କୋଭିଡ୍‌ ଯୁଦ୍ଧରେ ଡାକ୍ତର ଗୋଷ୍ଠୀ ଆଗରେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୬(ବ୍ୟୁରୋ): ରାଜ୍ୟ ସରକାର ସ୍ବାସ୍ଥ୍ୟ କ୍ଷେତ୍ରକୁ ପ୍ରାଥମିକତା ଦେଉଛନ୍ତି। ସେଥିପାଇଁ ସ୍ବାସ୍ଥ୍ୟ ଭିତ୍ତିଭୂମି କ୍ଷେତ୍ରରେ ୮,୫୦୦କୋଟି ଟଙ୍କା ବିନିଯୋଗ କରାଯାଉଛି। ଓଡ଼ିଶା ପ୍ରଶାସନିକ ସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା…

ବିଶ୍ୱର ୫୦ ସହର ମଧ୍ୟରେ ରାଉରକେଲା

ରାଉରକେଲା ଅଫିସ, ୧୭ା୬: ‘ବ୍ଲୁମବର୍ଗ-୨୦୨୧ ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ’ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଭାଗ ନେଇ ରାଉରକେଲା ସହର ଚୂଡ଼ାନ୍ତ ପର୍ଯ୍ୟାୟକୁ ମନୋନୀତ ହୋଇଛି। ଫଳରେ ଏହି କାର୍ଯ୍ୟକ୍ରମ…

ପରୀ ପରେ ବେବିନାଙ୍କୁ ହତ୍ୟା

ନୟାଗଡ଼ ଅଫିସ/ଦଶପଲ୍ଲା, ୧୭ା୬(ଡି.ଏନ୍‌.ଏ.): ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ବାଣିଗୋଛା ଥାନା ନୂଆଗଁା ପଞ୍ଚାୟତ ଧୁନ୍ଦୁଗାଡିଆ ଗଁାର ୫ ବର୍ଷୀୟା ଶିଶୁକନ୍ୟା ବେବିନା ନାୟକଙ୍କୁ ହତ୍ୟା କରାଯାଇଛି।…

ମହାନାୟକଙ୍କ ସହ କେବେ ବି ଫିଲ୍ମରେ କାମ କରିନାହାନ୍ତି ଧକ୍‌ ଧକ୍‌ ଗର୍ଲ ମାଧୁରୀ, କାରଣ ଜାଣିଲେ..

ବମ୍ବେ: ମହାନାୟକ ଅମିତାଭ ବଚ୍ଚନଙ୍କ ଫିଲ୍ମରେ କାମ କରିବାକୁ ଚାହିଁ ବସିଥାନ୍ତି ଅଭିନେତ୍ରୀମାନେ। ହେଲେ ବଲିଉଡ୍‌ର ଏଭଳି ଜଣେ ନାୟିକା ଅଛନ୍ତି ଯିଏ ବିଗ୍‌ ବିଙ୍କ ସହ…

ରୋନାଲ୍ଡୋଙ୍କ ପରେ ପୋଗ୍‌ବା କଲେ ସମାନ କାମ: ହଟାଇଲେ ବିୟର ବୋତଲ…

ପ୍ୟାରିସ୍‌,୧୭।୬: ପର୍ତ୍ତୁଗାଲ ଫୁଟବଲ ଟିମ୍‌ର ଅଧିନାୟକ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ଭୁଲ୍‌ ଯୋଗୁ କୋକା କୋଲା କମ୍ପାନୀର ଶେୟାରରେ ଅଳ୍ପ କିଛି ମିନିଟ୍‌ ମଧ୍ୟରେ ୨୯,୩୦୦ କୋଟି ଟଙ୍କାର…

ଶିଶୁଙ୍କଠାରେ ଦୀର୍ଘମିଆଦୀ କୋଭିଡ୍‌ କମ୍‌ ଦେଖାଯାଏ

ଭୁବନେଶ୍ୱର,୧୭ା୬(ବ୍ୟୁରୋ): କୋଭିଡ୍‌ରୁ ସୁସ୍ଥ ହେବା ପରେ ବି ଆକ୍ରାନ୍ତଙ୍କ ଶରୀରରେ ଅନେକ ଲକ୍ଷଣ ଦେଖାଯାଉଛି। ଅତିଶୀଘ୍ର ଅବଶ ହୋଇପଡ଼ିବା, ରାତିରେ ନିଦ ନ ହେବା, ଭୋକ କମିଯିବା,…

ବିମଣ୍ଟ, ନାଇଟଙ୍କ ପ୍ରଭାବୀ ବ୍ୟାଟିଂ

ବ୍ରିଷ୍ଟଲ, ୧୭।୬-  ଭାରତ ଓ ଇଂଲଣ୍ଡ ମଧ୍ୟରେ ଏକମାତ୍ର ମହିଳା କ୍ରିକେଟ ଟେଷ୍ଟ ମ୍ୟାଚ ବୁଧବାର ଆରମ୍ଭ ହୋଇଛି। ପାଖାପାଖି ୭ ବର୍ଷ ବ୍ୟବଧାନରେ ଭାରତୀୟ ମହିଳା…

ଟିକାକରଣ: ରାଶନ କାର୍ଡ ପରିଚୟ ପତ୍ର ହୋଇପାରିବ

ଭୁବନେଶ୍ୱର, ୧୭ା୬(ବ୍ୟୁରୋ): ଏଣିକି ରାଶନ କାର୍ଡକୁ ମଧ୍ୟ ଟିକାକରଣବେଳେ ପରିଚୟ ପତ୍ର ଭାବେ ବ୍ୟବହାର କରିହେବ। ଟିକାକରଣ ପାଇଁ କୋଓ୍ବିନ ପୋର୍ଟାଲରେ ୭ ପ୍ରକାରର ପରିଚୟ ପତ୍ରକୁ…

ମିରାନଚୁକ୍‌ଙ୍କ ଗୋଲରେ ଜିତିଲା ରୁଷିଆ

ସେଣ୍ଟ ପିଟର୍ସବର୍ଗ, ୧୭।୬- ଆଲେକ୍ସି ମିରାନଚୁକ୍‌ଙ୍କ ଗୋଲ ବଳରେ ରୁଷିଆ ଚଳିତ ୟୁରୋ ଫୁଟ୍‌ବଲ ଚାମ୍ପିୟନଶିପ୍‌ରେ ବିଜୟ ସ୍ବାଦ ଚାଖିଛି। ବୁଧବାର ଅନୁଷ୍ଠିତ ମ୍ୟାଚରେ ରୁଷିଆ ୧-୦…

ଭାରତ ନାଁରେ ବିପୁଳ ଅର୍ଥ ସଂଗ୍ରହ

ୱାଶିଂଟନ,୧୭ା୬: ଭାରତରେ କରୋନା ଭାଇରସ୍‌ର ଦ୍ୱିତୀୟ ଲହର ଯୋଗୁ ଅକ୍ସିଜେନ ସଙ୍କଟ ଦେଖାଦେଇଥିଲା। ଭାରତ ପକ୍ଷରୁ ଦିଆଯାଇଥିବା ସହାୟତା ବଦଳରେ ବିଶ୍ୱର ଅନେକ ଦେଶ ସହଯୋଗର ହାତ…