ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଅର୍ଥ ଆତ୍ମସାତ୍‌ ମସୁଧା

ବ୍ରହ୍ମଗିରି,୧୫।୬(ଡି.ଏନ୍‌.ଏ.): ପୁରୀ ଜିଲା ବ୍ରହ୍ମଗିରି ବ୍ଲକରେ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ର ଅର୍ଥ ଆତ୍ମସାତ୍‌ ପାଇଁ ମସୁଧା ଚାଲିଥିବା ଅଭିଯୋଗ ହୋଇଛି। ଶ୍ରମିକମାନଙ୍କୁ…

ଏଆଇଏଡିଏମ୍‌କେରୁ ୧୭ ନେତା ବହିଷ୍କୃତ

ଚେନ୍ନାଇ, ୧୫।୬(ଆଇଏଏନ୍‌ଏସ୍‌): ପୂର୍ବତନ ସାଧାରଣ ସମ୍ପାଦକ ଭି.କେ. ଶଶିକଳାଙ୍କ ସହ ସମ୍ପର୍କ ରଖିଥିବା ଏଆଇଏଡିଏମ୍‌କେର ମୁଖପାତ୍ର ଭି. ପୁଗାଝେନ୍ଦିଙ୍କ ସମେତ ୧୭ ଜଣ ନେତାଙ୍କୁ ସୋମବାର ଦଳରୁ…

ବଢ଼ିଛି ଦ୍ୱନ୍ଦ୍ୱ ମନୋବୃତ୍ତି

ନୂଆଦିଲ୍ଲୀ, ୧୫ା୬: ପୂର୍ବ ଲଦାଖ ସ୍ଥିତ ଗଲଓ୍ବାନ ଘାଟିରେ ଭାରତ ଓ ଚାଇନା ସେନା ମଧ୍ୟରେ ରକ୍ତାକ୍ତ ସଂଘର୍ଷକୁ ବର୍ଷେ ପୂରିଛି। ଏବେ ବି ପ୍ରକୃତ ନିୟନ୍ତ୍ରଣ…

ପୁଣି ଚର୍ଚ୍ଚାରେ ‘ବାବା କି ଢାବା’: କାନ୍ତା ପ୍ରସାଦଙ୍କୁ କ୍ଷମା କରିଦେଲେ ଗୌରବ

ନୂଆଦିଲ୍ଲୀ,୧୫।୬: ‘ବାବା କି ଢାବା’ ପୁଣି ଥରେ ଚର୍ଚ୍ଚାରେ ରହିଛି। ଢାବା ମାଲିକ କାନ୍ତ ପ୍ରସାଦଙ୍କ ଦ୍ୱାରା ହୋଇଥିବା ଚୋରି ଅଭିଯୋଗର ସମ୍ମୁଖୀନ ହେଉଥିବା ୟୁଟ୍ୟୁବର୍‌ ଗୌରବ…

୭ବର୍ଷର ଭଉଣୀ କାନ୍ଧରେ ଦେଢ଼ମାସର ଭାଇ

ଭୋଗରାଇ,୧୫।୬(ଡି.ଏନ.ଏ.): ମହାମାରୀ କରୋନା ଛଡ଼ାଇ ନେଇଛି ବହୁ ଜୀବନ। ଉଜାଡ଼ି ଦେଇଛି ସୁଖର ସଂସାର। କିଏ ମା’ଙ୍କୁ ହରାଇ ମା’ଛେଉଣ୍ଡ ପାଲଟିଥିବା ବେଳେ କିଏ ବାପାଙ୍କୁ ହରାଇ…

ଗୋପନୀୟତା କ୍ଷୁଣ୍ଣ ଦର୍ଶାଇ ଆବେଦନ ରଦ୍ଦ କଲେ ହାଇକୋର୍ଟ

କଟକ ଅଫିସ, ୧୫।୬: କରୋନାରେ ସଂକ୍ରମିତ ରୋଗୀଙ୍କ ସମ୍ପର୍କରେ ଅଧିକ ତଥ୍ୟ ଜାଣିବା ପାଇଁ କୋଭିଡ୍‌ ହସ୍ପିଟାଲରେ ସିସିଟିଭି କ୍ୟାମେରା ସହ ହସ୍ପିଟାଲ ପରିସରରେ ଡିସ୍‌ପ୍ଲେ ବୋର୍ଡ…

୧୭ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୫।୬(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ଲାଗି ରହିଛି। ଲଘୁଚାପ ମିଶ୍ରିତ ମୌସୁମୀ ଯୋଗୁ…

ପରିବର୍ତ୍ତିତ ସଂକ୍ରମଣ ଉପରେ ନିର୍ଭର କରେ ତୃତୀୟ ଲହର

ଭୁବନେଶ୍ୱର, ୧୫।୬(ବ୍ୟୁରୋ): ରାଜ୍ୟରେ କେବଳ ସଂକ୍ରମଣ ହାର କମୁନାହିଁ, କୋଭିଡ୍‌-୧୯ ନମୁନାରେ ଭାଇରାଲ ଲୋଡ୍‌ ମଧ୍ୟ କମୁଛି। ଏ ନେଇ ସୋମବାର ଜୀବ ବିଜ୍ଞାନ ପ୍ରତିଷ୍ଠାନ (ଆଇଏଲ୍‌ଏସ୍‌)…

୭୬ ଦିନ ପରେ ଦେଶରେ ଆଜି ସବୁଠୁ କମ୍‌ କରୋନା ସଂକ୍ରମଣ ଚିହ୍ନଟ: ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌

ନୂଆଦିଲ୍ଲୀ,୧୫।୬: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ…

ଅନ୍‌ଲକ୍‌ ଅଙ୍କକଷା

ଭୁବନେଶ୍ୱର, ୧୫।୬(ବ୍ୟୁରୋ): ରାଜ୍ୟରେ ଏବେ ଲକ୍‌ଡାଉନ ଓ ଶଟ୍‌ଡାଉନ୍‌ ଜାରି ରହିଛି। ପ୍ରାୟ ଦେଢ଼ ମାସ ହେବ ଜୀବନ ଓ ଜୀବିକାକୁ ନେଇ ଲୋକେ ବିଭିନ୍ନ ସମସ୍ୟାର…