଅଙ୍ଗୁଳିରେ ଅସ୍ତ୍ରୋପଚାର ଆସନ୍ତା ସୋମବାର ହେବ। ଫଳରେ ସେ ଅତିକମ୍‌ରେ ୧୨ ସପ୍ତାହ ପାଇଁ କ୍ରିକେଟରୁ…

ରାଜ୍ୟରେ ୩୧୪୪ କରୋନା ପଜିଟିଭ୍‌ ଚିହ୍ନଟ: ସର୍ବାଧିକ ସୁନ୍ଦରଗଡ଼, ଖୋର୍ଦ୍ଧାରୁ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଗ୍ରାଫ୍‌ ଉପରମୁହାଁ ହେବାରେ ଲାଗିଛି। ଶନିବାର ରାଜ୍ୟରେ ୩୧୪୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ…

ଅବସରରୁ ଫେରିପାରନ୍ତି ଡି’ଭିଲର୍ସ

କେପ୍‌ଟାଉନ, ୧୭।୪- ଦକ୍ଷିଣ ଆଫ୍ରିକାର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଏବି ଡି’ଭିଲର୍ସ ଅବସରରୁ ଫେରିପାରନ୍ତି। ଆସନ୍ତା ଟି୨୦ ବିଶ୍ୱକପରେ ତାଙ୍କୁ ପୁଣି ଦକ୍ଷିଣ ଆଫ୍ରିକା ଜର୍ସିରେ ଦେଖିବାକୁ ମିଳିପାରେ।…

ଅଲିମ୍ପିକ୍ସରେ ଭାଗ ନେବେନି କୋଲ୍‌ମ୍ୟାନ

ଜେନେଭା, ୧୭ା୪(ଏପି)- ଆମେରିକାନ୍‌ ସ୍ପ୍ରିଣ୍ଟର ଖ୍ରିଷ୍ଟିଆନ୍‌ କୋଲ୍‌ମ୍ୟାନ ଅଲିମ୍ପିକ୍ସରେ ଭାଗ ନେଇପାରିବେ ନାହିଁ। ଜାଣିଶୁଣି ଡୋପିଂ ଟେଷ୍ଟ ଦେଇ ନ ଥିବାରୁ ତାଙ୍କ ଉପରେ୧୦୦ମିଟର ବିଶ୍ୱଚାମ୍ପିୟନଙ୍କୁ ୨ବର୍ଷ…

ବୋଟାସ ଦ୍ରୁତତମ

ଇମୋଲା(ଇଟାଲୀ),୧୭ା୪(ଏପି)-ଇମିଲିଆ-ରେମାଗ୍ନା ଗ୍ରାଁ ପ୍ରି ପାଇଁ ଶୁକ୍ରବାର ଅନୁଷ୍ଠିତ ଦୁଇଟି ପ୍ରାକ୍ଟିସ ସେସନରେ ମର୍ସିଡିଜ୍‌ ପ୍ରଥମ ଓ ଦ୍ୱିତୀୟ ସ୍ଥାନ ଅଧିକାର କରିଛି। ସିଜନରେ ମୁଖ୍ୟ ପ୍ରତିଦ୍ୱନ୍ଦ୍ୱୀ ରେଡ୍‌ବୁଲ୍‌…