ଯୁକ୍ତ ୨ମୂଲ୍ୟାୟନ: ଦଶମ ମାର୍କ ପାଖାପାଖି ନ ହେଲେ ତା’ଠୁ ଅଧିକ ମିଳିବ

ଭୁବନେଶ୍ୱର,୨୦।୬(ବ୍ୟୁରୋ): ଯୁକ୍ତ ୨ ପରୀକ୍ଷା ବାତିଲ ପରେ ମୂଲ୍ୟାୟନକୁ ନେଇ ଛାତ୍ରୀଛାତ୍ର ଓ ଅଭିଭାବକଙ୍କ ଚିନ୍ତା ବଢ଼ିଥିଲା। ଏକ ପ୍ରକାର ସମସ୍ତେ ସସ୍ପେନ୍ସରେ ଥିଲେ, କିପରି ମୂଲ୍ୟାୟନ…

ମାତ୍ର ୨୮ ଘଣ୍ଟାରେ ତିଆରି ହେଲା ୧୦ ମହଲା କୋଠା

ଯେତେବେଳେ ବଡ଼ ବିଲ୍ଡିଂର କଥା ଆସେ ତେବେ ଘର କେମିତି ହେବା ଦରକାର କେତେ ସମୟ ଲାଗିବ ସେଥିପ୍ରତି ବିଶେଷ ଧ୍ୟାନ ଦିଆଯାଇଥାଏ। ମାତ୍ର ଚାଇନାର ଏକ…

ରଥଯାତ୍ରାକୁ ଦୃଷ୍ଟିରେ ରଖି ପୁରୀକୁ ୨୬ଟ୍ରେନ୍‌ ବାତିଲ

ଭୁବନେଶ୍ୱର,୨୦।୬(ବ୍ୟୁରୋ): ପୁରୀରେ ଆସନ୍ତା ମାସରେ ରଥଯାତ୍ରା ଅନୁଷ୍ଠିତ ହେବ। ଏହି ସମୟରେ ଯାତ୍ରୀଙ୍କ ସମ୍ଭାବ୍ୟ ଆଗମନକୁ ରୋକିବା ଏବଂ କୋଭିଡ୍‌-୧୯ ସଂକ୍ରମଣର ଶୃଙ୍ଖଳ ଭାଙ୍ଗିବା ଉଦ୍ଦେଶ୍ୟରେ ରେଳପଥ…

ବିକ୍ରି ଶିଶୁପୁତ୍ର ମାଳିସାହି ଅଞ୍ଚଳରୁ ଉଦ୍ଧାର

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ଭୁବନେଶ୍ୱର ରେଳ ଷ୍ଟେଶନ ଅଞ୍ଚଳରୁ ବିକ୍ରି ହୋଇଥିବା ୬ଦିନର ଶିଶୁପୁତ୍ରକୁ ଖାରବେଳନଗର ଥାନା ଅନ୍ତର୍ଗତ ମାଳିସାହି ଅଞ୍ଚଳରୁ ଉଦ୍ଧାର କରାଯାଇଛି। ରାଜଧାନୀରେ ଶିଶୁ ବିକ୍ରି ନେଇ…

ଡେଲିଭରୀ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ମହିଳାଙ୍କ ବନ୍ଧ୍ୟାକରଣ ଅପରେଶନ୍‌ କରିଦେଲେ ଡାକ୍ତର…

ରାଞ୍ଚି,୨୦।୬: ଡେଲିଭରୀ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣେ ମହିଳାଙ୍କର ବନ୍ଧ୍ୟାକରଣ ଅପରେଶନ୍‌ କରି ଡାକ୍ତର ଏବେ ହରଡ଼ଘଣାରେ ପଡ଼ିଛନ୍ତି। ମହିଳା ତାଙ୍କ ପରିବାରର ଅନ୍ୟ ସଦସ୍ୟଙ୍କୁ…

ମାଳ ବିହାରିପୁର କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

ବାଙ୍କୀ,୨୦୬(ସ୍ବ.ପ୍ର.): ବାଙ୍କୀ ବ୍ଲକ କଦଳିବାଡି ପଞ୍ଚାୟତର ଅନ୍ତର୍ଗତ ମାଳବିହାରିପୁରରୁ ୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସରପଞ୍ଚ ପ୍ରକାଶ କୁମାର ବେହେରା ଶନିବାରଠାରୁ କଣ୍ଟେନମେଣ୍ଟ…

ହୀନସ୍ତା କରୁଛନ୍ତି ହାତୀପଲ

ରାସୋଳ: ଜଙ୍ଗଲରେ ଖାଦ୍ୟ ଅଭାବ। ହାତୀ ଭଳି ବିଶାଳକାୟ ପ୍ରାଣୀଙ୍କ ଅପୂରା ରହୁଛି ପେଟ। ଖାଦ୍ୟ ଆଶାରେ ସେମାନେ ଏବେ ଜନବସତି ମୁହଁା ହେଉଛନ୍ତି। ଅଧରାତିରେ ଗଁାରେ…

କ୍ରୀଡ଼ା ମହଲରେ ଶୋକ

ଚଣ୍ଡିଗଡ଼, ୨୦ା୬ (ପି.ଟି.)-ମିଲ୍‌ଖାଙ୍କ ଦେହାନ୍ତରେ କ୍ରୀଡ଼ା ମହଲରୁ ଶୋକବାର୍ତ୍ତାର ସୁଅ ଛୁଟିବାରେ ଲାଗିଛି। ପୂର୍ବତନ କ୍ରିକେଟ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କଠାରୁ ଆରମ୍ଭ କରି କିମ୍ବଦନ୍ତୀ ଭାରତୀୟ ସ୍ପ୍ରିଣ୍ଟର…

ଚାକିରି ଆଳରେ ଠକେଇ ର଼୍ୟାକେଟ ସକ୍ରିୟ

ଭୁବନେଶ୍ୱର,୨୦।୬(ବ୍ୟୁରୋ): କରୋନା କାଳରେ ଆଉଏକ କାଳ ସାଜିଛି ଠକେଇ। ପାଦେ ପାଦେ ସତର୍କ ନ ରହିଲେ ଠକଙ୍କ ଫାଶରେ ପଡ଼ିବା ନିଶ୍ଚିତ। ଅନେକେ ଚାକିରି ଓ ରୋଜଗାର…

ଦିବ୍ୟାଙ୍ଗ ଝିଅ ସହ ରାହା ଖୋଜୁଛନ୍ତି ରଜନୀ

ସିମୁଳିଆ, ୨୦।୬ (ଡି.ଏନ.ଏ.)-ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମୁରୁଣା ପଞ୍ଚାୟତ ୩ନଂ. ୱାର୍ଡ ରାଉତପଡା ଅଞ୍ଚଳର ୫୫ ବର୍ଷୀୟା ରଜନୀ ଦାସଙ୍କ ନିକଟରେ ମୁଣ୍ଡ ଗୁଞ୍ଜିବାକୁ ଘରଟିଏ…